ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ… ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍ ସମ୍ପ୍ରସାରଣରେ ଜାତିଗତ ଏବଂ ଆଞ୍ଚଳିକ ସମୀକରଣକୁ…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କରି…

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ ଆପତ୍ତିଜନକ ଟିପ୍ପଣୀ କରିବା ମାମଲାରେ ମଙ୍ଗଳବାର…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ ଚୋରି ଜିନିଷ ନିଜେ ଫେରାଇ ଦେଇଥିଲେ।…

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା। ଏହାଫଳରେ ବିମାନରେ ଥିବା ଅନେକ ଯାତ୍ରୀ…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ ଏବଂ ପତଳା ଲୁକ ସ୍ବାସ୍ଥ୍ୟ ସମସ୍ୟା…

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ ଭାଜପା ନେତୃତ୍ୱ ତୁରନ୍ତ ଆକ୍ସନ ମୋଡ୍‌କୁ ଆସିଛି ଏବଂ ଦଳ ପକ୍ଷରୁ ଏକ…

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି ସୃଷ୍ଟି କରିଛନ୍ତି ବାଙ୍କିପୁର ଓ ଦାତିଆ ଭୋଟଦାତା। ଏହି ଝର୍କାରୁ ଦେଖିଲେ କେବଳ…

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ପୁନର୍ବାର କେନ୍ଦ୍ର ସରକାରଙ୍କ ସହଯୋଗ ଲୋଡ଼ାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

‘ଇରାନ ଶାନ୍ତି ବାର୍ତ୍ତା ପାଇଁ ଭିକ ମାଗୁଛି’, ଜାଣନ୍ତୁ କିଏ କହିଲେ ଏମିତି

ତେହରାନ,୪।୮: ସମ୍ଭାବ୍ୟ ଯୁଦ୍ଧ ସମ୍ପର୍କରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତେହରାନ ସହିତ ଆଲୋଚନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସୋମବାର (ଅଗଷ୍ଟ ୩, ୨୦୨୬) ଟ୍ରମ୍ପ ମନ୍ତବ୍ୟ ଦେଇଥିଲେ ଯେ ତେହରାନ ଆଲୋଚନା…

ଭାରତକୁ ଖୁବ୍‌ ପ୍ରଶଂସା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ, ମୋଦିଙ୍କୁ ନେଇ କହିଲେ ବଡ଼ କଥା

ଜେରୁଜେଲମ/ନୂଆଦିଲ୍ଲୀ,୪।୮: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ରାଜନୈତିକ ଗତିଶୀଳତା ପରିବର୍ତ୍ତନ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତ ସହିତ ତାଙ୍କ ଦେଶର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସୋମବାର, ସେ ମନ୍ତବ୍ୟ ଦେଇଛନ୍ତି ଯେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ପିଜି ଓ ପିଏଚ୍‌.ଡି ଛାତ୍ରୀଛାତ୍ରଙ୍କ ପାଇଁ ମାସିକ ଷ୍ଟାଇପେଣ୍ଡ୍‌ ବା ଭତ୍ତା ଘୋଷଣା…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର ତଥ୍ୟ ଗବେଷଣା ରିପୋର୍ଟରୁ ଜଣାପଡ଼ିଛି। ଦିଲ୍ଲୀ ବିଶ୍ୱବିଦ୍ୟାଳୟ (ଡିୟୁ)ର ଗବେଷକମାନଙ୍କ ଦ୍ୱାରା କରାଯାଇଥିବା…

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି (ଆଇସିଆର୍‌ସି)ର ପ୍ରତିନିଧିମାନଙ୍କୁ ଭେଟିଛନ୍ତି। ନୋବେଲ ପୁରସ୍କାର ବିଜୟିନୀ ସୁ ଚୀ କ୍ଷମତାଚ୍ୟୁତ ହେବା…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା ସମେତ ବିଭିନ୍ନ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ଲାଗି ରହିଛି । ବର୍ଷା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ ସେ କେବଳ ଜଣେ ନିର୍ବାଚନ ରଣନୀତିଜ୍ଞ ନୁହଁନ୍ତି ବରଂ ଜନସାଧାରଣଙ୍କ ବିଶ୍ୱାସ ଅର୍ଜନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live