ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର ଗଞ୍ଜାମ ଜିଲା କବି ସମ୍ରାଟ ଉପେନ୍ଦ୍ର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର ବୈଭବଙ୍କୁ ଇଷ୍ଟ ଜୋନ୍‌ର ଉପଅଧିନାୟକ ଦାୟିତ୍ୱ…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ I ମୃତ ମହିଳା…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ ଅତିଥିମାନେ ପତାକା ଉତ୍ତୋଳନ କରିଥିଲେ। ପରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି ଭୋଟରଙ୍କ ମଧ୍ୟରୁ ୪୭ ଲକ୍ଷରୁ ଊର୍ଦ୍ଧ୍ୱ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି ସେ ଆର୍ଜେଣ୍ଟିନାର ଜର୍ସିରେ ମଇଦାନକୁ ଓହ୍ଲାଇବେ ନାହିଁ। ମେସି ନିଜର ଇନଷ୍ଟାଗ୍ରାମ ମାଧ୍ୟମରେ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି। ଏହି ଅବସରରେ ତାଙ୍କର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ ହୋଇଛି।…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବିକାଶ ଉପରେ ଖୁସି ପ୍ରକାଶ କରିଛନ୍ତି। ଏହାକୁ ଏକ ପ୍ରମୁଖ ସଫଳତା ଭାବରେ…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା ଆକଳନ। ମାତ୍ର ଉତ୍ତର ପଶ୍ଚିମ, ଉତ୍ତରପୂର୍ବ, ପୂର୍ବ, ପୂର୍ବ କେନ୍ଦୀୟ ଅଞ୍ଚଳରେ ଅଧିକ…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ ମାର୍ଚ୍ଚକୁ ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ତେବେ କୋର୍ଟ CJPର ମାର୍ଚ୍ଚ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP ଅଭିବୃଦ୍ଧି ହାର ୭.୮%ରେ ପହଞ୍ଚିଛି। ଏହା ଗତ ବର୍ଷର ସମାନ ତ୍ରୈମାସିକରେ ୬.୯%…

ହିମାଳୟକୁ ଜଗ

ଗୋଟେ ଧାରଣା ଥିଲା ଯେ, ପାହାଡ଼ କିମ୍ବା ପର୍ବତ ଅତ୍ୟନ୍ତ ମଜଭୁତ ଓ ଝୁଙ୍କିବା ଲାଗି ଅନେକ ଶହ ବର୍ଷ ଲାଗେ। ତିବ୍ବତ ସୀମାନ୍ତ କେନ୍ଦ୍ରୀୟ ନେପାଳର ବାଗ୍‌ମତୀ ପ୍ରଦେଶ ଏବଂ ତ୍ରିଶୂଳୀ ନଦୀ ପାର୍ଶ୍ୱାଞ୍ଚଳରେ ଘଟିଥିବା ପ୍ରଳୟଙ୍କରୀ ଆକସ୍ମିକ ବନ୍ୟା…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ ଦୁଇଟି ରକେଟ ଲଞ୍ଚରକୁ ଟାର୍ଗେଟ କରିଥିଲା। ଏହା ଜୁଲାଇ ୩୦ ପରେ ଇରାନ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ ପାରି ଶଢ଼ିବାକୁ ଲାଗିଲାଣି। ତେଣୁ ବନ୍ୟାର ୫ମ ଦିନରେ କର୍ତ୍ତୃପକ୍ଷ ଚିହ୍ନଟ ହୋଇ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ ରବିବାର ଅଭିଯୋଗ କରିଛନ୍ତି। ଭାଗବତ ଶନିବାର ନ୍ୟୁୟର୍କରେ ଉଦ୍‌ବୋଧନ ଦେଇ ବିବିଧତା ମଧ୍ୟରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live