ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍ ସେଟଲମେଣ୍ଟ ସିଷ୍ଟମ୍ସ ଆକ୍ଟ’ରେ ସଂଶୋଧନ ବିଧେୟକ…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ ଶୀର୍ସେ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ବାମ…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ ହୋଟେଲରୁ ଖସି ପଳାଇଛନ୍ତି। ଏହି ଘଟଣା…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ମହିଳାଙ୍କୁ ଯୌନ ନିର୍ଯାତନା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ ୬ ହଜାର ଟଙ୍କା ପିସି ନେଉଥିବା…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ କଣ୍ଟେନର ଲଗାଇ ସମ୍ପୂର୍ଣ୍ଣ ଭାବେ ସିଲ୍…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଗସ୍ତ କରି ଏକ ନୂତନ ଇତିହାସ ସୃଷ୍ଟି କରିଛନ୍ତି। ତପ୍ତପାଣିର ପ୍ରକୃତିଦତ୍ତ ଉଷ୍ମ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି। ଡିଏମକେ ଅଧ୍ୟକ୍ଷ ଏମ୍.କେ. ଷ୍ଟାଲିନ୍ ଟିଭିକେ (TVK) ସରକାରଙ୍କୁ ‘ଫାସିବାଦୀ’ ବୋଲି କହିଛନ୍ତି।…

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ ଭାଜପା ନେତୃତ୍ୱ ତୁରନ୍ତ ଆକ୍ସନ ମୋଡ୍‌କୁ ଆସିଛି ଏବଂ ଦଳ ପକ୍ଷରୁ ଏକ…

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି ସୃଷ୍ଟି କରିଛନ୍ତି ବାଙ୍କିପୁର ଓ ଦାତିଆ ଭୋଟଦାତା। ଏହି ଝର୍କାରୁ ଦେଖିଲେ କେବଳ…

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ପୁନର୍ବାର କେନ୍ଦ୍ର ସରକାରଙ୍କ ସହଯୋଗ ଲୋଡ଼ାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

‘ଇରାନ ଶାନ୍ତି ବାର୍ତ୍ତା ପାଇଁ ଭିକ ମାଗୁଛି’, ଜାଣନ୍ତୁ କିଏ କହିଲେ ଏମିତି

ତେହରାନ,୪।୮: ସମ୍ଭାବ୍ୟ ଯୁଦ୍ଧ ସମ୍ପର୍କରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତେହରାନ ସହିତ ଆଲୋଚନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସୋମବାର (ଅଗଷ୍ଟ ୩, ୨୦୨୬) ଟ୍ରମ୍ପ ମନ୍ତବ୍ୟ ଦେଇଥିଲେ ଯେ ତେହରାନ ଆଲୋଚନା…

ଭାରତକୁ ଖୁବ୍‌ ପ୍ରଶଂସା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ, ମୋଦିଙ୍କୁ ନେଇ କହିଲେ ବଡ଼ କଥା

ଜେରୁଜେଲମ/ନୂଆଦିଲ୍ଲୀ,୪।୮: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ରାଜନୈତିକ ଗତିଶୀଳତା ପରିବର୍ତ୍ତନ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତ ସହିତ ତାଙ୍କ ଦେଶର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସୋମବାର, ସେ ମନ୍ତବ୍ୟ ଦେଇଛନ୍ତି ଯେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ପିଜି ଓ ପିଏଚ୍‌.ଡି ଛାତ୍ରୀଛାତ୍ରଙ୍କ ପାଇଁ ମାସିକ ଷ୍ଟାଇପେଣ୍ଡ୍‌ ବା ଭତ୍ତା ଘୋଷଣା…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର ତଥ୍ୟ ଗବେଷଣା ରିପୋର୍ଟରୁ ଜଣାପଡ଼ିଛି। ଦିଲ୍ଲୀ ବିଶ୍ୱବିଦ୍ୟାଳୟ (ଡିୟୁ)ର ଗବେଷକମାନଙ୍କ ଦ୍ୱାରା କରାଯାଇଥିବା…

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି (ଆଇସିଆର୍‌ସି)ର ପ୍ରତିନିଧିମାନଙ୍କୁ ଭେଟିଛନ୍ତି। ନୋବେଲ ପୁରସ୍କାର ବିଜୟିନୀ ସୁ ଚୀ କ୍ଷମତାଚ୍ୟୁତ ହେବା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live