ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ ସଦସ୍ୟଙ୍କ ଖାଦ୍ୟରେ ମୂଷାମରା ବିଷ ମିଶାଇଥିବା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ ହୋଇଛି। ଏହି ମଣ୍ଡପରେ ୨୨ବର୍ଷ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ । ପୋଖରୀରେ କିଛି ମୂଲ୍ୟବାନ ଧାତୁର…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ ରାଜ୍ୟ ସଭାପତି ଅଜୟ ରାୟ ଏବଂ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ସମୁଦ୍ରରେ ବୁଡ଼ିଯିବାରୁ ଅତି କମ୍‌ରେ ୧୦୯…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ ଦୀପ ପ୍ରଜ୍ବଳନ ରବିବାରଠାରୁ ଆରମ୍ଭ ହୋଇଛି।…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା ଘଟିଛି । ବିମାନର କ୍ୟାବିନ୍‌ରେ ରଖାଯାଇଥିବା ଏକ ପାୱାର ବ୍ୟାଙ୍କ୍‌ରେ ନିଆଁ ଲାଗିଯିବାରୁ…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ଆବେଦନରେ ନିର୍ଦ୍ଦେଶ ଦେଇଥିବା ଅଧିକାରୀମାନଙ୍କ ବିରୋଧରେ କୋର୍ଟ ଅବମାନନା…

ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି

କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ ଅନେକ ଘରକୁ ଜଳମଗ୍ନ କରିଦେଇଛି। କିଛି ଅଞ୍ଚଳରେ ରାସ୍ତାଘାଟ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକ୍‌ରୋଚ୍‌ ଜନତା ପାର୍ଟି’ (ସିଜେପି)…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଭିତରୁ ହିଁ ଦିଲ୍ଲୀ ପୋଲିସ ଅଟକ ରଖିଥିଲା।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର ହୋଇଛି। ଶନିବାର ଓକିଲମାନେ ସୁପ୍ରିମକୋର୍ଟରୁ ଜନ୍ତର ମନ୍ତରର ଅଭିମୁଖେ ରାଲି ବାହାରଛନ୍ତି। ହେଲେ…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ ଦୁଃଖଦ ଖବର ଆସିଛି। ଆନ୍ଦୋଳନର ନେତୃତ୍ୱ ନେଉଥିବା ବେଳେ ଅଭିଜିତଙ୍କ ଜେଜେମା’ ସାବିତ୍ରୀବାଇ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରତିବାଦରେ ଯୋଗଦେବାକୁ ଥିବା ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ ପିଛା କରି ଟି-୨୦ କ୍ରିକେଟ୍‌ରେ ନିଜର ଶକ୍ତି ପ୍ରଦର୍ଶନ କରିଛି। କାରିବୀୟ ବ୍ୟାଟରମାନେ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା ସିଟି ପର୍ଯ୍ୟନ୍ତ ଅନୁଭୂତ ହୋଇଥିବା ଜଣାପଡ଼ିଛି। ତେବେ ରାଜଧାନୀରେ କୌଣସି କ୍ଷୟକ୍ଷତିର ସୂଚନା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୦ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live