ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍ ନାଗଙ୍କୁ ନିଲମ୍ବନ କରାଯାଇଛି। ଜିଲା ପାଳ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ ଏବଂ ବିଭିନ୍ନ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ନେଇ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅଧିକାରୀ ମୃତଦେହ ଫେରାଇ ଆଣିବା, ଡିଏନଏ…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ ଚିହ୍ନଟ କରାଯାଇଛି। ତଦନ୍ତକାରୀ ସଂସ୍ଥାଗୁଡ଼ିକ ଅନୁଯାୟୀ,…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଉଭୟ ପାରସ୍ପରିକ ସମ୍ମତିରେ ବିବାହ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ ଧାନ ଚାଷ ଉପରେ ଦୀର୍ଘ ଦିନ…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ ଗଲୱାନ୍ ଉପତ୍ୟକାରେ ହୋଇଥିବା ସଂଘର୍ଷ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ ରୁଷ୍‌ର ଏକ ବ୍ୟାଙ୍କ ଶାଖା ଖୋଲିବାକୁ ମଧ୍ୟ ପ୍ରସ୍ତୁତି ଚାଲିଛି। ୟୁକ୍ରେନ୍ ଯୁଦ୍ଧ…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ ଭିତରକନିକା ଅଭୟାରଣ୍ୟ ପରିଭ୍ରମଣ କରି ଏହାର ବେଶ୍‌ ମଜା ନେଇପାରିବେ। ସୂଚନା ଥାଉକି,…

Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ ଆହୁରି ୧୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ ବର୍ତ୍ତମାନ ସମୁଦାୟ ୧୪ଟି ଗେଟ୍ ଜରିଆରେ…

ପାକିସ୍ତାନ ଯିବେ ମୋଦି? ପ୍ରସ୍ତୁତି କଲାଣି ଇସଲାମାବାଦ! ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୩୧।୭: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ୨୦୨୭ ମସିହାରେ ଆୟୋଜିତ ହେବାକୁ ଥିବା ଶାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ କି ନାହିଁ, ତାହାକୁ ନେଇ ଦ୍ୱନ୍ଦ୍ୱ ରହିଛି। ତେବେ ଏହା ମଧ୍ୟରେ ପାକିସ୍ତାନ ଏକ…

ଭାଜପା ଶିବିରରୁ ଆସିଲା ବଡ଼ ଖବର: ଇସ୍ତଫା ଦେଲେ ଏହି ନେତା!

ନୂଆଦିଲ୍ଲୀ,୩୧।୭: ଭାରତୀୟ ଜନତା ପାର୍ଟିର ମୁଖପାତ୍ର ଶେହଜାଦ ପୁନାୱାଲା ଭାଜପାରୁ ଇସ୍ତଫା ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାଜପାରେ ଦୀର୍ଘ ଦିନରୁ ମୁଖପାତ୍ର ଥିବା ଶେହଜାଦ ପୁନାୱାଲା ବ୍ୟକ୍ତିଗତ କାରଣରୁ ଏହି ଇସ୍ତଫା ଦେଇଛନ୍ତି। ସେ ଭାଜପାର ଶୀର୍ଷ ନେତୃତ୍ୱଙ୍କୁ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି ବିଲ ଆଇନରେ ପରିଣତ ହେବ। ଏହି ଆଇନରେ ପେପର ଲିକ ଭଳି ଅପରାଧ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ ଆଉ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ଦିଲ୍ଲୀ ସରକାର ନିଷ୍ପତ୍ତି…

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ ଦେଇଛି । ମନ୍ତ୍ରଣାଳୟ କହିଛି ଯେ, E୨୦ ପେଟ୍ରୋଲକୁ ନେଇ ପ୍ରଚାରିତ ହେଉଥିବା…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଦାବି କରିଛନ୍ତି । କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ ଦୀପକେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live