‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ ଭ୍ରଷ୍ଟାଚାର ସମ୍ପର୍କିତ ଫାଇଲଗୁଡ଼ିକୁ ସାର୍ବଜନୀନ କରିବା…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଗୁଳି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ ବାପାଙ୍କ ମୃତ୍ୟୁ ଘଟିଥିବାବେଳେ ପୁଅ ଗୁରୁତର…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ ଦେବା ଏବଂ ନଜର ଉତାରିବାର ବାହାନା…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ DCP ଅଫିସ୍ ସାମ୍ନାରେ ଧାରଣାରେ ବସିଛନ୍ତି…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି ମିଶି ସମୁଦାୟ ୬ଟି ସ୍ଲୁଇସ ଗେଟ୍‌କୁ…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି। ନିର୍ବାଚନ ଜିତିବା ପରେ ସେ ‘ଆଭାର…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ୧୯୫୮ରେ ‘ମା’ ଚଳଚ୍ଚିତ୍ରରୁ ପ୍ରଚ୍ଛଦପଟ୍ଟ…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲକୁ ନିଆଯାଇଥିଲା। ତେବେ ମାତ୍ର ପ୍ରାୟ ୬ ଘଣ୍ଟାର ମେଡିକାଲ ଯାଞ୍ଚ…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ ୨୧ ବର୍ଷୀୟ ପୁଅ ଲିଙ୍ଗାମନେନି ସଞ୍ଜୁଷ ଘଟାଇଛନ୍ତି। ସେ କାର୍‌ ଚଳାଉଥିବା ଜଣାପଡ଼ିଛି।…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା ଜେଲ୍‌ରୁ କଡ଼ା ସୁରକ୍ଷା ମଧ୍ୟରେ ହସ୍ପିଟାଲକୁ ନିଆଯାଇଥିଲା। ଇମ୍ରାନଙ୍କୁ ହସ୍ପିଟାଲକୁ ନେବା ପରେ…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢିଛି। କାରଣ ଝାରପଡ଼ା ଜେଲରେ ଥିବା ଆବଶ୍ୟକୀ କ୍ଷମତାଠାରୁ ଅଧିକ ବିଚାରାଧୀନ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଜୁଲାଇ ୨୫ରେ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ…

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି ୨୦ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି । ନିଲାମୀ ମାଧ୍ୟମରେ ବିକ୍ରି ହୋଇଥିବା…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ ଭିତରେ ଥିବା ଟେକ୍ଟୋନିକ୍ ପ୍ଲେଟ୍‌ଗୁଡ଼ିକର କ୍ରମାଗତ ଚଳନ ଏବଂ ଭୂତଳ ଚାପ ଯୋଗୁଁ…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଓଲି ଅହମ୍ମଦଙ୍କୁ ୧୧ଟି ଦଳର ମେଣ୍ଟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live