ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ। ତଥାପି, ରିପୋର୍ଟଗୁଡ଼ିକ ସୂଚାଇ ଦିଏ ଯେ…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ସେ ଭଦ୍ରକ,…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା ଅଜିତ ଡୋଭାଲଙ୍କୁ ପ୍ରତିଷ୍ଠିତ ଲୋକମାନ୍ୟ ତିଲକ…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ ନଥାନ୍ତା, ତେବେ ବିଶ୍ୱ ସ୍ତରରେ ଅଶୋଧିତ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି। ଏହି ପ୍ରସ୍ତାବିତ ପ୍ରକଳ୍ପର ସମ୍ଭାବ୍ୟ ସ୍ଥାନ…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ ହଠାତ ସ୍ଥଗିତ ରଖିଲା। ଗୁରୁବାର ମଧ୍ୟରାତ୍ରି…

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ। ନିର୍ବାଚନ କମିଶନ କେବଳ ସ୍ବାଧୀନ ଭାବେ କାର୍ଯ୍ୟ କରିବା ଉଚିତ ନୁହେଁ, ବରଂ…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର ଆସିଲା, ସେହିପରି ଗାଡ଼ି ଚାଳକମାନଙ୍କ ନଜର ଏହି କଥା ଉପରେ ଥିଲା ଯେ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ ଦକ୍ଷିଣ ମଧ୍ୟପ୍ରଦେଶ ଉପରେ ଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇଛି। ଶନିବାର…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କାରୁ ଅଧିକ ହ୍ରାସ କରିଛନ୍ତି। ଇରାନ ଯୁଦ୍ଧ ଏବଂ ପଶ୍ଚିମ ଏସିଆ…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮ କିଗ୍ରା ବର୍ଗରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ଫାଇନାଲ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫ ବର୍ଷ ଯାଏ ପିଏମ କିଷାନ ଯୋଜନା ବଢାଇବାକୁ ନିଷ୍ପତ୍ତି ନିଆଯାଇଛି। ୨୦୩୦-୩୧ ଯାଏ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଥଥିବା ସୂଚନା ମିଳିଛି। କେନ୍ଦ୍ର ସରକାର ଚାଷୀଙ୍କ ପାଇଁ ଅନେକ…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ ଗଲୱାନ୍ ଉପତ୍ୟକାରେ ହୋଇଥିବା ସଂଘର୍ଷ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ ରୁଷ୍‌ର ଏକ ବ୍ୟାଙ୍କ ଶାଖା ଖୋଲିବାକୁ ମଧ୍ୟ ପ୍ରସ୍ତୁତି ଚାଲିଛି। ୟୁକ୍ରେନ୍ ଯୁଦ୍ଧ…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ ଭିତରକନିକା ଅଭୟାରଣ୍ୟ ପରିଭ୍ରମଣ କରି ଏହାର ବେଶ୍‌ ମଜା ନେଇପାରିବେ। ସୂଚନା ଥାଉକି,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live