ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ ଫେରିବା ଆରମ୍ଭ କରିଛନ୍ତି। ଗିରୋଙ୍ଗ-ନେପାଳ ସୀମାନ୍ତ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ସେ ଉଜ୍‌ବେକିସ୍ତାନ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦ ମି. ମଧ୍ୟେ ନବାନ୍ନ ଲାଗି ସମୟ…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ ଦେଓମାଳି ବୁଲିବାକୁ ଯାଇଥିବା ସୁନାବେଡ଼ା ୟୁନିଭର୍ସିଟିର…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ ଅବଧି ଶେଷହେବାକୁ ଆଉ ମାତ୍ର ୨…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା ନିଜର ସହଯୋଗୀ ଏବଂ ହିନ୍ଦୁସ୍ତାନ ଆୱାମୀ ମୋର୍ଚ୍ଚା (HAM) ର ଅଧ୍ୟକ୍ଷ ଜୀତନରାମ…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି (PNG) ଗ୍ୟାସ ସିଲିଣ୍ଡର ସହ ଜଡ଼ିତ କେତେକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି।…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ ଇଣ୍ଟରନାଲ ପରୀକ୍ଷା ଦେଲେ ୩ ବର୍ଷ ପାଇଁ ରଖିଥିବା ମାର୍କ ବୈଧ ରହିବ।…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି। ଆଗାମୀ ୪୮ ଘଣ୍ଟା ଯାଏ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ଉତ୍ତର…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ CNG ଦର ବଢ଼ାଇଛି। ଦିଲ୍ଲୀରେ CNG ଦର ପ୍ରତି କିଲୋଗ୍ରାମରେ ୩ ଟଙ୍କା…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ ମିଳିଥିବାବେଳେ ଆହୁରି ଅନେକ ହଜାର ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି । ଫାଇନାନ୍ସିଆଲ୍ ଟାଇମ୍ସର ଏକ ରିପୋର୍ଟ ଅନୁସାରେ, ହିମାଳୟରେ ଥିବା ଗ୍ଲେସିୟରଗୁଡ଼ିକ ତରଳିବା…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ କରାଯାଇଛି। ସର୍ଭେ ଅନୁସାରେ NDAକୁ ୩୨୬ଟି ଲୋକ ସଭା ଆସନ ମିଳିପାରେ ଏବଂ…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି ପଞ୍ଚାୟତ ସର୍ଲା ଗ୍ରାମର ଗୁନ୍ନମ ଜୟକ୍ରୀଷ୍ଣାଙ୍କ ସ୍ତ୍ରୀ ଗୁନ୍ନମ ସାଇ ବିନ୍ଦୁ କୁମାରୀ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର ସୁଭଦ୍ରା ମେଳାରେ ରାଜ୍ୟର ୧ କୋଟି ୩ ଲକ୍ଷ ୨୬ହଜାର ୧୬୨ ହିତାଧିକାରୀଙ୍କୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live