ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫ ଘଣ୍ଟା ବିଦ୍ୟୁତ୍‌ କାଟ୍‌ ହେଉଥିବା ବେଳେ…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌ରେ ଏଭଳି…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଖିରେଇଟାଙ୍ଗିରୀ ଓ ବାଉଁଶୁଳି ପଞ୍ଚାୟତର ବାସିନ୍ଦାମାନେ…

ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା ବୀମା ବିକଳ୍ପ ପ୍ରତି ଧ୍ୟାନ ଦେବା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି ପ୍ରଶଂସା। ଲଣ୍ଡନରେ ନିଜ ସୌନ୍ଦର୍ଯ୍ୟ ପ୍ରସାଧନ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ ପ୍ରଦାନ କରାଯାଇଛି। ଅର୍ଥନୀତିକୁ ସ୍ଥିର ରଖୁଥିବା ନୀତିଗୁଡ଼ିକ ସମ୍ପର୍କରେ ବୁଝିବା ଦିଗରେ ଗୁରୁତ୍ୱପୂର୍ଣ୍ଣ…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ ନେଇ ବଡ଼ ପରିବର୍ତ୍ତନ କରାଯାଇଛି । ଦିଲ୍ଲୀ ପୋଲିସ ପକ୍ଷରୁ ଜାରି ଷ୍ଟାଣ୍ଡିଂ…

ଦୋମୁହାଁ ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତି ଆମେରିକା ସମେତ ବିଶ୍ୱକୁ ବାରମ୍ବାର ଅସୁବିଧାରେ ପକାଇ ଚାଲିଛି। ଅନ୍ତର୍ଜାତୀୟ ଅର୍ଥନୈତିକ ଦୃଶ୍ୟପଟକୁ ଦେଖିଲେ ବିଭିନ୍ନ ଦେଶ ଉପରେ ଟାରିଫ୍‌ କଷିବା ଯେମିତି ତାଙ୍କ ସଉକ…

ଭାରତରେ ପ୍ରତି ୫ ଜଣରେ ଜଣେ ଝିଅ କରୁଛନ୍ତି ବାଲ୍ୟବିବାହ, ଜାତିସଂଘ ଓ ବିଶେଷଜ୍ଞଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ୨୦୩୦ ମସିହା ସୁଦ୍ଧା ବିଶ୍ୱରୁ ବାଲ୍ୟବିବାହ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ଜାତିସଂଘ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ବିଶ୍ୱର ମୋଟ ବାଲ୍ୟବିବାହର ଏକ-ତୃତୀୟାଂଶ ଭାରତରେ ସଂଘଟିତ ହେଉଥିବା ଭଳି ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି । ଅକ୍ଟୋବର ୧୧ ଅନ୍ତର୍ଜାତୀୟ…

ଆଜି ସୁପ୍ରିମକୋର୍ଟକୁ ବିରୋଧୀଙ୍କ ପଦଯାତ୍ରା

ନୂଆଦିଲ୍ଲୀ,୧୨ା୧୦ ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀ ନେତାମାନେ ସୋମବାର ସୁପ୍ରିମକୋର୍ଟକୁ ପଦଯାତ୍ରାରେ ଯାଇ ଦେଶର ସ୍ଥିତି ସମ୍ପର୍କରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟ କାନ୍ତଙ୍କୁ ଅବଗତ କରାଇବା ସହ ତାଙ୍କ ହସ୍ତକ୍ଷେପ ପାଇଁ ନିବେଦନ କରିବେ। ବିରୋଧୀ ନେତାମାନେ ସୋମବାର…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟଜନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ…

ମାନବ ଜାତିକୁ ଶେଷ କରିଦେଇପାରେ ଏଆଇ, ପରମାଣୁ ଯୁଦ୍ଧ

ଲଣ୍ଡନ, ୧୨ା୧୦: ଆଗାମୀ ୨୧୦୦ ମସିହା ସୁଦ୍ଧା ପୃଥିବୀରୁ ମାନବ ସଭ୍ୟତା ବିଲୁପ୍ତ ହୋଇଯିବାର ଆଶଙ୍କା ପ୍ରକାଶ ପାଇଛି। ବିଶ୍ୱପ୍ରସିଦ୍ଧ ଚିକିତ୍ସା ବିଜ୍ଞାନ ପତ୍ରିକା ‘ଦି ଲାନ୍‌ସେଟ’ ଦ୍ୱାରା ପ୍ରକାଶିତ ଏକ ସ୍ବତନ୍ତ୍ର କମିଶନ ରିପୋର୍ଟରେ ଏଭଳି ଚେତାବନୀ ଦିଆଯାଇଛି। ଆର୍ଟିଫିସିଆଲ…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର ଏହି ମାର୍ଚ୍ଚରେ ସାମିଲ ହେବାକୁ ସେ ଦେଶର ସମସ୍ତ ରାଜନୈତିକ ଦଳ, ସିଭିଲ୍…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା ଘଟିଛି । ବିମାନର କ୍ୟାବିନ୍‌ରେ ରଖାଯାଇଥିବା ଏକ ପାୱାର ବ୍ୟାଙ୍କ୍‌ରେ ନିଆଁ ଲାଗିଯିବାରୁ…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ଆବେଦନରେ ନିର୍ଦ୍ଦେଶ ଦେଇଥିବା ଅଧିକାରୀମାନଙ୍କ ବିରୋଧରେ କୋର୍ଟ ଅବମାନନା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live