ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା ସହ ହଠାତ ଗୋଟିଏ ବିମାନ ପିଟି…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ ଶିଶୁପୁତ୍ରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି। ୪୫ ପରିବାର ଓ ୨୦୦ରୁ ଊର୍ଦ୍ଧ୍ୱ…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା ଝିଅ ଘର ଲୋକେ ଥାନାରେ ଅଭିଯୋଗ…

ଟ୍ରକ ପଛରେ ପିକଅପ୍‌ର ଧକ୍କା; ଚାଲିଗଲା ଦୁଇ ଜୀବନ

ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି  ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ ଥାନା ଅଧୀନ ଅଗସ୍ତିନୂଆ ଗାଁ ନିକଟ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା ସଇଁନ୍ତଲା ଥାନା ନିକଟସ୍ଥ ବରଗାଁ ଛକ୍…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ ପ୍ରଭାରୀ ଅଜୟ ଲଲ୍ଲୁଙ୍କ ସ୍ଥାନ ନେବେ। ସର୍ବଭାରତୀୟ କଂଗ୍ରେସ କମିଟି (AICC) ପକ୍ଷରୁ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ ବିଜେଡିର ମଙ୍ଗ ସମ୍ଭାଳିବେ ବୋଲି ଚର୍ଚ୍ଚା ହେଉଛି। ଏସବୁ ମଧ୍ୟରେ ଶୁକ୍ରବାର ଶଙ୍ଖ…

ବହି ତ୍ରୁଟି ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର, ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର ଥିବା ଲାଗୁଛି। ସରକାର ଏହାକୁ ଗମ୍ଭୀରତାର ସହ ନେଇଛନ୍ତି। ସରକାରକୁ ବଦନାମ କରିବାକୁ…

ହର୍ମୁଜରେ ପୁଣି ଆକ୍ରମଣ, ଜାହାଜକୁ ଟାର୍ଗେଟ କଲା ଇରାନ, ଜାଣନ୍ତୁ କେଉଁ ଜାହାଜ ଉପରେ ହୋଇଛି ଆକ୍ରମଣ

ତେହରାନ,୨୬।୬: ଶାନ୍ତି ଚୁକ୍ତିନାମା ପରେ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଦେଖାଦେଇଛି। ଇରାନ ଏକ ଜାହାଜକୁ ଟାର୍ଗେଟ କରି ଅଭିଯୋଗ କରିଛି ଯେ ଏହା ନିର୍ଦ୍ଦିଷ୍ଟ ରାସ୍ତା ବ୍ୟତୀତ ଅନ୍ୟ ଏକ ରାସ୍ତା ବ୍ୟବହାର କରୁଛି। ଆକ୍ରମଣ ଦ୍ୱାରା…

ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି: କେଉଁ ନେତାଙ୍କୁ କି ଦାୟିତ୍ୱ ମିଳିଲା, ଦେଖନ୍ତୁ ଲିଷ୍ଟ…

ଭୁବନେଶ୍ୱର,୨୬।୬: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି। ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ କରାଯାଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କୁ ପିଏସି କମିଟି ଅଧ୍ୟକ୍ଷ ଭାବେ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ ବର୍ତ୍ତମାନ ପୋଲିସ ହେପାଜତରେ ଅଛନ୍ତି। ଏହା ମଧ୍ୟରେ ସିୟା ଗୋୟଲଙ୍କ ବାପା ପ୍ରବୀଣ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ ଦୁଇ ତିନିଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଅନୁଗୋଳରେ ସର୍ବାଧିକ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର ସୋସିଆଲ ମିଡିଆରେ ପ୍ରସାରିତ ହେବା ପରେ ଏହାକୁ ନେଇ ଆପତ୍ତି ଉଠିଛି। ଏହି…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି ଯେ, ଏହି ଘଟଣା ପରେ ସେ ଚିତ୍କାର ଶୁଣି ଦୌଡ଼ି ଯାଇଥିଲେ ଏବଂ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live