ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ନିଖୋଜ ଥିବ ଜଣାପଡିଛି। ମାକୁଇ ଅଶାଙ୍ଗ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା ଭଳି କାମ କରିଛି। ଇଂଲଣ୍ଡ ବିପକ୍ଷରେ…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍ ପାଇଁ ଦଳ ଘୋଷଣା କରିଛି। ଆସନ୍ତା…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ ତୃତୀୟ ବ୍ୟାଟର ଭାବେ ଫଲୋ-ଅନ୍‌ ବରଣ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ ‘ଲାଭ ଯୋଗ’ ସୃଷ୍ଟି କରିବେ। ୱେଷ୍ଟର୍ଣ୍ଣ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ ଶିକ୍ଷକ ନିଯୁକ୍ତି ଅର୍ଥାତ BPSC TRE-4…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିବାକୁ ଯାଉଛନ୍ତି। ଏହି ପର୍ଯ୍ୟାୟରେ ମୋଟ…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର ୫ ତାରିଖରେ ଦିଲ୍ଲୀରେ ଶାନ୍ତିପୂର୍ଣ୍ଣ ବିରୋଧ ମାର୍ଚ୍ଚର ଆହୱାନ କରାଯାଇଛି। ଏହି ସମୟରେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ୨୦୧୩ ବ୍ୟାଚ୍‌ ଆଇପିଏସ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ଅଗଷ୍ଟ ୨୯ ବେଳକୁ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର ଏପର୍ଯ୍ୟନ୍ତ ୨୧ ଜଣ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି ବୋଲି ମୁଖପାତ୍ର ରଣଧୀର ଜୟସ୍ବାଲ…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ ମୃତ୍ୟୁ ଘଟିଛି। ରିପୋର୍ଟ ଅନୁଯାୟୀ, ଗଙ୍ଗା ବ୍ୟାରେଜ ନିକଟସ୍ଥ ନଥପୁରୱା ଗାଁରେ ଏହି…

ମେଟାର ବଡ଼ ନିଷ୍ପତ୍ତି : ରାତି ୧୨ଟାରୁ ସକାଳ ୬ଟା ଯାଏ ଆଉ ଚାଲିବନି ଇନଷ୍ଟା-ଫେସବୁକ୍‌

ନୂଆଦିଲ୍ଲୀ,୨୭।୮: ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାରେ ଚାଲିଥିବା ଏକ ବଡ଼ ଆଇନଗତ ମାମଲାକୁ ଶେଷ କରିବା ପାଇଁ କମ୍ପାନୀ ପ୍ରାୟ…

ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ ଆଡ଼କୁ ସହାୟତାର ହାତ ବଢ଼ାଇଛି ଏବଂ ରିଲିଫ ସାମଗ୍ରୀ ପଠାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର ଏଜେନ୍ସି ଅନୁଯାୟୀ ପେଜେସ୍କିଆନ କହିଛନ୍ତି, ସରକାରଙ୍କ ଆର୍ଥିକ ବିଭାଗଗୁଡ଼ିକ ଯେଉଁ ପଦକ୍ଷେପଗୁଡ଼ିକର କଳ୍ପନା…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ ଚେନ୍ନାଇ, ମାଦୁରାଇ, ଏର୍ଣ୍ଣାକୁଲମ ଏବଂ ଗୁଆହାଟୀକୁ ମଧ୍ୟ ପିଆଜ ଯୋଗାଣ ପଠାଯାଉଛି। କେନ୍ଦ୍ର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live