ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ ୧,୧୨,୦୦୦ରୁ ଅଧିକ ଫଲୋଅର୍ସ ଯୋଡ଼ି ହୋଇସାରିଛନ୍ତି।…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ ବ୍ରହ୍ମପୁରସ୍ଥିତ ‘ଆମେ ସବୁ’ ଡିଜିଟାଲ ପ୍ଲାଟଫର୍ମ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ ପାଞ୍ଚ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ ଗାଁରେ ପାଣି ପଶି ରାସ୍ତାଘାଟ ସବୁ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ ଅବସର ନେଇଥିବା ଜଣାପଡ଼ିଛି। ଏହି ଅବସରରେ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ ଆତ୍ମହତ୍ୟା କରିଛି। ସେ ବହୁତ ଦିନ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଥଥିବା ସୂଚନା ମିଳିଛି। କେନ୍ଦ୍ର ସରକାର ଚାଷୀଙ୍କ ପାଇଁ ଅନେକ…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ ଗଲୱାନ୍ ଉପତ୍ୟକାରେ ହୋଇଥିବା ସଂଘର୍ଷ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ ରୁଷ୍‌ର ଏକ ବ୍ୟାଙ୍କ ଶାଖା ଖୋଲିବାକୁ ମଧ୍ୟ ପ୍ରସ୍ତୁତି ଚାଲିଛି। ୟୁକ୍ରେନ୍ ଯୁଦ୍ଧ…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ ଭିତରକନିକା ଅଭୟାରଣ୍ୟ ପରିଭ୍ରମଣ କରି ଏହାର ବେଶ୍‌ ମଜା ନେଇପାରିବେ। ସୂଚନା ଥାଉକି,…

Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ ଆହୁରି ୧୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ ବର୍ତ୍ତମାନ ସମୁଦାୟ ୧୪ଟି ଗେଟ୍ ଜରିଆରେ…

ପାକିସ୍ତାନ ଯିବେ ମୋଦି? ପ୍ରସ୍ତୁତି କଲାଣି ଇସଲାମାବାଦ! ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୩୧।୭: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ୨୦୨୭ ମସିହାରେ ଆୟୋଜିତ ହେବାକୁ ଥିବା ଶାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ କି ନାହିଁ, ତାହାକୁ ନେଇ ଦ୍ୱନ୍ଦ୍ୱ ରହିଛି। ତେବେ ଏହା ମଧ୍ୟରେ ପାକିସ୍ତାନ ଏକ…

ଭାଜପା ଶିବିରରୁ ଆସିଲା ବଡ଼ ଖବର: ଇସ୍ତଫା ଦେଲେ ଏହି ନେତା!

ନୂଆଦିଲ୍ଲୀ,୩୧।୭: ଭାରତୀୟ ଜନତା ପାର୍ଟିର ମୁଖପାତ୍ର ଶେହଜାଦ ପୁନାୱାଲା ଭାଜପାରୁ ଇସ୍ତଫା ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାଜପାରେ ଦୀର୍ଘ ଦିନରୁ ମୁଖପାତ୍ର ଥିବା ଶେହଜାଦ ପୁନାୱାଲା ବ୍ୟକ୍ତିଗତ କାରଣରୁ ଏହି ଇସ୍ତଫା ଦେଇଛନ୍ତି। ସେ ଭାଜପାର ଶୀର୍ଷ ନେତୃତ୍ୱଙ୍କୁ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି ବିଲ ଆଇନରେ ପରିଣତ ହେବ। ଏହି ଆଇନରେ ପେପର ଲିକ ଭଳି ଅପରାଧ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ ଆଉ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ଦିଲ୍ଲୀ ସରକାର ନିଷ୍ପତ୍ତି…

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ ଦେଇଛି । ମନ୍ତ୍ରଣାଳୟ କହିଛି ଯେ, E୨୦ ପେଟ୍ରୋଲକୁ ନେଇ ପ୍ରଚାରିତ ହେଉଥିବା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live