‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି। ଫ୍ଲେମିଂ ଏହି ବର୍ଷ ଶେଷରୁ ଏହି…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ ମହାନଦୀକୁ ଛାଡ଼ିଦେଲେ ବାକି ସବୁ ନଦୀ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି । ଏହି ପ୍ରତିବାଦକୁ ଭିନ୍ନ ଢଙ୍ଗରେ ପ୍ରକାଶ…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ବସ୍‌ ସେବା ପହଞ୍ଚତ୍…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି କରୁଛି। ଏହି କଷ୍ଟକର ସମୟରେ ଅନେକ…

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରୋଟାରୀ ଜିଲା…

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳ ଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ ଆହୁରି ୧୨ଟି ସ୍କୁଇସ୍ ଗେଟ୍ ଖୋଲାଯାଇ ବର୍ତ୍ତମାନ ସମୁଦାୟ ୧୪ଟି ସ୍କୁଇସ…

ପାକିସ୍ତାନ ଯିବେ ମୋଦି? ପ୍ରସ୍ତୁତି କଲାଣି ଇସଲାମାବାଦ! ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୩୧।୭: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ୨୦୨୭ ମସିହାରେ ଆୟୋଜିତ ହେବାକୁ ଥିବା ଶାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ କି ନାହିଁ, ତାହାକୁ ନେଇ ଦ୍ୱନ୍ଦ୍ୱ ରହିଛି। ତେବେ ଏହା ମଧ୍ୟରେ ପାକିସ୍ତାନ ଏକ…

ଭାଜପା ଶିବିରରୁ ଆସିଲା ବଡ଼ ଖବର: ଇସ୍ତଫା ଦେଲେ ଏହି ନେତା!

ନୂଆଦିଲ୍ଲୀ,୩୧।୭: ଭାରତୀୟ ଜନତା ପାର୍ଟିର ମୁଖପାତ୍ର ଶେହଜାଦ ପୁନାୱାଲା ଭାଜପାରୁ ଇସ୍ତଫା ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାଜପାରେ ଦୀର୍ଘ ଦିନରୁ ମୁଖପାତ୍ର ଥିବା ଶେହଜାଦ ପୁନାୱାଲା ବ୍ୟକ୍ତିଗତ କାରଣରୁ ଏହି ଇସ୍ତଫା ଦେଇଛନ୍ତି। ସେ ଭାଜପାର ଶୀର୍ଷ ନେତୃତ୍ୱଙ୍କୁ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି ବିଲ ଆଇନରେ ପରିଣତ ହେବ। ଏହି ଆଇନରେ ପେପର ଲିକ ଭଳି ଅପରାଧ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ ଆଉ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ଦିଲ୍ଲୀ ସରକାର ନିଷ୍ପତ୍ତି…

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ ଦେଇଛି । ମନ୍ତ୍ରଣାଳୟ କହିଛି ଯେ, E୨୦ ପେଟ୍ରୋଲକୁ ନେଇ ପ୍ରଚାରିତ ହେଉଥିବା…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଦାବି କରିଛନ୍ତି । କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ ଦୀପକେ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ ଆନ୍ଦୋଳନକାରୀଙ୍କ ବିରୋଧରେ ଦିଲ୍ଲୀ ପୋଲିସ କୌଣସି କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା ଅନୁମୋଦନ କରିଛନ୍ତି। ବିଲ୍ ଆଲୋଚନା ସମୟରେ ବିରୋଧୀ ଦଳ ୱାକଆଉଟ୍ କରିଥିଲେ। ବିଲ୍‌କୁ…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି ୱାର୍ଲ୍ଡ କପ୍‌ ଖେଳିବ ଭାରତ । ତେବେ ଏହି ରଙ୍ଗକୁ ନେଇ ଅନେକ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live