ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍ ଦରମାରେ H-1B ଭିସାଧାରୀ କର୍ମଚାରୀଙ୍କୁ ନିଯୁକ୍ତି…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ଅଧିବେଶନରେ ଏକ ବିଶେଷ ଦୃଶ୍ୟ…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା ଯୋଜନାରେ ପାଇପ ଯୋଗେ ଜଳଯୋଗାଣ ବନ୍ଦ…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ ବଦଳରେ ଏଥର ତାଙ୍କ ହାତରେ ରହିବ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ଦୁଇ ଟ୍ରକ୍…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ଓମାନରେ…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭ ଡିଗ୍ରୀ ସେଲସିୟସ ଅଧିକ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି। ଏଲ୍‌ ନିନୋ…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି ଏବଂ ଅନ୍ୟ କୌଣସି ରାଷ୍ଟ୍ରପତି ଏହି ସଫଳତା ହାସଲ କରିନାହାନ୍ତି ବୋଲି ଦାବି…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ ସହ ଆସାମର ନଗାଓଁ ଲୋକ ସଭା ଆସନର ଫଳାଫଳ ମଧ୍ୟ ସାମିଲ ରହିଛି…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ । ଇସ୍ରାଏଲର ରାଷ୍ଟ୍ରପତି…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି କଲେଜ କର୍ତ୍ତୃପକ୍ଷ ।…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବୈଠକରେ GST ନିୟମକୁ ସରଳ…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି । ମମତା କହିଛନ୍ତି ଯେ ଉପନିର୍ବାଚନ ହୋଇନାହିଁ ଏବଂ EVMରେ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି ଡାକରାରେ ସାମିଲ ହୋଇଛନ୍ତି। ଫଳରେ ବସ, ଅଟୋ ଓ ଟ୍ରେନ ସେବା ପ୍ରଭାବିତ…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ସନ୍ଧ୍ୟା ୬ ଯାଏ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସବୁସ୍ଥାନରେ ଚକଅଖ ବନ୍ଦ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌ ପକ୍ଷରୁ ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ଏହି ବନ୍ଦ ଡାକରା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୭ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live