ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା ନୃତ୍ୟଗୁରୁ ସୀମାଞ୍ଚଳ ପାତ୍ର(୯୭) ଙ୍କୁ କେନ୍ଦ୍ର…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ ବେଳେ ଏକ ଘରୋଇ ବସକୁ ଧରି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି । ସରକାରୀ ପ୍ରାଥମିକ ବିଦ୍ୟାଳୟ କୌଣସି ଛୁଟି…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର ସେ ପାରଳାଖେମୁଣ୍ଡି ଏସଡିଜେଏମ୍ ଅଦାଲତରେ ଆତ୍ମସମର୍ପଣ…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ ସାଥି’ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି କେନ୍ଦ୍ର…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ ସ୍ଥଳରୁ ବିଦା କରିଦିଆଯାଇଥିଲା। ଚାପୁଡ଼ା ମାରୁଥିବାର ଭିଡିଓ ଭାଇରାଲ ହେବା ପରେ ଅତିରିକ୍ତ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର ସନ୍ଧ୍ୟାରେ ବିହାର ସରକାରଙ୍କ ଗୃହ ବିଭାଗର ସଚିବ ଛତ୍ରନିଲ ସିଂହ ଏହି ନିର୍ଦ୍ଦେଶ…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି ରାଜ୍ୟଗୁଡ଼ିକ ବିଷୟରେ ସୂଚନା ସଂଗ୍ରହ କରୁଛନ୍ତି ଯେଉଁଠାରେ ପ୍ରତିବାଦକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି।…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା ଟ୍ୱିଟ୍ କରି କହିଛନ୍ତି ଯେ, କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ ଜିତେନ୍ଦ୍ର…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି। ‘E20 ଜନତା ପାର୍ଟି’ ନାମରେ ଚାଲିଥିବା ଏହି ଅଭିଯାନ ବର୍ତ୍ତମାନ ଦ୍ରୁତ ଗତିରେ…

ପ୍ରତିବାଦରେ ଉପହାସ

ବିଶ୍ୱବିଖ୍ୟାତ ଔପନ୍ୟାସିକ ଚେକୋସ୍ଲୋଭାକିଆର ମିଲାନ କୁଣ୍ଡେରା ଅନେକ ବର୍ଷ ପୂର୍ବେ କହିଥିଲେ- ଯେତେବେଳେ କ୍ଷମତାରେ ଥିବା ଶକ୍ତିଶାଳୀ ଲୋକଙ୍କୁ ଦେଖି ସାଧାରଣ ନାଗରିକ ଉପହାସ କରିଥାନ୍ତି, ସେତେବେଳେ ବୁଝିବାକୁ ହେବ ଯେ ସେହି ଶାସନର ଅନ୍ତ ଆସିଯାଇଛି। ଭାରତରେ ଦେଖାଯାଉଛି କୌଣସି…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି ପଦ ଗ୍ରହଣ କରିଛନ୍ତି। ଏହି ପ୍ରତିବାଦରେ ‘କକ୍ରୋଚ ଜନତା ପାର୍ଟି’ (CJP) ଗୁରୁତ୍ୱପୂର୍ଣ୍ଣ…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। ସ୍ବର୍ଗତ ସିଂହ ବିଜେଡିର ଜଣେ ଆଗଧାଡ଼ିର…

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ମଧ୍ୟ ଗ୍ରହଣ କରି ନିଆଯାଇଛି। ବର୍ତ୍ତମାନ ଏହି ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ। ସେ ତାଙ୍କର ବିଦ୍ୟମାନ ମନ୍ତ୍ରଣାଳୟର ଦାୟିତ୍ୱ ନିର୍ବାହ କରିବା ସହିତ ଶିକ୍ଷା ମନ୍ତ୍ରୀର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live