ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଏହି…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର ବିଭିନ୍ନ ପଦପଦବୀ ପାଇଁ ଛାତ୍ରଛାତ୍ରୀମାନେ ନିଜ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ ପୁରସ୍କାର ମିଳେ, ତେବେ ଖୁସି ଆହୁରି…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ ଆସି ପ୍ରାର୍ଥୀମାନେ ନାମାଙ୍କନ ଭରିଛନ୍ତି। ଏହି…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ ନେଇ ସନ୍ତୁଷ୍ଟ ଥିବା କହି ଏହି…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଶାନ୍ତି ଓ ଅନ୍ତର୍ଜାତୀୟ ଆଇନକୁ ପ୍ରୋତ୍ସାହିତ କରିବାରେ ତାଙ୍କ…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କ୍ୟାବିନେଟ୍‌ ବୈଠକ ପରେ ଏହି ଘୋଷଣା କରିଛନ୍ତି ।…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ ଭରିବେ। ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ସନ୍ଧ୍ୟା ୫ଟା…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭ ଡିଗ୍ରୀ ସେଲସିୟସ ଅଧିକ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି। ଏଲ୍‌ ନିନୋ…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି ଏବଂ ଅନ୍ୟ କୌଣସି ରାଷ୍ଟ୍ରପତି ଏହି ସଫଳତା ହାସଲ କରିନାହାନ୍ତି ବୋଲି ଦାବି…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ ସହ ଆସାମର ନଗାଓଁ ଲୋକ ସଭା ଆସନର ଫଳାଫଳ ମଧ୍ୟ ସାମିଲ ରହିଛି…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ । ଇସ୍ରାଏଲର ରାଷ୍ଟ୍ରପତି…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି କଲେଜ କର୍ତ୍ତୃପକ୍ଷ ।…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବୈଠକରେ GST ନିୟମକୁ ସରଳ…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି । ମମତା କହିଛନ୍ତି ଯେ ଉପନିର୍ବାଚନ ହୋଇନାହିଁ ଏବଂ EVMରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୭ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live