ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ଘାଇରେ। ସୂଚନା ମୁତାବକ, ମୁନିସିଂ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ ସହିତ କରାଯାଇଛି। CJPର ଆଇନଗତ ବ୍ୟାପାର…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ ଖାଲିଦ ଆନ୍ତର୍ଜାତୀୟ ବିମାନବନ୍ଦର’କୁ ଟାର୍ଗେଟ କରିଥିଲେ।…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ ବଡ଼ଧରଣର ସଫଳତା ହାସଲ କରିଛି। ଆନନ୍ଦପୁର…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୧।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ…

ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି

କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ ଅନେକ ଘରକୁ ଜଳମଗ୍ନ କରିଦେଇଛି। କିଛି ଅଞ୍ଚଳରେ ରାସ୍ତାଘାଟ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକ୍‌ରୋଚ୍‌ ଜନତା ପାର୍ଟି’ (ସିଜେପି)…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଭିତରୁ ହିଁ ଦିଲ୍ଲୀ ପୋଲିସ ଅଟକ ରଖିଥିଲା।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର ହୋଇଛି। ଶନିବାର ଓକିଲମାନେ ସୁପ୍ରିମକୋର୍ଟରୁ ଜନ୍ତର ମନ୍ତରର ଅଭିମୁଖେ ରାଲି ବାହାରଛନ୍ତି। ହେଲେ…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ ଦୁଃଖଦ ଖବର ଆସିଛି। ଆନ୍ଦୋଳନର ନେତୃତ୍ୱ ନେଉଥିବା ବେଳେ ଅଭିଜିତଙ୍କ ଜେଜେମା’ ସାବିତ୍ରୀବାଇ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରତିବାଦରେ ଯୋଗଦେବାକୁ ଥିବା ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ ପିଛା କରି ଟି-୨୦ କ୍ରିକେଟ୍‌ରେ ନିଜର ଶକ୍ତି ପ୍ରଦର୍ଶନ କରିଛି। କାରିବୀୟ ବ୍ୟାଟରମାନେ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା ସିଟି ପର୍ଯ୍ୟନ୍ତ ଅନୁଭୂତ ହୋଇଥିବା ଜଣାପଡ଼ିଛି। ତେବେ ରାଜଧାନୀରେ କୌଣସି କ୍ଷୟକ୍ଷତିର ସୂଚନା…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି।ମାମଲା ନଂ.୪୨୫/୨୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA) ମେଣ୍ଟର ଏମ୍‌ପିମାନେ ସଂସଦ ଭବନର ସେଣ୍ଟ୍ରାଲ ହଲରୁ ବିଜୟ ଚୌକ ପର୍ଯ୍ୟନ୍ତ ଏକ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୦ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live