ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ ଉନ୍ନୀତ ସ୍ବାସ୍ଥ୍ୟକେନ୍ଦ୍ରରେ ଆୟୁଷ ଡାକ୍ତର ଭାବେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି ଦିନ ଦ୍ୱିପ୍ରହର ୧୨ଟା ୫୬ ମିନିଟରେ…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଦଶହରା…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ ବରିହାପଦା ଗ୍ରାମର ବେତେସା ମାଝୀ। ପରିବାର…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼,…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି। ଜଣେ ଆବେଦନକାରୀଙ୍କ କୃଷି ଜମିକୁ ଘରବାରି…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।ସଭାନେତ୍ରୀ ପ୍ରତିମା କୁମାରୀ ଦେବୀ,ସମ୍ପାଦିକା ମମତା ବାରିକ, କୋଷାଧ୍ୟକ୍ଷା…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ନ୍ୟାସନାଲ୍‌ ପେମେଣ୍ଟ୍‌ସ କର୍ପୋରେସନ୍‌ ଅଫ୍‌ ଇଣ୍ଡିଆ (NPCI) ପକ୍ଷରୁ ଏନେଇ…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଜଣାପଡ଼ିଥିଲା ଯେ, ‘ଅବ୍‌କି ବାର୍‌ ୪୦୦ ପାର୍‌’ ଧ୍ୱନି ସମ୍ପୂର୍ଣ୍ଣ ଭାବେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦ ପ୍ରତିଶତ ଲୋକଙ୍କ ଦୈନିକ ଆୟ କିମ୍ବା ବ୍ୟୟ କ୍ଷମତାଠାରୁ ବି ଅଧିକ। ବିଶ୍ୱବ୍ୟାଙ୍କର…

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ ପ୍ରଦର୍ଶନ କରାଯିବାକୁ ସୁନିଶ୍ଚିତ କରିବା ଲାଗି କେନ୍ଦ୍ର ସରକାର ସୋମବାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌ ମାଧ୍ୟମରେ ତଦାରଖ କରାଯିବ । ବିଶେଷକରି ପ୍ରଧାନମନ୍ତ୍ରୀ କୃଷି ଜଳସେଚନ ଯୋଜନା(ପିଏମ୍‌କେଏସ୍‌ୱାଇ)ର ତ୍ୱରିତ…

ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର

ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ ଘଟିଛି। ୟୁରୋପୀୟ-ମେଦିଟେରେନିଆନ ସେଇସ୍ମୋଲୋଜିକାଲ ସେଣ୍ଟର (EMSC) ଅନୁଯାୟୀ, ଏହି ଭୂକମ୍ପଟି ୩୫ କିଲୋମିଟର…

ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ: ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌

ଭୁବନେଶ୍ୱର, ୧୨।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏଁ ସ୍ପଷ୍ଟ ହୋଇ ନ ଥିବାବେଳେ ସାମୁଦ୍ରିକ ଓ ବାୟୁମଣ୍ଡଳୀୟ ପରିସ୍ଥିତି ଅଧିକ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସ୍ଥାନରେ ବ୍ରଜମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ ପ୍ରଦାନ କରାଯାଇଛି। ଅର୍ଥନୀତିକୁ ସ୍ଥିର ରଖୁଥିବା ନୀତିଗୁଡ଼ିକ ସମ୍ପର୍କରେ ବୁଝିବା ଦିଗରେ ଗୁରୁତ୍ୱପୂର୍ଣ୍ଣ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live