ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା ଅନ୍ତର୍ଗତ ଜଡ଼ା ଗ୍ରାମର କୁଶ ଗୁରୁ…

‘କରାଚିରେ ଭାରତ କରିଥିଲା ଆକ୍ରମଣ’ – ପାକିସ୍ତାନ ଅଭିଯୋଗର କଡ଼ା ଜବାବ ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୬: କରାଚୀ ଆତଙ୍କବାଦୀ ଆକ୍ରମଣରେ ଜଣେ ‘ଭାରତୀୟ ଏଜେଣ୍ଟ’ଙ୍କ ସମ୍ପୃକ୍ତି ସମ୍ପର୍କରେ ପାକିସ୍ତାନର ଅଭିଯୋଗକୁ ଭାରତ ଖାରଜ କରିଦେଇଛି, ଏହାକୁ ଭିତ୍ତିହୀନ ବୋଲି କହିଛି। ଏହା ପାକିସ୍ତାନକୁ ନିଜ ସୀମା ମଧ୍ୟରେ କାର୍ଯ୍ୟ କରୁଥିବା…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର ଅବିନାଶ(୧୦)ଙ୍କୁ ଏକ କାର୍‌ ଧକ୍କା ଦେଇ…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ ୬ ଉଇକେଟରେ ପରାସ୍ତ କରିଛି। ଭାରତ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ ସୋମପେଣ୍ଠା ଦଳ ମଧ୍ୟରେ କଡା ମୁକାବିଲା…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ ସାଆନ୍ତ ଏବଂ ଦେବୀ ସୁଭଦ୍ରା। ଆଜି ଚତୁର୍ଦ୍ଧାମୂର୍ତ୍ତି ୧୦୮ ଗରା ସୁବାସିତ ଜଳରେ…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ ଉପରେ ବିମାନ ଆକ୍ରମଣ କରିଥିଲା। ପାକିସ୍ତାନ ସରକାର ଆତଙ୍କବାଦୀ ସଂଗଠନ ତେହରିକ-ଇ-ତାଲିବାନ ଏବଂ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି। ଇଂଲଣ୍ଡ କ୍ରିକେଟ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ବେନ ଷ୍ଟୋକ୍ସ…

ଚିତ୍କାର-ଧୂଆଁ-ମୃତ୍ୟୁ…ବଡ଼ ଧରଣର ହେଲିକପ୍ଟର ଦୁର୍ଘଟଣା, ୧୪ମୃତ

ରିୟାଦ,୨୮।୬: ସାଉଦି ଆରବର ରାସ୍ ତନୁରା ଅଞ୍ଚଳରେ ଏକ ବଡ଼ ହେଲିକପ୍ଟର ଦୁର୍ଘଟଣା ହୋଇଛି । ଏଥିରେ ପ୍ରାୟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ହେଲିକପ୍ଟରଟି ସାଉଦି ଆରବର ପ୍ରମୁଖ ପେଟ୍ରୋଲିୟମ୍ ରିଫାଇନାରୀ କମ୍ପାନୀ ଆରାମକୋର ଥିଲା…

Iran US Conflict: ଆମେରିକା ଆକ୍ରମଣର ପ୍ରତିଶୋଧ ନେଲା ଇରାନ, କୁୱେତରୁ ବାହାରିନ ପର୍ଯ୍ୟନ୍ତ ଆମେରିକୀୟ ଘାଟି ଉପରେ କଲା କ୍ଷେପଣାସ୍ତ୍ର ମାଡ଼

ତେହରାନ,୨୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଭାଙ୍ଗିବାକୁ ବସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକୀୟ ସେନା ଦୁଇଥର ଇରାନ ସାମରିକ ପ୍ରତିଷ୍ଠାନ ଉପରେ ଆକ୍ରମଣ କରିଛି; ଏହାର ଜବାବରେ, ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ବାହାରିନରୁ କୁୱେତ…

୨୪ ଘଣ୍ଟାରେ ଦ୍ୱିତୀୟ ଥର ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ତେହରାନ,୨୮।୬: ପଶ୍ଚିମ ଏସିଆରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ଶନିବାର ଇରାନ ବିରୁଦ୍ଧରେ ଆଉ ଏକ ସାମରିକ ଆକ୍ରମଣ କରିଛି। ହର୍ମୁଜ ପ୍ରଣାଳୀ ନିକଟରେ ପାନାମା-ପତାକାଯୁକ୍ତ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ସିଚେଲ୍ସକୁ ପାଟ୍ରୋଲ ଜାହାଜ ଦେଲେ ମୋଦି

ଭିକ୍ଟୋରିଆ,୨୮ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିିଆ ସିଚେଲ୍ସ ଗସ୍ତରେ ଯାଇ ଶନିବାର ସେଠାରେ ପହଞ୍ଚତ୍ଥିବାବେଳେ ଏହାର ତଟସୁରକ୍ଷା ପାଇଁ ଭାରତ ନିର୍ମିତ ପାଟ୍ରୋଲ ଜାହାଜ ହସ୍ତାନ୍ତର କରିଛନ୍ତି। ସିଚେଲ୍ସର ସାମୁଦ୍ରିକ ସୁରକ୍ଷା କ୍ଷମତା ବଢ଼ାଇବା ପାଇଁ ନୂଆଦିଲ୍ଲୀ ପ୍ରତିଶ୍ରୁତିବଦ୍ଧ ବୋଲି…

ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ : ପୋଲିସର ତଦନ୍ତ ଜାରି

ଛତ୍ରପୁର,୨୭।୬ ଦିଲ୍ଲୀପ ସାମଲ : ଚମାଖଣ୍ଡି ଥାନା ଅଧୀନ କାଳିଆବାଲି ଛକ ନିକଟସ୍ଥ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କାଳିଆବାଲି ଗ୍ରାମର ଏସ୍. ଦାଲେୟା ରେଡ୍ଡୀ (୪୮) ବୋଲି ଜଣାପଡ଼ିଛି। ସୂଚନା…

ହର୍ମୁଜ ଦେଇ ଯାଉଥିବା ଜାହାଜଗୁଡ଼ିକୁ ଦେବାକୁ ପଡ଼ିବ ଟ୍ୟାକ୍ସ! ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ କହିଲା…

ମସ୍କାଟ,୨୭ା୬: ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ ହର୍ମୁଜ ପ୍ରଣାଳୀ ଆଉ ପୂର୍ବ ପରି ଚାଲିପାରିବ ନାହିଁ। ରଣନୈତିକ ସମୁଦ୍ର ପଥରେ ପରିବହନ କରୁଥିବା ଜାହାଜଗୁଡ଼ିକୁ ଭବିଷ୍ୟତରେ କୌଣସି ପ୍ରକାରର ଟ୍ୟାକ୍ସ ବା ଶୁଳ୍କ ଦେବାକୁ ପଡ଼ିପାରେ ବୋଲି ଓମାନ କହିଛି। ଏହି…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି। ଅନ୍ୟପଟେ, ପଶ୍ଚିମ ପାର୍ଶ୍ୱରେ ସକ୍ରିୟ ହୋଇଥିବା ଆଉ ଏକ କ୍ରାନ୍ତୀୟ ବାତ୍ୟା ‘ହିଗୋସ୍’…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live