ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ନିଆରା ଢଙ୍ଗରେ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଶ୍ୱରୀଙ୍କ ଆଶୀର୍ବାଦ ନେଇ ମଧ୍ୟାହ୍ନ ୧୨ଟାରେ…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ । ଗତ କିଛି ସପ୍ତାହ ଧରି…

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି ଯେ, ଭେଙ୍ଗା ବହୁ ବର୍ଷ ପୂର୍ବରୁ…

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି। ଏକ ପ୍ରମୁଖ ପରୀକ୍ଷଣରେ ଏହି ଔଷଧ…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ ମୃତ୍ୟୁ ଘଟିଛି। ରିପୋର୍ଟ ଅନୁଯାୟୀ, ଗଙ୍ଗା ବ୍ୟାରେଜ ନିକଟସ୍ଥ ନଥପୁରୱା ଗାଁରେ ଏହି…

ମେଟାର ବଡ଼ ନିଷ୍ପତ୍ତି : ରାତି ୧୨ଟାରୁ ସକାଳ ୬ଟା ଯାଏ ଆଉ ଚାଲିବନି ଇନଷ୍ଟା-ଫେସବୁକ୍‌

ନୂଆଦିଲ୍ଲୀ,୨୭।୮: ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାରେ ଚାଲିଥିବା ଏକ ବଡ଼ ଆଇନଗତ ମାମଲାକୁ ଶେଷ କରିବା ପାଇଁ କମ୍ପାନୀ ପ୍ରାୟ…

ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ ଆଡ଼କୁ ସହାୟତାର ହାତ ବଢ଼ାଇଛି ଏବଂ ରିଲିଫ ସାମଗ୍ରୀ ପଠାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର ଏଜେନ୍ସି ଅନୁଯାୟୀ ପେଜେସ୍କିଆନ କହିଛନ୍ତି, ସରକାରଙ୍କ ଆର୍ଥିକ ବିଭାଗଗୁଡ଼ିକ ଯେଉଁ ପଦକ୍ଷେପଗୁଡ଼ିକର କଳ୍ପନା…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ ଚେନ୍ନାଇ, ମାଦୁରାଇ, ଏର୍ଣ୍ଣାକୁଲମ ଏବଂ ଗୁଆହାଟୀକୁ ମଧ୍ୟ ପିଆଜ ଯୋଗାଣ ପଠାଯାଉଛି। କେନ୍ଦ୍ର…

ନେପାଳ ଅଭିମୁଖେ ଭାରତୀୟ ବାୟୁସେନାର ୩ ମହାବଳୀ, ଜୀବନ ବଞ୍ଚାଇବାରେ ଏକ୍ସପର୍ଟ!

କାଠମାଣ୍ଡୁ,୨୭।୮: ନେପାଳର ରସୁୱା ଜିଲାର ଭୋଟେକୋଶୀ ନଦୀରେ ଆସିଥିବା ବନ୍ୟା ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରଳୟଙ୍କରୀ ବନ୍ୟାକୁ ଦେଖି ଲୋକଙ୍କ ଲୋମ ଟାଙ୍କୁରି ଉଠୁଛି। ବନ୍ୟା ଯୋଗୁ ଗାଁ ପରେ ଗାଁ, ରାସ୍ତା ଏବଂ ପୋଲ ସବୁ ଭାସିଯାଇଛି। ଏହି…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି। IOCL, BPCL ଏବଂ HPCL ଭଳି ସରକାରୀ ତୈଳ ବିପଣନ କମ୍ପାନୀ (OMCs)…

ନେପାଳରେ ଆକସ୍ମିକ ବନ୍ୟା: ୯୫ ମୃତ

କାଠମାଣ୍ଡୁ, ୨୭ା୮: ତିବ୍ବତ-ରସୁୱାଗଢ଼ି ସୀମାରୁ ୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଅସ୍ଥିର ପାହାଡ଼ ଧସିବା ଏବଂ ସୀମାନ୍ତରେ ଥିବା ଲେନ୍ଦେ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ନେପାଳର ଭୁତକୋଶୀ ଓ ତ୍ରିଶୂଳୀ ନଦୀରେ ଏକ ଭୟଙ୍କର ଆକସ୍ମିକ ବନ୍ୟା ସୃଷ୍ଟି ହୋଇଛି।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ କନେକ୍ସନ, ରେଳବାଇ ଏବଂ ଗାଡ଼ିର ଦାମ ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିବ।…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ ଅବସରରେ ମହିଳାଙ୍କ ପାଇଁ ଆମ ବସ୍ ସେବା ମାଗଣା ରହିବ । ଏନେଇ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live