କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ ନିକଟ ଭୀମଦଲି ଘାଟିରେ ଘଟିଛି ଏହି…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ ମନରେ ଗୋଟିଏ ପ୍ରଶ୍ନ ଉଠୁଛି ଯେ,…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ ଦୁର୍ବୃତ୍ତ ଝରକା ପଟେ ପେଟ୍ରୋଲ ପକାଇ…

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି କେନ୍ଦ୍ର ଠାବ କରିଛି। ଚଢ଼ାଉ ବେଳେ…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି। ଏହି ଗୋଷ୍ଠୀ କେନ୍ଦ୍ର ୧ କୋଟି…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ତୀବ୍ର…

ହର୍ମୁଜ ଦେଇ ଯାଉଥିବା ଜାହାଜଗୁଡ଼ିକୁ ଦେବାକୁ ପଡ଼ିବ ଟ୍ୟାକ୍ସ! ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ କହିଲା…

ମସ୍କାଟ,୨୭ା୬: ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ ହର୍ମୁଜ ପ୍ରଣାଳୀ ଆଉ ପୂର୍ବ ପରି ଚାଲିପାରିବ ନାହିଁ। ରଣନୈତିକ ସମୁଦ୍ର ପଥରେ ପରିବହନ କରୁଥିବା ଜାହାଜଗୁଡ଼ିକୁ ଭବିଷ୍ୟତରେ କୌଣସି ପ୍ରକାରର ଟ୍ୟାକ୍ସ ବା ଶୁଳ୍କ ଦେବାକୁ ପଡ଼ିପାରେ ବୋଲି ଓମାନ କହିଛି। ଏହି…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି। ଅନ୍ୟପଟେ, ପଶ୍ଚିମ ପାର୍ଶ୍ୱରେ ସକ୍ରିୟ ହୋଇଥିବା ଆଉ ଏକ କ୍ରାନ୍ତୀୟ ବାତ୍ୟା ‘ହିଗୋସ୍’…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ଏବଂ ସୁଗମ ଦର୍ଶନ ପାଇଁ ପୁରୀ ପୋଲିସ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି l ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ନୂଆ ପ୍ଲାଟ୍‌ଫର୍ମ ‘ଗୋ-ଇଷ୍ଟ’ର ଘୋଷଣା କରିଛନ୍ତି। ଭୁବନେଶ୍ୱରର ଏକ ହୋଟେଲରେ…

ଇସ୍ରାଏଲ-ଲେବାନନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଉପରେ ସହମତି; ହେଜବୋଲକୁ ନେଇ ଚେତାବନୀ ଦେଲେ ନେତାନ୍ୟାହୁ

ଜେରୁଜେଲମ,୨୭।୬: ଇସ୍ରାଏଲ ଏବଂ ହେଜବୋଲା ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ବନ୍ଦ କରିବା ପାଇଁ ଦିନ ଦିନ ଧରି ଆଲୋଚନା ପରେ, ଇସ୍ରାଏଲ ଏବଂ ଲେବାନନ ଶୁକ୍ରବାର ୱାଶିଂଟନରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ଏକ ଢାଞ୍ଚା ସ୍ବାକ୍ଷର କରିଛନ୍ତି। ଇସ୍ରାଏଲ ଏବଂ…

ପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ, ଏସବୁ ଜିଲାରେ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୬(ବନ୍ଦନା ସେଠୀ):ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆକଳନ ଅନୁଯାୟୀ ଜୁଲାଇ ୨…

ପୁଣି ମୁହାଁମୁହିଁ ହେଲେ ଆମେରିକା-ଇରାନ: ବଡ଼ ଆକ୍ରମଣ କଲା ଓ୍ବାଶିଂଟନ୍‌

ତେହରାନ,୨୭।୬:ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ଆମେରିକା ଇରାନୀ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ସ୍ଥାନଗୁଡ଼ିକୁ ଟାର୍ଗେଟ କରିଥିଲା। ହର୍ମୁଜ ପ୍ରଣାଳୀରେ ଏକ ମାଲବାହୀ ଜାହାଜ ଉପରେ ଡ୍ରୋନ ଆକ୍ରମଣର ଜବାବରେ ଏହି ଆକ୍ରମଣ…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ ପ୍ରଭାରୀ ଅଜୟ ଲଲ୍ଲୁଙ୍କ ସ୍ଥାନ ନେବେ। ସର୍ବଭାରତୀୟ କଂଗ୍ରେସ କମିଟି (AICC) ପକ୍ଷରୁ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ ବିଜେଡିର ମଙ୍ଗ ସମ୍ଭାଳିବେ ବୋଲି ଚର୍ଚ୍ଚା ହେଉଛି। ଏସବୁ ମଧ୍ୟରେ ଶୁକ୍ରବାର ଶଙ୍ଖ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live