ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା ଜଣାପଡିଛି। ଚିକିତ୍ସାକକ୍ଷରେ ପାଣି ପଡ଼ିବା ଯୋଗୁ…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ ମୁଖ୍ୟମନ୍ତ୍ରୀଙ୍କ ଆସନ ଛାଡ଼ି ମନ୍ତ୍ରୀମାନଙ୍କ ପାଇଁ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି। ମୁଖ୍ୟଅତିଥି ଭାବେ ବଲାଙ୍ଗୀର ଜିଲାପାଳ ଗୌରବ…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ ନିଜ ସୋସିଆଲ ମିଡିଆ ହ୍ୟାଣ୍ଡେଲ ‘X’ରେ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର ଓ ଆବର୍ଜନା ତଳ ଅଞ୍ଚଳରେ ତାଣ୍ଡବ…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ ଯୁବକ ମିଠା କିଣିବାକୁ ଯାଇ ଫେରାବା…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ କରାଯାଇଛି। ସର୍ଭେ ଅନୁସାରେ NDAକୁ ୩୨୬ଟି ଲୋକ ସଭା ଆସନ ମିଳିପାରେ ଏବଂ…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି ପଞ୍ଚାୟତ ସର୍ଲା ଗ୍ରାମର ଗୁନ୍ନମ ଜୟକ୍ରୀଷ୍ଣାଙ୍କ ସ୍ତ୍ରୀ ଗୁନ୍ନମ ସାଇ ବିନ୍ଦୁ କୁମାରୀ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର ସୁଭଦ୍ରା ମେଳାରେ ରାଜ୍ୟର ୧ କୋଟି ୩ ଲକ୍ଷ ୨୬ହଜାର ୧୬୨ ହିତାଧିକାରୀଙ୍କୁ…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ ବୋଝ ହୋଇଯିବ। ମହଙ୍ଗା ମାଡ଼ ମଧ୍ୟରେ କ୍ଷୀର ମୂଲ୍ୟରେ ଏକ ବଡ଼ ବୃଦ୍ଧି…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ ହୋଇଛି। ମୁଖ୍ୟମନ୍ତ୍ରୀ ଫଡନାଭିସ ପୂର୍ବରୁ ଶିବସେନା ମନ୍ତ୍ରୀଙ୍କ ଦ୍ୱାରା ନିଆଯାଇଥିବା ନିଷ୍ପତ୍ତିକୁ ପ୍ରତ୍ୟାଖ୍ୟାନ…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ ଅଷ୍ଟ୍ରେଲିଆର ବୈଜ୍ଞାନିକମାନେ ଏକ ଯୁଗାନ୍ତକାରୀ କୌଶଳ ଉଦ୍ଭାବନ କରିଛନ୍ତି। ଅଷ୍ଟ୍ରେଲିଆର ‘ୟୁନିଭରସିଟି ଅଫ୍‌…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା ସାରା ବିଶ୍ୱକୁ ଚକିତ କରିଛି। ଏହି ବିପର୍ଯ୍ୟୟ ପରେ ଭାରତର ଅରୁଣାଚଳ ପ୍ରଦେଶ…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ ଭୂକମ୍ପ ନୁହେଁ । ବରଂ ଏକ ଗ୍ଲେସିୟରର ଅଂଶ ତରଳିବା ପରେ ମାଟି,…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ ନେପାଳରେ ୩୮୯ ଜଣ ଏବଂ ତିବ୍ବତରେ ୩ ଜଣଙ୍କର ମୃତ୍ୟୁ ଘଟିଛି। କେବଳ…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିବାକୁ ଯାଉଛନ୍ତି। ଏହି ପର୍ଯ୍ୟାୟରେ ମୋଟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live