ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ ପଦ ବଜାୟ ରଖିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ କାର୍ଯ୍ୟାଳୟ ଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଏଭଳି…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି। ଶୁକ୍ରବାର ବିଜୁ ଛାତ୍ର ଜନତା ଦଳ…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର, ମୋବାଇଲ୍‌ ଫୋନ୍‌ ଓ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ ଏକ ୫ ଫୁଟର ନାଗ ସାପ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି ନେଇ ଏଲପିଜି (LPG) ଗ୍ୟାସ ସିଲିଣ୍ଡରର…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ ସ୍ପଷ୍ଟ ହୋଇସାରିଛି । ତାପୂର୍ବରୁ ପଶ୍ଚିମବଙ୍ଗର ଦୁଇଟି ଆସନ ନନ୍ଦୀଗ୍ରାମ ଏବଂ ରେଜିନଗରରେ…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଶାନ୍ତି ଓ ଅନ୍ତର୍ଜାତୀୟ ଆଇନକୁ ପ୍ରୋତ୍ସାହିତ କରିବାରେ ତାଙ୍କ…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କ୍ୟାବିନେଟ୍‌ ବୈଠକ ପରେ ଏହି ଘୋଷଣା କରିଛନ୍ତି ।…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ ଭରିବେ। ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ସନ୍ଧ୍ୟା ୫ଟା…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭ ଡିଗ୍ରୀ ସେଲସିୟସ ଅଧିକ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି। ଏଲ୍‌ ନିନୋ…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି ଏବଂ ଅନ୍ୟ କୌଣସି ରାଷ୍ଟ୍ରପତି ଏହି ସଫଳତା ହାସଲ କରିନାହାନ୍ତି ବୋଲି ଦାବି…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ ସହ ଆସାମର ନଗାଓଁ ଲୋକ ସଭା ଆସନର ଫଳାଫଳ ମଧ୍ୟ ସାମିଲ ରହିଛି…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ । ଇସ୍ରାଏଲର ରାଷ୍ଟ୍ରପତି…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି କଲେଜ କର୍ତ୍ତୃପକ୍ଷ ।…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବୈଠକରେ GST ନିୟମକୁ ସରଳ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୭ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live