ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି ନିଜ ପିତାଙ୍କ ସହ ସାକ୍ଷାତ କରିଥିଲେ,…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ ଘରୁ ହେପାଜତକୁ ନେଇଥିଲା। ପରେ ସେ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର ରଥଚକ ରାଷ୍ଟ୍ରପତିଙ୍କ ଭବନରେ ପ୍ରଦର୍ଶିତ ହେବ…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ ଆଗକୁ କ’ଣ ପଦକ୍ଷେପ ନେବ? ଏହି…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ ରାସପେଦାଙ୍କ ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାସତ୍ତ୍ୱେ ରାଜ୍ୟରେ ପୁଣି ତାପମାତ୍ରା ବଢ଼ିବାରେ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି ଆସିଥିବା ୟୁରୋପ ମହାଦେଶବାସୀ ୪୦ରୁ ଊର୍ଦ୍ଧ୍ୱ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରାକୁ ଦେଖି ସେମାନଙ୍କ…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା ଏବଂ ହର୍ମୁଜ ଜଳପଥ (Strait of Hormuz) ପୁନର୍ବାର ଖୋଲିବାର ସମ୍ଭାବନା ଯୋଗୁ…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ କରି ଜଣାଇଛନ୍ତି। ସେ ପୋଷ୍ଟରେ ଲେଖିଛନ୍ତି, ଆମ ‘ଗଜନୀ’ ଏବଂ ‘ଲଗାନ’ର ଦେବା,…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ ସେହି ଗାଡ଼ିଗୁଡ଼ିକୁ ପେଟ୍ରୋଲ ପମ୍ପରେ ତେଲ ଦିଆ ନ ଯାଉ। ଏହାକୁ ନେଇ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା ସଂଗଠନକୁ ତତକ୍ଷଣାତ୍ ପ୍ରଭାବରୁ ଭଙ୍ଗ କରିଦେଇଛି। ଦଳ ଜିଲ୍ଲା ସଭାପତି ରଘୁବୀର ସିଂହ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ କରି କେବଳ ଶୁଦ୍ଧ ପେଟ୍ରୋଲ ବିକ୍ରୟ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଖବରରେ ଏହା…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଗସ୍ତ କରି ଏକ ନୂତନ ଇତିହାସ ସୃଷ୍ଟି କରିଛନ୍ତି। ତପ୍ତପାଣିର ପ୍ରକୃତିଦତ୍ତ ଉଷ୍ମ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି। ଡିଏମକେ ଅଧ୍ୟକ୍ଷ ଏମ୍.କେ. ଷ୍ଟାଲିନ୍ ଟିଭିକେ (TVK) ସରକାରଙ୍କୁ ‘ଫାସିବାଦୀ’ ବୋଲି କହିଛନ୍ତି।…

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ ଭାଜପା ନେତୃତ୍ୱ ତୁରନ୍ତ ଆକ୍ସନ ମୋଡ୍‌କୁ ଆସିଛି ଏବଂ ଦଳ ପକ୍ଷରୁ ଏକ…

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି ସୃଷ୍ଟି କରିଛନ୍ତି ବାଙ୍କିପୁର ଓ ଦାତିଆ ଭୋଟଦାତା। ଏହି ଝର୍କାରୁ ଦେଖିଲେ କେବଳ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live