ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ ରବିବାର ସାରେ ଜଣେ ବ୍ୟକ୍ତିଙ୍କଠାରୁ ୨୦…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ ତ୍ରିଶୂଳୀ ମାଧ୍ୟମିକ ସ୍କୁଲର ପ୍ରିନ୍ସିପାଲ ରାଜେନ୍ଦ୍ର…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସିଦ୍ଧ କୁମାର ଓରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା ଆୟୋଜକ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏହି…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି କରି ନେଇଯାଇଥିବା ଅଭିଯୋଗ ହୋଇଛି। ଏହି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଚେତାବନୀ…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ ବନ୍ଦର ଅଭିମୁଖେ ବାହାରିଥିବା ଏକ ଯାତ୍ରୀବାହୀ ଡଙ୍ଗା ଉପକୂଳରୁ ପ୍ରାୟ ୪ ମାଇଲ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କର ରାଜନୈତିକ ଆକାଂକ୍ଷା ରହିଛି ।…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ ବେହାଲ ହୋଇପଡ଼ିଥିବା ବେଳେ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅତ୍ୟନ୍ତ ସଂଗୀନ ରୂପ ନେଇଛି।…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସଂମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ ଟଙ୍କା କାଟିବା ପାଇଁ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର ରସୁୱା (Rasuwa) ଜିଲ୍ଲାକୁ ସମ୍ପୂର୍ଣ୍ଣ ବର୍ୱାଦ କରିଦେଇଛି। ନେପାଳରେ ୨୬ ଅଗଷ୍ଟ ସକାଳେ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ ବୁଝନ୍ତି ନାହିଁ ବୋଲି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା ନିଜର ସହଯୋଗୀ ଏବଂ ହିନ୍ଦୁସ୍ତାନ ଆୱାମୀ ମୋର୍ଚ୍ଚା (HAM) ର ଅଧ୍ୟକ୍ଷ ଜୀତନରାମ…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି (PNG) ଗ୍ୟାସ ସିଲିଣ୍ଡର ସହ ଜଡ଼ିତ କେତେକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି।…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ ଇଣ୍ଟରନାଲ ପରୀକ୍ଷା ଦେଲେ ୩ ବର୍ଷ ପାଇଁ ରଖିଥିବା ମାର୍କ ବୈଧ ରହିବ।…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି। ଆଗାମୀ ୪୮ ଘଣ୍ଟା ଯାଏ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ଉତ୍ତର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live