ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ ଲାଗିଛି। ଯାହାକୁ ନେଇ ଗଞ୍ଜାମ ଜିଲାର…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ଏହି ମୁକାବିଲାରେ ତିଳକ ବର୍ମାଙ୍କ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ କିଏ? ଅଭିଜ୍ଞ ସଞ୍ଜୁ ସାମସନ ନା…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ ମୃତ୍ୟୁ ଘଟିଛି। ସେ କୃଷ୍ଣଚନ୍ଦ୍ର ମହାନ୍ତଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ କମ୍ପାନୀ (ଡିପିସିଏଲ୍‌)ର ଅନ୍ୟାୟ ଓ ଅନୀତି…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’ ଆୟୋଜନ କରାଯିବ। ଦଳର ଅଧ୍ୟକ୍ଷ ନୀତିନ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି। ନିଜ ପରିଚୟ ପ୍ରମାଣ କରିବା ପାଇଁ ତାଙ୍କୁ ଶୁଣାଣିରେ ଉପସ୍ଥିତ ହେବାକୁ ନୋଟିସ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା କରିଥାନ୍ତି। ହେଲେ ବିଗତ କିଛି ବର୍ଷ ହେବ ବିଭିନ୍ନ କାରଣରୁ ନ୍ୟାୟବ୍ୟବସ୍ଥା ଉପରୁ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ଜଣେ ଡ୍ରାଇଭର ମହିଳା ରୋଷେୟାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଉଭୟ ଥାନା…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବୁଧବାରଠାରୁ ବର୍ଷାର ପରିମାଣ ବଢ଼ିବା…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ମଙ୍ଗଳବାର ସିସିଆଇର ୱାଚ୍‌ମ୍ୟାନ୍‌ ଧୀରେନ୍ଦ୍ର କୁମାର…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଆମେରିକାର ପ୍ୟାଟେଣ୍ଟ ପାଇବାରେ ପ୍ରଥମ ଭାରତୀୟ ଷ୍ଟାର୍ଟଅପ୍‌ ହୋଇପାରିଛି। ଅପ୍‌ଟୋସାର…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ମୟୂରଭଞ୍ଜ ଜିଲା ତିରିଂ ଅଞ୍ଚଳରୁ ତିରିଂ ଥାନା ପୋଲିସ ତାଙ୍କୁ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ ଗଞ୍ଜାମ ବ୍ଲକ୍‌ ଦେଇ ବଙ୍ଗୋପସାଗରରେ ମିଶିଛି। ଗଞ୍ଜାମ ଜିଲାବାସୀଙ୍କ ପିଇବା ପାଣି, ଜଳସେଚନରେ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ ଆଠଗଡ଼ ଉପଜିଲାପାଳ, ପ୍ରଜ୍ଞାନନ୍ଦନ ଗିରିଙ୍କୁ ତାଳଚେର ଉପଜିଲାପାଳ, କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା। ଏଥିରେ ଭାରତ ସମେତ ୧୬୪ ଦେଶ ଏହା ସପକ୍ଷରେ ଭୋଟ ଦେଇଥିବା ବେଳେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live