ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ ପୂଜା ମଣ୍ଡପ ଓ ସାଂସ୍କୃତିକ କାର୍ଯ୍ୟକ୍ରମ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ ୩ ଦିନ ବର୍ଷା…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଦୀର୍ଘଦିନ ଧରି ସେ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ହିମନ୍ତ ରାହୁଲ ଗାନ୍ଧୀଙ୍କୁ ଚେତାବନୀ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି । ରସୌଲୀ ରେଲୱେ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌ ପକ୍ଷରୁ ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ଏହି ବନ୍ଦ ଡାକରା…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ ସାଂସ୍କୃତିକ ବ୍ୟାପାର ବିଭାଗର ପରାମର୍ଶଦାତା ଭାବେ ନିଯୁକ୍ତ କରିଛନ୍ତି ଏବଂ ତାଙ୍କୁ କ୍ୟାବିନେଟ୍…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ ଯାଇ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଭୟ ନେତାଙ୍କ ସାକ୍ଷାତର ଏକ ଫଟୋ…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ କଂଗ୍ରେସ ପକ୍ଷରୁ ବନ୍ଦ ଡ଼ାକରା ଦିଆଯାଇଛି ।…

ବଦଳିବ ଓ୍ବେଷ୍ଟ୍‌ବେଙ୍ଗଲ ନାଁ, ବିଧାନସଭା ପ୍ରଥମ ଅଧିବେଶନରେ ଆସିବ ବିଲ୍‌, ସୂଚନା ଦେଇ କହିଲେ…

କୋଲକାତା,୭ା୧୦: ଓ୍ବେଷ୍ଟବେଙ୍ଗଲ ନାଁ ପରିବର୍ତ୍ତନ କରି ‘ପଶ୍ଚିମ ବଙ୍ଗ’ (Paschim Banga) ରଖାଯିବାକୁ ଯାଉଛି। ଏଥିପାଇଁ ବିଧାନସଭାର ପ୍ରଥମ ଅଧିବେଶନରେ ହିଁ ଏକ ନୂତନ ବିଲ ଆଗତ କରାଯିବ ବୋଲି ବୁଧବାର ରାଜ୍ୟ ଭାଜନା ସଭାପତି ସମିକ ଭଟ୍ଟାଚାର୍ଯ୍ୟ ସୂଚନା ଦେଇଛନ୍ତି।…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ ଓ ୩୭ କାଂସ୍ୟକୁ ମିଶାଇ ୮୫ ପଦକ ହାସଲ କରିଛି। ଏତିକି ସଫଳତା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି ପରୀକ୍ଷାର ୩ଟି ପେପର ସରିଲାଣି। ଆସନ୍ତା ୮ ତାରିଖରେ ହେବାକୁ ଥିବା ପରୀକ୍ଷା…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ ସକାଳ ୮ଟାରୁ ଡହଡହ ଖରାରେ ଅତିଷ୍ଠ ହୋଇପଡୁଛନ୍ତି ଲୋକେ। ଏଥିସହ ଗୁଳୁଗୁଳି ମଧ୍ୟ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ଉକ୍ତ ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍ ଦଳର ନୂଆ ଅଧିନାୟକ ଭାବେ ନିଯୁକ୍ତି ଦିଆଯାଇଛି। ଗୁଆହାଟୀଠାରେ ଅନୁଷ୍ଠିତ ବିସିସିଆଇ (BCCI)…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live