ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ ରାଇଫଲ୍‌ର ଯବାନ ଭାବେ କାର୍ଯ୍ୟ କରୁଥିଲେ।…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି ଯାଇଛନ୍ତି ଏବଂ ଖୁବ ଶୀଘ୍ର ସ୍ମୃତି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଏକ ହାଇୱା ଚଢ଼ିଯିବାରୁ ୩ ଜଣ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ଭାବେ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ ଜାତକଙ୍କ ଜୀବନରେ ବଡ଼ ପ୍ରଭାବ ପକାଇପାରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା। ଏଭଳିସ୍ଥିତିରେ ମଙ୍ଗଳବାର…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା ଚଳାଇବାକୁ ଦାବି କରୁଥିବା ଏକ ଆବେଦନର ଶୁଣାଣି ସମୟରେ ଭାରତର ପ୍ରଧାନ ବିଚାରପତି…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ ଦ୍ୱନ୍ଦ୍ୱରେ ପକାଇଥିବା ଏହି ରହସ୍ୟ ଉପରୁ ଏବେ ପରଦା ଉଠିଛି। ୫୦୦୦ ବର୍ଷ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ରେକର୍ଡ କରାଯାଇଛି । NCS ତଥ୍ୟ ଅନୁଯାୟୀ, ମଙ୍ଗଳବାର ଭୋର ୪ଟା…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ ମୋଟ ୩୨ ଜଣ ଥିଲେ । ଏହି ଘଟଣା ପରେ ତୁରନ୍ତ ବ୍ୟାପକ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ ବାପା ବୋତ୍‌ସ୍ବାନାରୁ ଅଣାଯାଇଥିବା ପୁରୁଷ ଚିତା ହୋଇଥିବାରୁ ଏହା ବୋତ୍‌ସ୍ବାନା ସଂଯୋଗ ଥିବା…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବାବେଳେ ୨ କେନ୍ଦ୍ରମନ୍ତ୍ରୀଙ୍କୁ ଏଥର ଟିକେଟ ମିଳିନାହିଁ। ଏହାପରେ…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ ନୋବେଲ ସମ୍ମାନ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ଏହି ତିନି ବୈଜ୍ଞାନିକଙ୍କୁ…

୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ

ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଦଶହରା ଛୁଟି ପୂର୍ବରୁ ହେବ ଛାତ୍ର ସଂସଦ ନିର୍ବାଚନ ।…

ପ୍ରତିଦ୍ୱନ୍ଦ୍ୱିତା ବଢୁ

ଭାରତବର୍ଷରେ ସରକାରୀ ସଂସ୍ଥାଗୁଡ଼ିକର ଲକ୍ଷ୍ୟ ଲୋକକଲ୍ୟାଣ ପାଇଁ ରହିବା କଥା। କିନ୍ତୁ ସରକାରୀ ନୀତି ଉତ୍ତମ ନ ରହିବାରୁ ବହୁ ସଂସ୍ଥା କ୍ଷତିରେ ଚାଲିଥାଏ। ୧୯୯୧ରେ ଉଦାରୀକରଣ, ଘରୋଇକରଣ ଓ ଜଗତୀକରଣ (ଏଲ୍‌ପିଜି) ଉପରେ ଗୁରୁତ୍ୱ ଦିଆଯାଇଥିଲା। ପରବର୍ତ୍ତୀ ସମୟରେ କେତେକ…

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ, ଉତ୍ସାହ ଏବଂ ଉଲ୍ଲେଖନୀୟ କ୍ରୀଡ଼ା-ଭାବନା ସହ ଦେଶର ପ୍ରତିନିଧିତ୍ୱ କରିଥିବାରୁ ସେ ଖେଳାଳିମାନଙ୍କର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୪ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live