ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି କେନ୍ଦ୍ର…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଆଣ୍ଡାମାନ ନିକୋବର ରାଜ୍ୟ ସନ୍ତରଣ ସଂଘ…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର ରାଜ୍ୟକୁ ଯାଇଥିଲେ ଛାତ୍ର । ହେଲେ…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯ କୋଟିରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଛନ୍ତି।…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ । ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଭାଜପା ଏମପି…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି ପଡିଛି । ସୋମବାର ପୂର୍ବାହ୍ନ ପ୍ରାୟ…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା ଟ୍ୱିଟ୍ କରି କହିଛନ୍ତି ଯେ, କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ ଜିତେନ୍ଦ୍ର…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି। ‘E20 ଜନତା ପାର୍ଟି’ ନାମରେ ଚାଲିଥିବା ଏହି ଅଭିଯାନ ବର୍ତ୍ତମାନ ଦ୍ରୁତ ଗତିରେ…

ପ୍ରତିବାଦରେ ଉପହାସ

ବିଶ୍ୱବିଖ୍ୟାତ ଔପନ୍ୟାସିକ ଚେକୋସ୍ଲୋଭାକିଆର ମିଲାନ କୁଣ୍ଡେରା ଅନେକ ବର୍ଷ ପୂର୍ବେ କହିଥିଲେ- ଯେତେବେଳେ କ୍ଷମତାରେ ଥିବା ଶକ୍ତିଶାଳୀ ଲୋକଙ୍କୁ ଦେଖି ସାଧାରଣ ନାଗରିକ ଉପହାସ କରିଥାନ୍ତି, ସେତେବେଳେ ବୁଝିବାକୁ ହେବ ଯେ ସେହି ଶାସନର ଅନ୍ତ ଆସିଯାଇଛି। ଭାରତରେ ଦେଖାଯାଉଛି କୌଣସି…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି ପଦ ଗ୍ରହଣ କରିଛନ୍ତି। ଏହି ପ୍ରତିବାଦରେ ‘କକ୍ରୋଚ ଜନତା ପାର୍ଟି’ (CJP) ଗୁରୁତ୍ୱପୂର୍ଣ୍ଣ…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। ସ୍ବର୍ଗତ ସିଂହ ବିଜେଡିର ଜଣେ ଆଗଧାଡ଼ିର…

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ମଧ୍ୟ ଗ୍ରହଣ କରି ନିଆଯାଇଛି। ବର୍ତ୍ତମାନ ଏହି ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ। ସେ ତାଙ୍କର ବିଦ୍ୟମାନ ମନ୍ତ୍ରଣାଳୟର ଦାୟିତ୍ୱ ନିର୍ବାହ କରିବା ସହିତ ଶିକ୍ଷା ମନ୍ତ୍ରୀର…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ ଏହା ଜଣାପଡ଼ିଛି। ପ୍ରକାଶିତ ତଥ୍ୟ ଅନୁଯାୟୀ, ଏକ ନକ୍ଷତ୍ରକୁ ପରିକ୍ରମଣ କରୁଥିବା ଏକ…

ଇସ୍ତଫା ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୬ା୭ (ପି.ଟି.) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କକ୍‌ରୋଚ ଜନତା ପାର୍ଟି (ସିଜେପି) ଜନ୍ତରମନ୍ତରରେ ଜୁନ୍‌ ୨୦ରୁ ଆନ୍ଦୋଳନ ଜାରି…

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ପରୀକ୍ଷା ପେପର ଲିକ୍‌କୁ ନେଇ ଚାଲିଥିବା ବିରୋଧ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live