ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର ବିଦ୍ୟୁତ୍‌ ଆଘାତରେ ଜଣେ ଦିନ ମଜୁରିଆଙ୍କ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ ଏବଂ ପ୍ରତ୍ୟକ୍ଷ ଉଭୟ ଜୀବନ ଉପରେ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ ଭିନ୍ନ ରାଶିର ଲୋକଙ୍କ ବ୍ୟକ୍ତିତ୍ୱ, ସ୍ବଭାବ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ ବନ୍ଧୁକ ଉଦ୍ଧାର କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ ନଗଦ ଜମା କଲେ ବ୍ୟାଙ୍କ ଏହାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ ଜବତ କରିଛି। ମିଳିଥିବା ସୂଚନା ମୁତାବକ,…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ ଆଠଗଡ଼ ଉପଜିଲାପାଳ, ପ୍ରଜ୍ଞାନନ୍ଦନ ଗିରିଙ୍କୁ ତାଳଚେର ଉପଜିଲାପାଳ, କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା। ଏଥିରେ ଭାରତ ସମେତ ୧୬୪ ଦେଶ ଏହା ସପକ୍ଷରେ ଭୋଟ ଦେଇଥିବା ବେଳେ…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ କରିଥିବା ନିବେଦନକୁ ସୁପ୍ରିମକୋର୍ଟ ସୋମବାର ଅଗ୍ରାହ୍ୟ କରିଦେଇଛନ୍ତି। ନଭେମ୍ବର ୩୦ ସୁଦ୍ଧା ଚୂଡ଼ାନ୍ତ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ ଏକ ପୂର୍ବରୁ ସାର୍ବଜନୀନ ହୋଇନଥିବା ଭିଡିଓ ମିଳିଛି । ଏଥିରେ ସେ ଭବିଷ୍ୟତର…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ ମୃତ୍ୟୁ ପରେ ମଣିପୁରୀ ସମୁଦାୟର ଲୋକେ ଦିଲ୍ଲୀରେ କ୍ୟାଣ୍ଡେଲ୍ ମାର୍ଚ୍ଚ କରି ନ୍ୟାୟ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷାର ପରିମାଣ ବଢିବା ସହ ପ୍ରବଳ ବର୍ଷା ହୋଇପାରେ ବୋଲି…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍‌-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍‌। ଏହା ସହ ଓଡ଼ିଶା ବେସାମରିକ ସେବା…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସୁଧାଂଶୁ ମୋହନ ସାମଲଙ୍କୁ OMC ଅଧ୍ୟକ୍ଷ ଦାୟିତ୍ୱ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ, ଉଭୟ ଆସନରେ ଅକ୍ଟୋବର ୬ ତାରିଖରେ ମତଦାନ ହେବ। ନନ୍ଦୀଗ୍ରାମ ଆସନଟି ଭାରତୀୟ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ ଅଟୋ ପରେ ପରେ ଠେଲା ଗାଡିକୁ ଭାରସାମ୍ୟ ହରାଇ ଦୁର୍ଘଟଣା କରିଥିଲେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live