ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ ହତ୍ୟା କଲେ ଝିଅ । ପ୍ରଥମେ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି ଅଭିଯୋଗ ହେବା ପରେ ବ୍ରହ୍ମପୁର ଉପଜିଲାପାଳ…

ୟୁଜର୍ସଙ୍କୁ ବଡ଼ ଝଟ୍‌କା: ରିଚାର୍ଜ ପ୍ଲାନ ହେଲା ମହଙ୍ଗା, ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍ଲୀ,୭।୧୦: ଏୟାରଟେଲ (Airtel) ନିଜର ପୋଷ୍ଟପେଡ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ କରିଛି। କମ୍ପାନୀ ୮ ଅକ୍ଟୋବର ୨୦୨୬ରୁ ତାର ସମସ୍ତ ପୋଷ୍ଟପେଡ ପ୍ଲାନ ପୋର୍ଟଫୋଲିଓର ଦରରେ ୫୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି…

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ ବିଜ୍ଞାନରେ ‘ନନ୍-ଲିନିୟର୍ ଇଫେକ୍ଟସ୍ ଏବଂ ଅଟୋକାଟାଲିସିସ୍…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି ସରଗରମ ହୋଇଛି । ଧର୍ମେନ୍ଦ୍ର କଶ୍ୟପ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ ଚର୍ଚ୍ଚାରେ ରୁହନ୍ତି। ପୁଣିଥରେ କଶ୍ମୀରାଙ୍କ ଏକ…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ କଂଗ୍ରେସ ପକ୍ଷରୁ ବନ୍ଦ ଡ଼ାକରା ଦିଆଯାଇଛି ।…

ବଦଳିବ ଓ୍ବେଷ୍ଟ୍‌ବେଙ୍ଗଲ ନାଁ, ବିଧାନସଭା ପ୍ରଥମ ଅଧିବେଶନରେ ଆସିବ ବିଲ୍‌, ସୂଚନା ଦେଇ କହିଲେ…

କୋଲକାତା,୭ା୧୦: ଓ୍ବେଷ୍ଟବେଙ୍ଗଲ ନାଁ ପରିବର୍ତ୍ତନ କରି ‘ପଶ୍ଚିମ ବଙ୍ଗ’ (Paschim Banga) ରଖାଯିବାକୁ ଯାଉଛି। ଏଥିପାଇଁ ବିଧାନସଭାର ପ୍ରଥମ ଅଧିବେଶନରେ ହିଁ ଏକ ନୂତନ ବିଲ ଆଗତ କରାଯିବ ବୋଲି ବୁଧବାର ରାଜ୍ୟ ଭାଜନା ସଭାପତି ସମିକ ଭଟ୍ଟାଚାର୍ଯ୍ୟ ସୂଚନା ଦେଇଛନ୍ତି।…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ ଓ ୩୭ କାଂସ୍ୟକୁ ମିଶାଇ ୮୫ ପଦକ ହାସଲ କରିଛି। ଏତିକି ସଫଳତା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି ପରୀକ୍ଷାର ୩ଟି ପେପର ସରିଲାଣି। ଆସନ୍ତା ୮ ତାରିଖରେ ହେବାକୁ ଥିବା ପରୀକ୍ଷା…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ ସକାଳ ୮ଟାରୁ ଡହଡହ ଖରାରେ ଅତିଷ୍ଠ ହୋଇପଡୁଛନ୍ତି ଲୋକେ। ଏଥିସହ ଗୁଳୁଗୁଳି ମଧ୍ୟ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ଉକ୍ତ ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍ ଦଳର ନୂଆ ଅଧିନାୟକ ଭାବେ ନିଯୁକ୍ତି ଦିଆଯାଇଛି। ଗୁଆହାଟୀଠାରେ ଅନୁଷ୍ଠିତ ବିସିସିଆଇ (BCCI)…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌ (ୱିସ୍କନସିନ-ମାଡିସନ ବିଶ୍ୱବିଦ୍ୟାଳୟ, ଆମେରିକା)ଙ୍କୁ 2026 ମସିହା ପାଇଁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ ମୁଖ୍ୟ ନିର୍ୱାଚନ କମିଶନର (CEC)ଙ୍କ ନାମ ସର୍ୱାଗ୍ରେ ଆସିଥାଏ। ନିକଟରେ ବିରୋଧୀ ‘ଇଣ୍ଡିଆ’…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା ଚଳାଇବାକୁ ଦାବି କରୁଥିବା ଏକ ଆବେଦନର ଶୁଣାଣି ସମୟରେ ଭାରତର ପ୍ରଧାନ ବିଚାରପତି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live