ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ ଅଚାନକ ଦଳକୁ ଛାଡ଼ି ଘରକୁ ଫେରିଛନ୍ତି।...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା ବିଜେଡି ପକ୍ଷରୁ ଭବାନୀପାଟଣା ବିଜୁ କଲ୍ୟାଣ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ରୋହିତଙ୍କ ଆଖିରୁ ଲୁହ ଝରିବାର...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି। ଏପରିସ୍ଥଳେ ଶୁକ୍ରବାର କୋମନା ବସ୍‌ଷ୍ଟାଣ୍ଡରୁ ବାହାର...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ଓ ରାଜ୍ୟ କମିଟିର...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ ଥିବା ଜଣେ ରାତ୍ର ଜଗୁଆଳିଙ୍କ ମୃତଦେହ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ ୱାଲେଟ, ବ୍ୟାଙ୍କିଂ ଅଭ୍ୟାସ ଏବଂ ଦୈନନ୍ଦିନ ଜୀବନକୁ ପ୍ରଭାବିତ କରିବ। ସରକାର ଏବଂ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ ଶୁକ୍ରବାର କହିଛନ୍ତି, ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଉପରେ ହିଂସା ଚିନ୍ତାର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଥିଲେ। ଭାଜପାର ବିଜୟ ଏହି ଦକ୍ଷିଣ ରାଜ୍ୟରେ ଏକ ବଡ଼...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି କିନ୍ତୁ ପାଣ୍ଡିଆନ ଦମ୍ପତିଙ୍କୁ ପ୍ରଶଂସା କରିଛନ୍ତି। ବବି ଦାସ, ଦେବୀ ପ୍ରସାଦ ମିଶ୍ର,...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର ଓ ସେମିଳିଗୁଡ଼ାରେ ୭ଟି ଦାମୀ ପ୍ଲଟ୍ ରହିଛି। ଫରେଷ୍ଟରଙ୍କର ପ୍ରାୟ କେଜିଏ ସୁନା...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ ଚାଲୁଥିଲୁ। ନବୀନ ବାବୁ ଆସିବା ପରେ ଟିକେ ପରିବର୍ତ୍ତନ କଲେ। ବିଜୁ ବାବୁ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ ଏୟାର ପ୍ୟୁରିଫାୟାର ଭରସାରେ ରହୁଛନ୍ତି। ଏହାରି ମଧ୍ୟରେ ଦିଲ୍ଲୀ ହାଇକୋର୍ଟରେ ଏୟାର୍ ପ୍ୟୁରିଫାୟର୍...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ଅଛି ଓ...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ ଜଗତରେ ଝଡ଼ ସୃଷ୍ଟି କରିସାରିଛନ୍ତି ଏବଂ ଅନେକ ରେକର୍ଡ ସ୍ଥାପନ କରିଛନ୍ତି। ପିଚ୍‌ରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର ଗ୍ରାହକଙ୍କ ପାଇଁ ଏକ ଚିନ୍ତାର ବିଷୟ ପାଲଟିଛି। ବିଶେଷଜ୍ଞଙ୍କ ମତରେ, ଖୁବ୍ ଶୀଘ୍ର...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୨୩ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୨୨ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୨୧ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୧୭ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୧୬ ଡିସେମ୍ବର, ୨୦୨୫ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri

ଜାତିଭିତ୍ତିକ ଜନଗଣନାକୁ ଅନୁମତି | Caste Census | Historic Decision | Dharitri Live