କୋଳି ତୋଳିବାକୁ ଯାଇଥିଲେ ମା’-ଝିଅ, ହଠାତ୍‌ ବଦଳିଗଲା ପାଗ, ଘଟିଲା ବଡ଼ ଅଘଟଣ

ଉମରକୋଟ,୨୮ା୬(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକରୁ ଆସିଛି ଏକ ଦୁଃଖଦ ଖବର। କୋଳି ତୋଳିବାକୁ ଯାଇ ମା’-ଝିଅଙ୍କ ଜୀବନ ଚାଲିଯାଇଛି। ଏହି ଘଟଣା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି। ନବରଙ୍ଗପୁର ଜିଲା…

ଶିଶୁକନ୍ୟାର ମୁଣ୍ଡ ଉପରେ ଚଢ଼ିଗଲା ମିନିଟ୍ରକ୍‌

ନବରଙ୍ଗପୁର,୨୮ା୬(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟରୁ ଆସିଛି ଏକ ଅତ୍ୟନ୍ତ ଦୁଃଖଦ ଏବଂ ହୃଦୟ ବିଦାରକ ଖବର। ୪ ବର୍ଷର ଏକ ଶିଶୁକନ୍ୟାଙ୍କ ଉପରେ ଚଢ଼ିଗଲା ମିନିଟ୍ରକ୍‌। ଯାହା ଫଳରେ ଘଟଣାସ୍ଥଳରେ ହିଁ ଶିଶୁକନ୍ୟାର…

ଚଳନ୍ତା ବାଇକ୍‌ରେ ଶାଶୁଙ୍କୁ ହତ୍ୟା, ପରିବାର ଲୋକଙ୍କୁ କହିଲେ ହାର୍ଟ ଆଟାକ୍‌, ମାତ୍ର ଏମିତି ରହସ୍ୟ ଖୋଲିଦେଲା ପୋଲିସ…

ହାଇଦ୍ରାବାଦ,୨୮ା୬: ତେଲଙ୍ଗାନାର କରିମନଗର ଜିଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଜ୍ୱାଇଁ ତାଙ୍କ ଶାଶୁଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଯାହାକି କି ସିସିଟିଭିରେ ପୂରା ଘଟଣା…

ୟୁରୋପରେ ତାତିର ତାଣ୍ଡବ! ୧୦୦୦ରୁ ଅଧିକ ମୃତ

ନୂଆଦିଲ୍ଲୀ,୨୮।୬: ପଶ୍ଚିମ ୟୁରୋପରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତାପମାତ୍ରା ରେକର୍ଡ ଭାଙ୍ଗୁଥିବା ବେଳେ ଲୋକେ ଆଉଟୁପାଉଟୁ ହେଉଥିବା ନେଇ ଖବର ସାମ୍ନାକୁ ଆସିଛି । ଏହାରି ଭିତରେ ରବିବାର ଦିନ ଫ୍ରାନ୍ସର…

ମୋଦିଙ୍କୁ ମିଳିଲା ଏହି ଦେଶର ସର୍ବୋଚ୍ଚ ସମ୍ମାନ, ସ୍ଥାୟୀ ଅଭିବୃଦ୍ଧି…

ଭିକ୍ଟୋରିଆ,୨୮।୬: ସେଚେଲ୍ସ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନରେ ସମ୍ମାନିତ କରାଯାଇଛି। ପରିବେଶ ସଂରକ୍ଷଣ ଏବଂ ସ୍ଥାୟୀ ବିକାଶରେ ତାଙ୍କ ନେତୃତ୍ୱକୁ ସ୍ୱୀକୃତି ଦେବା ପାଇଁ…

୬ ନମ୍ବର ରାଜ୍ୟ ରାଜପଥ ପାଲଟିଛି ମରଣଯନ୍ତା: ପୂର୍ତ୍ତ ବିଭାଗର ନୀରବଦ୍ରଷ୍ଟା ନେଇ ବଢିବାରେ ଲାଗିଛି ଜନ ଅସନ୍ତୋଷ

ଲାଞ୍ଜିଗଡ,୨୮।୬(ରମେଶ ଚନ୍ଦ୍ର ନାୟକ) : କଳାହାଣ୍ଡି ଜିଲା ଭବାନୀପାଟଣା ଠାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ପାଲଟିଛି ମରଣଯନ୍ତା । ବିଶେଷ କରି କଦଳି ଘାଟିରୁ କିଡିଙ୍ଗ ପର୍ଯ୍ୟନ୍ତ ଦୀର୍ଘ…

Iran US Conflict: ଆମେରିକା ଆକ୍ରମଣର ପ୍ରତିଶୋଧ ନେଲା ଇରାନ, କୁୱେତରୁ ବାହାରିନ ପର୍ଯ୍ୟନ୍ତ ଆମେରିକୀୟ ଘାଟି ଉପରେ କଲା କ୍ଷେପଣାସ୍ତ୍ର ମାଡ଼

