ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତାଠାରୁ ଆରମ୍ଭ କରି ଭଟଲି ଛକ,…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ କିମ୍ବା ବିଭାଗୀୟ ଅଧିକାରୀ ଦୃଷ୍ଟି ନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ ବେଳକୁ ଘୂର୍ଣ୍ଣିବଳୟଟି ସମାନ ଅଞ୍ଚଳରେ ଘନୀଭୂତ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ନିଖୋଜ ଥିବ ଜଣାପଡିଛି। ମାକୁଇ ଅଶାଙ୍ଗ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା ଭଳି କାମ କରିଛି। ଇଂଲଣ୍ଡ ବିପକ୍ଷରେ…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍ ପାଇଁ ଦଳ ଘୋଷଣା କରିଛି। ଆସନ୍ତା…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା ସାରା ବିଶ୍ୱକୁ ଚକିତ କରିଛି। ଏହି ବିପର୍ଯ୍ୟୟ ପରେ ଭାରତର ଅରୁଣାଚଳ ପ୍ରଦେଶ…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ ଭୂକମ୍ପ ନୁହେଁ । ବରଂ ଏକ ଗ୍ଲେସିୟରର ଅଂଶ ତରଳିବା ପରେ ମାଟି,…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ ନେପାଳରେ ୩୮୯ ଜଣ ଏବଂ ତିବ୍ବତରେ ୩ ଜଣଙ୍କର ମୃତ୍ୟୁ ଘଟିଛି। କେବଳ…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିବାକୁ ଯାଉଛନ୍ତି। ଏହି ପର୍ଯ୍ୟାୟରେ ମୋଟ…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର ୫ ତାରିଖରେ ଦିଲ୍ଲୀରେ ଶାନ୍ତିପୂର୍ଣ୍ଣ ବିରୋଧ ମାର୍ଚ୍ଚର ଆହୱାନ କରାଯାଇଛି। ଏହି ସମୟରେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ୨୦୧୩ ବ୍ୟାଚ୍‌ ଆଇପିଏସ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ଅଗଷ୍ଟ ୨୯ ବେଳକୁ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର ଏପର୍ଯ୍ୟନ୍ତ ୨୧ ଜଣ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି ବୋଲି ମୁଖପାତ୍ର ରଣଧୀର ଜୟସ୍ବାଲ…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ ମୃତ୍ୟୁ ଘଟିଛି। ରିପୋର୍ଟ ଅନୁଯାୟୀ, ଗଙ୍ଗା ବ୍ୟାରେଜ ନିକଟସ୍ଥ ନଥପୁରୱା ଗାଁରେ ଏହି…

ମେଟାର ବଡ଼ ନିଷ୍ପତ୍ତି : ରାତି ୧୨ଟାରୁ ସକାଳ ୬ଟା ଯାଏ ଆଉ ଚାଲିବନି ଇନଷ୍ଟା-ଫେସବୁକ୍‌

ନୂଆଦିଲ୍ଲୀ,୨୭।୮: ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାରେ ଚାଲିଥିବା ଏକ ବଡ଼ ଆଇନଗତ ମାମଲାକୁ ଶେଷ କରିବା ପାଇଁ କମ୍ପାନୀ ପ୍ରାୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live