ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ ଚିନ୍ତା ସୃଷ୍ଟି ହୋଇଛି। ନେପାଳୀ ଅଧିକାରୀମାନେ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର ଅନୁଷ୍ଠିତ ହୋଇଛି। ପ୍ରାରମ୍ଭିକ ଭାଷଣରେ ଅଧ୍ୟକ୍ଷ…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ ପରାସ୍ତ କରିଛି। ଭାରତ ପକ୍ଷରୁ ଶେଫାଳୀ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା ଜଳବାୟୁ ସମ୍ପର୍କ ଭାଙ୍ଗିବାରେ ଲାଗିଛି। ‘ନେଚର…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ଦେବ ନିଜର ସ୍ବରାଶି ତୁଳାକୁ ଗୋଚର…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା ବସ ଭିତରେ ପୀଡିତାଙ୍କୁ ବଳାତ୍କାର କରିବା…

ହିମାଳୟକୁ ଜଗ

ଗୋଟେ ଧାରଣା ଥିଲା ଯେ, ପାହାଡ଼ କିମ୍ବା ପର୍ବତ ଅତ୍ୟନ୍ତ ମଜଭୁତ ଓ ଝୁଙ୍କିବା ଲାଗି ଅନେକ ଶହ ବର୍ଷ ଲାଗେ। ତିବ୍ବତ ସୀମାନ୍ତ କେନ୍ଦ୍ରୀୟ ନେପାଳର ବାଗ୍‌ମତୀ ପ୍ରଦେଶ ଏବଂ ତ୍ରିଶୂଳୀ ନଦୀ ପାର୍ଶ୍ୱାଞ୍ଚଳରେ ଘଟିଥିବା ପ୍ରଳୟଙ୍କରୀ ଆକସ୍ମିକ ବନ୍ୟା…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ ଦୁଇଟି ରକେଟ ଲଞ୍ଚରକୁ ଟାର୍ଗେଟ କରିଥିଲା। ଏହା ଜୁଲାଇ ୩୦ ପରେ ଇରାନ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ ପାରି ଶଢ଼ିବାକୁ ଲାଗିଲାଣି। ତେଣୁ ବନ୍ୟାର ୫ମ ଦିନରେ କର୍ତ୍ତୃପକ୍ଷ ଚିହ୍ନଟ ହୋଇ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ ରବିବାର ଅଭିଯୋଗ କରିଛନ୍ତି। ଭାଗବତ ଶନିବାର ନ୍ୟୁୟର୍କରେ ଉଦ୍‌ବୋଧନ ଦେଇ ବିବିଧତା ମଧ୍ୟରେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜିଲା ପାଇଁ ରେଡ୍‌ ଓ୍ବାର୍ନିଂ ଜାରି…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ ବନ୍ଦର ଅଭିମୁଖେ ବାହାରିଥିବା ଏକ ଯାତ୍ରୀବାହୀ ଡଙ୍ଗା ଉପକୂଳରୁ ପ୍ରାୟ ୪ ମାଇଲ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କର ରାଜନୈତିକ ଆକାଂକ୍ଷା ରହିଛି ।…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ ବେହାଲ ହୋଇପଡ଼ିଥିବା ବେଳେ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅତ୍ୟନ୍ତ ସଂଗୀନ ରୂପ ନେଇଛି।…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସଂମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ ଟଙ୍କା କାଟିବା ପାଇଁ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର ରସୁୱା (Rasuwa) ଜିଲ୍ଲାକୁ ସମ୍ପୂର୍ଣ୍ଣ ବର୍ୱାଦ କରିଦେଇଛି। ନେପାଳରେ ୨୬ ଅଗଷ୍ଟ ସକାଳେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live