ତେହରାନ,୨୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଭାଙ୍ଗିବାକୁ ବସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକୀୟ ସେନା ଦୁଇଥର ଇରାନ ସାମରିକ ପ୍ରତିଷ୍ଠାନ ଉପରେ ଆକ୍ରମଣ କରିଛି; ଏହାର ଜବାବରେ, ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ବାହାରିନରୁ କୁୱେତ…

୨୪ ଘଣ୍ଟାରେ ଦ୍ୱିତୀୟ ଥର ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ତେହରାନ,୨୮।୬: ପଶ୍ଚିମ ଏସିଆରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ଶନିବାର ଇରାନ ବିରୁଦ୍ଧରେ ଆଉ ଏକ ସାମରିକ ଆକ୍ରମଣ କରିଛି। ହର୍ମୁଜ ପ୍ରଣାଳୀ ନିକଟରେ ପାନାମା-ପତାକାଯୁକ୍ତ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ସିଚେଲ୍ସକୁ ପାଟ୍ରୋଲ ଜାହାଜ ଦେଲେ ମୋଦି

ଭିକ୍ଟୋରିଆ,୨୮ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିିଆ ସିଚେଲ୍ସ ଗସ୍ତରେ ଯାଇ ଶନିବାର ସେଠାରେ ପହଞ୍ଚତ୍ଥିବାବେଳେ ଏହାର ତଟସୁରକ୍ଷା ପାଇଁ ଭାରତ ନିର୍ମିତ ପାଟ୍ରୋଲ ଜାହାଜ ହସ୍ତାନ୍ତର କରିଛନ୍ତି। ସିଚେଲ୍ସର ସାମୁଦ୍ରିକ ସୁରକ୍ଷା କ୍ଷମତା ବଢ଼ାଇବା ପାଇଁ ନୂଆଦିଲ୍ଲୀ ପ୍ରତିଶ୍ରୁତିବଦ୍ଧ ବୋଲି…

ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ : ପୋଲିସର ତଦନ୍ତ ଜାରି

ଛତ୍ରପୁର,୨୭।୬ ଦିଲ୍ଲୀପ ସାମଲ : ଚମାଖଣ୍ଡି ଥାନା ଅଧୀନ କାଳିଆବାଲି ଛକ ନିକଟସ୍ଥ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କାଳିଆବାଲି ଗ୍ରାମର ଏସ୍. ଦାଲେୟା ରେଡ୍ଡୀ (୪୮) ବୋଲି ଜଣାପଡ଼ିଛି। ସୂଚନା…

ହର୍ମୁଜ ଦେଇ ଯାଉଥିବା ଜାହାଜଗୁଡ଼ିକୁ ଦେବାକୁ ପଡ଼ିବ ଟ୍ୟାକ୍ସ! ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ କହିଲା…

ମସ୍କାଟ,୨୭ା୬: ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ ହର୍ମୁଜ ପ୍ରଣାଳୀ ଆଉ ପୂର୍ବ ପରି ଚାଲିପାରିବ ନାହିଁ। ରଣନୈତିକ ସମୁଦ୍ର ପଥରେ ପରିବହନ କରୁଥିବା ଜାହାଜଗୁଡ଼ିକୁ ଭବିଷ୍ୟତରେ କୌଣସି ପ୍ରକାରର ଟ୍ୟାକ୍ସ ବା ଶୁଳ୍କ ଦେବାକୁ ପଡ଼ିପାରେ ବୋଲି ଓମାନ କହିଛି। ଏହି…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି। ଅନ୍ୟପଟେ, ପଶ୍ଚିମ ପାର୍ଶ୍ୱରେ ସକ୍ରିୟ ହୋଇଥିବା ଆଉ ଏକ କ୍ରାନ୍ତୀୟ ବାତ୍ୟା ‘ହିଗୋସ୍’…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ଏବଂ ସୁଗମ ଦର୍ଶନ ପାଇଁ ପୁରୀ ପୋଲିସ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି l ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ନୂଆ ପ୍ଲାଟ୍‌ଫର୍ମ ‘ଗୋ-ଇଷ୍ଟ’ର ଘୋଷଣା କରିଛନ୍ତି। ଭୁବନେଶ୍ୱରର ଏକ ହୋଟେଲରେ…

ଇସ୍ରାଏଲ-ଲେବାନନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଉପରେ ସହମତି; ହେଜବୋଲକୁ ନେଇ ଚେତାବନୀ ଦେଲେ ନେତାନ୍ୟାହୁ

ଜେରୁଜେଲମ,୨୭।୬: ଇସ୍ରାଏଲ ଏବଂ ହେଜବୋଲା ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ବନ୍ଦ କରିବା ପାଇଁ ଦିନ ଦିନ ଧରି ଆଲୋଚନା ପରେ, ଇସ୍ରାଏଲ ଏବଂ ଲେବାନନ ଶୁକ୍ରବାର ୱାଶିଂଟନରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ଏକ ଢାଞ୍ଚା ସ୍ବାକ୍ଷର କରିଛନ୍ତି। ଇସ୍ରାଏଲ ଏବଂ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live