ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ ନିର୍ମାଣାଧୀନ ଜଗନ୍ନାଥ ମନ୍ଦିର ଉପରକୁ ଚଢ଼ି…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର ରାତିରୁ ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ଜିମ୍ବାୱେରେ ମିଳିଲା ୨୧ କୋଟି ବର୍ଷ ପୁରୁଣା ଡାଇନୋସର କଙ୍କାଳ

ହାରାରେ, ୩୦ା୭ (ଏଜେନ୍ସି): ଜିମ୍ବାଓ୍ବେରେ ୨୧ କୋଟି (୨୧୦ ନିୟୁତ) ବର୍ଷ ପୁରୁଣା ନୂତନ ପ୍ରଜାତିର ଡାଇନୋସର କଙ୍କାଳ ଆବିଷ୍କୃତ ହୋଇଛି। ଏହି ପ୍ରାଚୀନ ଆବିଷ୍କାର ପୃଥିବୀରେ ଡାଇନୋସରମାନଙ୍କ ବଂଶ ବିସ୍ତାର ଏବଂ ସେମାନଙ୍କ…

ଆରମ୍ଭ ହେବ ମାଗଣା ମ୍ୟୁଚୁଆଲ ଫଣ୍ଡ୍‌ ସାର୍ଟିଫିକେଟ ପାଠ୍ୟକ୍ରମ

ଭୁବନେଶ୍ୱର, ୩୦ା୭ (ସୁଚିସ୍ମିତା ସାହୁ): ଓଡ଼ିଶାର ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଆର୍ଥିକ ସାକ୍ଷରତା ଏବଂ ନିଯୁକ୍ତି ସୁଯୋଗ ବୃଦ୍ଧି ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବାଣିଜ୍ୟ,…

ନିଯୁକ୍ତି ନିୟମରେ ଆସିପାରେ ସଂସ୍କାର: ୪ ବିଭାଗଠାରୁ ଲୋଡ଼ାଗଲା ମତାମତ

ଭୁବନେଶ୍ୱର,୩୦ା୭(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ନିୟମରେ ଅଧିକ ସଂସ୍କାର ଆଣିବା ପାଇଁ ଲକ୍ଷ୍ୟ ରହିଛିି। ଏହାକୁ ନେଇ ୪ ପ୍ରମୁଖ ବିଭାଗଠାରୁ ତଥ୍ୟ ଲୋଡ଼ାଯାଇଛି। ଏ ସଂକ୍ରାନ୍ତରେ ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ…

ଉପରେ ଶୁଖିଲା ଲଙ୍କା, ଭିତରେ ଗଞ୍ଜେଇ ଚାଲାଣ, ଧରିଲା ପୋଲିସ

ସୋନପୁର,୩୦ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ମୋବାଇଲ ୟୁନିଟ୍‌ ଓ ବୀରମହାରାଜପୁର ଅବକାରୀ ଥାନା ପକ୍ଷରୁ ଗଞ୍ଜେଇ ଚୋରାଚାଲାଣ ରୋକିବାକୁ ଉଲୁଣ୍ଡା ଥାନା ଏସ୍‌. ପତ୍ରାପାଲି ଓ ବୀରମହାରାଜପୁର ଥାନା ରକ୍ସା ଛକଠାରେ ମଙ୍ଗଳବାର ଚଢ଼ାଉ…

୬ ଜିଲାରେ ବନ୍ୟା, ୯ରେ ସ୍ଥିତି ଜଟିଳ

ଭୁବନେଶ୍ୱର,୩୦।୭ (ରବିନାରାୟଣ ଜେନା): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି। ବନ୍ୟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସମ୍ବଲପୁର…

