ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି ଏବଂ ଯୁଦ୍ଧନୀତି ଉପରେ ଏକ ପ୍ରଭାବଶାଳୀ…

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ

ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ ସମ୍ପର୍କରେ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଲେ ଉକ୍ତ ଗାଁର…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ ଦଖଲ ପାଇଁ ଉଭୟ ବିଜୁ ଛାତ୍ର…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି । ୨୦୨୫ ମେ’ ୭ ତାରିଖରେ…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ବର୍ତ୍ତମାନ ପିଆଜର…

ଦୋମୁହାଁ ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତି ଆମେରିକା ସମେତ ବିଶ୍ୱକୁ ବାରମ୍ବାର ଅସୁବିଧାରେ ପକାଇ ଚାଲିଛି। ଅନ୍ତର୍ଜାତୀୟ ଅର୍ଥନୈତିକ ଦୃଶ୍ୟପଟକୁ ଦେଖିଲେ ବିଭିନ୍ନ ଦେଶ ଉପରେ ଟାରିଫ୍‌ କଷିବା ଯେମିତି ତାଙ୍କ ସଉକ…

ଭାରତରେ ପ୍ରତି ୫ ଜଣରେ ଜଣେ ଝିଅ କରୁଛନ୍ତି ବାଲ୍ୟବିବାହ, ଜାତିସଂଘ ଓ ବିଶେଷଜ୍ଞଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ୨୦୩୦ ମସିହା ସୁଦ୍ଧା ବିଶ୍ୱରୁ ବାଲ୍ୟବିବାହ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ଜାତିସଂଘ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ବିଶ୍ୱର ମୋଟ ବାଲ୍ୟବିବାହର ଏକ-ତୃତୀୟାଂଶ ଭାରତରେ ସଂଘଟିତ ହେଉଥିବା ଭଳି ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି । ଅକ୍ଟୋବର ୧୧ ଅନ୍ତର୍ଜାତୀୟ…

ଆଜି ସୁପ୍ରିମକୋର୍ଟକୁ ବିରୋଧୀଙ୍କ ପଦଯାତ୍ରା

ନୂଆଦିଲ୍ଲୀ,୧୨ା୧୦ ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀ ନେତାମାନେ ସୋମବାର ସୁପ୍ରିମକୋର୍ଟକୁ ପଦଯାତ୍ରାରେ ଯାଇ ଦେଶର ସ୍ଥିତି ସମ୍ପର୍କରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟ କାନ୍ତଙ୍କୁ ଅବଗତ କରାଇବା ସହ ତାଙ୍କ ହସ୍ତକ୍ଷେପ ପାଇଁ ନିବେଦନ କରିବେ। ବିରୋଧୀ ନେତାମାନେ ସୋମବାର…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟଜନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ…

ମାନବ ଜାତିକୁ ଶେଷ କରିଦେଇପାରେ ଏଆଇ, ପରମାଣୁ ଯୁଦ୍ଧ

ଲଣ୍ଡନ, ୧୨ା୧୦: ଆଗାମୀ ୨୧୦୦ ମସିହା ସୁଦ୍ଧା ପୃଥିବୀରୁ ମାନବ ସଭ୍ୟତା ବିଲୁପ୍ତ ହୋଇଯିବାର ଆଶଙ୍କା ପ୍ରକାଶ ପାଇଛି। ବିଶ୍ୱପ୍ରସିଦ୍ଧ ଚିକିତ୍ସା ବିଜ୍ଞାନ ପତ୍ରିକା ‘ଦି ଲାନ୍‌ସେଟ’ ଦ୍ୱାରା ପ୍ରକାଶିତ ଏକ ସ୍ବତନ୍ତ୍ର କମିଶନ ରିପୋର୍ଟରେ ଏଭଳି ଚେତାବନୀ ଦିଆଯାଇଛି। ଆର୍ଟିଫିସିଆଲ…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର ଏହି ମାର୍ଚ୍ଚରେ ସାମିଲ ହେବାକୁ ସେ ଦେଶର ସମସ୍ତ ରାଜନୈତିକ ଦଳ, ସିଭିଲ୍…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା ଘଟିଛି । ବିମାନର କ୍ୟାବିନ୍‌ରେ ରଖାଯାଇଥିବା ଏକ ପାୱାର ବ୍ୟାଙ୍କ୍‌ରେ ନିଆଁ ଲାଗିଯିବାରୁ…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ଆବେଦନରେ ନିର୍ଦ୍ଦେଶ ଦେଇଥିବା ଅଧିକାରୀମାନଙ୍କ ବିରୋଧରେ କୋର୍ଟ ଅବମାନନା…

ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି

କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ ଅନେକ ଘରକୁ ଜଳମଗ୍ନ କରିଦେଇଛି। କିଛି ଅଞ୍ଚଳରେ ରାସ୍ତାଘାଟ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକ୍‌ରୋଚ୍‌ ଜନତା ପାର୍ଟି’ (ସିଜେପି)…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live