ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। ଜାତୀୟ ପତାକା ଉତ୍ତୋଳନ ସମୟରେ ପତାକା…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ ପହଞ୍ଚିଛି। ଡାକ୍ତରୀ ଟିମ୍‌ ଘରକୁ ଘର…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ ଦାବିରେ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିସହ…

ବ୍ରେକଅପ୍‌ ପରେ ଭାଙ୍ଗିପଡ଼ିଥିଲେ ବିଜୟ, ସମ୍ଭାଳିଥିଲେ ରଶ୍ମିକା! ଚମକାଇଲା ଅଭିନେତାଙ୍କ ବଡ଼ ଖୁଲାସା

ମୁମ୍ବାଇ: ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଏକ ଇଭେଣ୍ଟରେ ନିଜ ବ୍ୟକ୍ତିଗତ ଜୀବନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅନେକ କଥା କହିଛନ୍ତି। ନିର୍ଦ୍ଦେଶକ ସନ୍ଦୀପ ରେଡ୍ଡୀ…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି। ସ୍ୱାୟତ୍ତ ଶାସନ ଦିବସ ଅବସରରେ କୃଷି…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ କ୍ଷୀର କ୍ରୟ…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ ମାର୍ଚ୍ଚକୁ ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ତେବେ କୋର୍ଟ CJPର ମାର୍ଚ୍ଚ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP ଅଭିବୃଦ୍ଧି ହାର ୭.୮%ରେ ପହଞ୍ଚିଛି। ଏହା ଗତ ବର୍ଷର ସମାନ ତ୍ରୈମାସିକରେ ୬.୯%…

ହିମାଳୟକୁ ଜଗ

ଗୋଟେ ଧାରଣା ଥିଲା ଯେ, ପାହାଡ଼ କିମ୍ବା ପର୍ବତ ଅତ୍ୟନ୍ତ ମଜଭୁତ ଓ ଝୁଙ୍କିବା ଲାଗି ଅନେକ ଶହ ବର୍ଷ ଲାଗେ। ତିବ୍ବତ ସୀମାନ୍ତ କେନ୍ଦ୍ରୀୟ ନେପାଳର ବାଗ୍‌ମତୀ ପ୍ରଦେଶ ଏବଂ ତ୍ରିଶୂଳୀ ନଦୀ ପାର୍ଶ୍ୱାଞ୍ଚଳରେ ଘଟିଥିବା ପ୍ରଳୟଙ୍କରୀ ଆକସ୍ମିକ ବନ୍ୟା…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ ଦୁଇଟି ରକେଟ ଲଞ୍ଚରକୁ ଟାର୍ଗେଟ କରିଥିଲା। ଏହା ଜୁଲାଇ ୩୦ ପରେ ଇରାନ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ ପାରି ଶଢ଼ିବାକୁ ଲାଗିଲାଣି। ତେଣୁ ବନ୍ୟାର ୫ମ ଦିନରେ କର୍ତ୍ତୃପକ୍ଷ ଚିହ୍ନଟ ହୋଇ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ ରବିବାର ଅଭିଯୋଗ କରିଛନ୍ତି। ଭାଗବତ ଶନିବାର ନ୍ୟୁୟର୍କରେ ଉଦ୍‌ବୋଧନ ଦେଇ ବିବିଧତା ମଧ୍ୟରେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜିଲା ପାଇଁ ରେଡ୍‌ ଓ୍ବାର୍ନିଂ ଜାରି…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ ବନ୍ଦର ଅଭିମୁଖେ ବାହାରିଥିବା ଏକ ଯାତ୍ରୀବାହୀ ଡଙ୍ଗା ଉପକୂଳରୁ ପ୍ରାୟ ୪ ମାଇଲ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କର ରାଜନୈତିକ ଆକାଂକ୍ଷା ରହିଛି ।…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ ବେହାଲ ହୋଇପଡ଼ିଥିବା ବେଳେ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅତ୍ୟନ୍ତ ସଂଗୀନ ରୂପ ନେଇଛି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live