ଗର୍ଜିଲେ ରାହୁଲ; ଅମିତ ଶାହାଙ୍କୁ ପଦବୀରୁ ହଟାନ୍ତୁ, ଭାଜପାକୁ କ୍ଷମା ମାଗିବି….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ଭାଜପା ତାଙ୍କୁ ଗୃହରେ କହିବାକୁ ଦେଲାନାହିଁ । ବାରମ୍ବାର ବାଚସ୍ପତିଙ୍କୁ ଅନୁରୋଧ କରିଛନ୍ତି ଏବଂ ବରିଷ୍ଠ ଭାଜପା ନେତାଙ୍କ ସହ ମଧ୍ୟ କଥା ହୋଇଛନ୍ତି, ତଥାପି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ତାଙ୍କୁ ଜବାବ ଦେଇଛନ୍ତି ମନ୍ତ୍ରୀ ଜିତେନ୍ଦ୍ର ସିଂ । ପ୍ରତିବାଦ କରୁଥିବା ଛାତ୍ରମାନଙ୍କ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ତାଙ୍କୁ କ୍ଲିନଚିଟ୍ ମିଳିଛି । ସୁପ୍ରିମକୋର୍ଟ ତାଙ୍କୁ ଅଭିଯୁକ୍ତ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର ଲିକ୍ ଓ ସଂଗଠିତ ଦୁର୍ନୀତିକୁ ରୋକିବା ପାଇଁ ଏହି ବିଲ୍‌ରେ କଠୋର ଦଣ୍ଡ…

ଯେଣେତେଣେ ବିଭାଜନ

ଗୋଟେ କଥା ଭାରତବ୍ୟାପୀ ଚର୍ଚ୍ଚା ହେଉଛି ଯେ, ଦୀର୍ଘ ବର୍ଷ ଧରି ଦେଶର ପାରମ୍ପରିକ ରାଜନୈତିକ ଦଳ ଯେଉଁ ପ୍ରକାର ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇ ନ ଥିଲେ, ଦିନ କେଇଟାରେ ବ୍ୟବସ୍ଥାରେ ଫରକ ଦେଖାଇପାରିଲା ସାମ୍ପ୍ରତିକ ଛାତ୍ର ଆନ୍ଦୋଳନ। ଅଭିଜିତ୍‌…

ଆଜି ୮ ଜିଲାରେ ସ୍କୁଲ ଛୁଟି ଘୋଷଣା: ପ୍ରବଳ ବର୍ଷା ସହ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ନିଷ୍ପତ୍ତି

ଭୁବନେଶ୍ୱର,୨୯।୭: ଆଜି ୮ ଜିଲାରେ ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି ବନ୍ଦ।ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ୮ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ । ଭଦ୍ରକ, କେନ୍ଦୁଝର, ଯାଜପୁର, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ଼,ସୋନପୁରରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷା…

କୁତ୍ରିମ ସୂର୍ଯ୍ୟ ନିର୍ମାଣ ପାଇଁ ଚାଇନା ହେଉଛି ସଜବାଜ: ବିଶ୍ୱର ସର୍ବବୃହତ୍‌ ଚୁମ୍ବକ ପ୍ରସ୍ତୁତି ଶେଷ

ବେଜିଂ,୨୯ା୭:ଚାଇନା ଏହାର ‘କୃତ୍ରିମ ସୂର୍ଯ୍ୟ’ ନିର୍ମାଣ କାର୍ଯ୍ୟକ୍ରମ ପାଇଁ ବିଶ୍ୱର ସର୍ବବୃହତ୍‌ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍‌ ଚୁମ୍ବକ ତିଆରି ଓ ପରୀକ୍ଷା ଶେଷ କରିଛି। ଆଣବିକ ଫ୍ୟୁଜନ୍‌ ଜରିଆରେ ପ୍ରଦୂଷଣମୁକ୍ତ ଅଫୁରନ୍ତ ଶକ୍ତି ଉତ୍ପାଦନ ପାଇଁ ଏହା ମୁଖ୍ୟ ଉପାଦାନ। ୨୦୩୦ ସୁଦ୍ଧା…

୧ରେ ରାଜ୍ୟ କ୍ୟାବିନେଟ୍‌: କୃଷକ, ମହିଳାଙ୍କ ପାଇଁ…

ଭୁବନେଶ୍ୱର,୨୯ା୭(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ।…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ ଛାତ୍ରମାନଙ୍କୁ ହଇରାଣ ହରକତ କରିବା ଜାରି ରହେ, ତେବେ କକରୋଚ ଜନତା ପାର୍ଟି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live