ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ ଜୀବନରେ ମାନସିକ ଚାପ ଓ ନକାରାତ୍ମକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ ହେଉଛି। ସୋମବାର ଅନୁଷ୍ଠିତ ମ୍ୟାଚରେ, ପାକିସ୍ତାନ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରତିନିଧିତ୍ୱ କରୁଥିବା ବିଧାୟକ ଶର୍ମାଙ୍କ ଏକ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71 କୋଟି ରୋଜଗାର କରିବ। ବିଶେଷକରି, BCCI…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଯୁକ୍ତ ଜଣକ…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ ବଡ଼ ଷ୍ଟାର ପାଇଯାଇଛି, କିନ୍ତୁ ଭାଗ୍ୟ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ ଆଠଗଡ଼ ଉପଜିଲାପାଳ, ପ୍ରଜ୍ଞାନନ୍ଦନ ଗିରିଙ୍କୁ ତାଳଚେର ଉପଜିଲାପାଳ, କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା। ଏଥିରେ ଭାରତ ସମେତ ୧୬୪ ଦେଶ ଏହା ସପକ୍ଷରେ ଭୋଟ ଦେଇଥିବା ବେଳେ…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ କରିଥିବା ନିବେଦନକୁ ସୁପ୍ରିମକୋର୍ଟ ସୋମବାର ଅଗ୍ରାହ୍ୟ କରିଦେଇଛନ୍ତି। ନଭେମ୍ବର ୩୦ ସୁଦ୍ଧା ଚୂଡ଼ାନ୍ତ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ ଏକ ପୂର୍ବରୁ ସାର୍ବଜନୀନ ହୋଇନଥିବା ଭିଡିଓ ମିଳିଛି । ଏଥିରେ ସେ ଭବିଷ୍ୟତର…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ ମୃତ୍ୟୁ ପରେ ମଣିପୁରୀ ସମୁଦାୟର ଲୋକେ ଦିଲ୍ଲୀରେ କ୍ୟାଣ୍ଡେଲ୍ ମାର୍ଚ୍ଚ କରି ନ୍ୟାୟ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷାର ପରିମାଣ ବଢିବା ସହ ପ୍ରବଳ ବର୍ଷା ହୋଇପାରେ ବୋଲି…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍‌-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍‌। ଏହା ସହ ଓଡ଼ିଶା ବେସାମରିକ ସେବା…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସୁଧାଂଶୁ ମୋହନ ସାମଲଙ୍କୁ OMC ଅଧ୍ୟକ୍ଷ ଦାୟିତ୍ୱ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ, ଉଭୟ ଆସନରେ ଅକ୍ଟୋବର ୬ ତାରିଖରେ ମତଦାନ ହେବ। ନନ୍ଦୀଗ୍ରାମ ଆସନଟି ଭାରତୀୟ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ ଅଟୋ ପରେ ପରେ ଠେଲା ଗାଡିକୁ ଭାରସାମ୍ୟ ହରାଇ ଦୁର୍ଘଟଣା କରିଥିଲେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live