କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା: ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ପ୍ରବଳ ଭିଡ଼

କୋରାପୁଟ,୨୯ା୬(ଅମିତାଭ ବେହେରା): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି । ପୂର୍ବାହ୍ନ ୧୦ଟା ୩୦ ମିନିଟ ସୁଦ୍ଧା ମନ୍ଦିର ପରିସରସ୍ଥ ସ୍ନାନମଣ୍ଡପକୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ…

ପୁରୁଷୋତ୍ତମପୁରରେ ସ୍ନାନଯାତ୍ରା; ସ୍ନାନବେଦିରେ କଳାଠାକୁରଙ୍କୁ ପାଇ ଭାବବିହ୍ବଳ ଭକ୍ତ, ପରିଚାଳନା ତଦାରଖ କଲେ ତହସିଲଦାର

ପୁରୁଷୋତ୍ତମପୁର,୨୯।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି ।ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜୀଉଙ୍କୁ ରତ୍ନବେଦିରୁ ପହଣ୍ଡିକରାଇ ଆଣି ସ୍ନାନବେଦିରେ ବିଜେ କରି ସ୍ନାନ କରାଇଛନ୍ତି ।…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ବୟାନ ଦେଲେ ସୁନୀଲ ଗାଭାସ୍କର, ଗମ୍ଭୀରଙ୍କୁ କଲେ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୯।୬: ଭାରତୀୟ କ୍ରିକେଟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଛି। ଏହା ପ୍ରଥମ ଥର ପାଇଁ ଭାରତୀୟ ଦଳ ଆୟରଲ୍ୟାଣ୍ଡ ହାତରେ କ୍ଲିନ…

ସିରିଜ୍ ହାରିବା ପରେ ଗୌତମ ଗମ୍ଭୀରଙ୍କୁ ଟ୍ରୋଲ୍ କଲା ଆଇସଲାଣ୍ଡ କ୍ରିକେଟ୍,ଭାଇରାଲ ହେଉଛି ପୋଷ୍ଟ

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଆୟର୍ଲାଣ୍ଡ କ୍ଲିନ ସୁଇପ କରିଛି । ଅନ୍ତିମ ଅନ୍ତର୍ଜାତୀୟ ଟି ୨୦ କ୍ରିକେଟ ମ୍ୟାଚରେ ଆୟର୍ଲାଣ୍ଡ ଏକ ରନରେ ଭାରତକୁ ପରାଜୟ କରିଛି । ଏହାପରେ ସୋସିଆଲ ମିଡିଆରେ ଅନେକ…

‘କ୍ଷମା ମାଗୁ ଭାରତ…’ କାହିଁକି ଏପରି ଆକ୍ଷେପ କରୁଛନ୍ତି ବାଂଲାଦେଶୀ ସାଂସଦ, କାହିଁକି ଯୁଦ୍ଧମୁଖୀ ଆଚରଣ କରୁଛି ଢାକା? ଜାଣନ୍ତୁ…

ଢାକା,୨୯।୬: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମ୍ପର୍କରେ ପଡ଼ୋଶୀ ଦେଶର ମତ ମଜବୁତ ହୋଇନାହିଁ; ଢାକାରେ ଭାରତ ବିରୋଧୀ ବୟାନବାଜି ଜୋର ଧରିଛି। ବିରୋଧୀ ନ୍ୟାସନାଲ ସିଟିଜେନ ପାର୍ଟିର ସାଂସଦ ନାହିଦ ଇସଲାମ…

ଝାରପଡ଼ା ଜେଲ୍‌ରେ କଏଦୀଙ୍କ ମୃତ୍ୟୁ, ରାତିରେ ଖାଇପିଇ ଶୋଇଥିଲେ, ସକାଳୁ…

ଭୁବନେଶ୍ୱର,୨୯ା୬: ଝାରପଡ଼ା ଜେଲ୍‌ରେ ଜଣେ କଏଦୀଙ୍କ ସୋମବାର ସକାଳୁ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୫୫ ବର୍ଷୀୟ ଯବାନ ନାୟକ। ତାଙ୍କ ଘର ତାରିଣୀ ବସ୍ତିରେ। ସେ ରାତିରେ ଖାଇପିଇ ଶୋଇଥିଲେ, ସକାଳୁ…

କାନ୍ଥରେ ନାମ

ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି ଆକ୍ରମଣର ଜବାବ ଦେବାକୁ ଯାଇ ଭାରତୀୟ ସେନା ପକ୍ଷରୁ ୭ ମେ’ରୁ ୧୦…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ ସାଆନ୍ତ ଏବଂ ଦେବୀ ସୁଭଦ୍ରା। ଆଜି ଚତୁର୍ଦ୍ଧାମୂର୍ତ୍ତି ୧୦୮ ଗରା ସୁବାସିତ ଜଳରେ…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ ଉପରେ ବିମାନ ଆକ୍ରମଣ କରିଥିଲା। ପାକିସ୍ତାନ ସରକାର ଆତଙ୍କବାଦୀ ସଂଗଠନ ତେହରିକ-ଇ-ତାଲିବାନ ଏବଂ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି। ଇଂଲଣ୍ଡ କ୍ରିକେଟ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ବେନ ଷ୍ଟୋକ୍ସ…

ଚିତ୍କାର-ଧୂଆଁ-ମୃତ୍ୟୁ…ବଡ଼ ଧରଣର ହେଲିକପ୍ଟର ଦୁର୍ଘଟଣା, ୧୪ମୃତ

ରିୟାଦ,୨୮।୬: ସାଉଦି ଆରବର ରାସ୍ ତନୁରା ଅଞ୍ଚଳରେ ଏକ ବଡ଼ ହେଲିକପ୍ଟର ଦୁର୍ଘଟଣା ହୋଇଛି । ଏଥିରେ ପ୍ରାୟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ହେଲିକପ୍ଟରଟି ସାଉଦି ଆରବର ପ୍ରମୁଖ ପେଟ୍ରୋଲିୟମ୍ ରିଫାଇନାରୀ କମ୍ପାନୀ ଆରାମକୋର ଥିଲା…

Iran US Conflict: ଆମେରିକା ଆକ୍ରମଣର ପ୍ରତିଶୋଧ ନେଲା ଇରାନ, କୁୱେତରୁ ବାହାରିନ ପର୍ଯ୍ୟନ୍ତ ଆମେରିକୀୟ ଘାଟି ଉପରେ କଲା କ୍ଷେପଣାସ୍ତ୍ର ମାଡ଼

ତେହରାନ,୨୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଭାଙ୍ଗିବାକୁ ବସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକୀୟ ସେନା ଦୁଇଥର ଇରାନ ସାମରିକ ପ୍ରତିଷ୍ଠାନ ଉପରେ ଆକ୍ରମଣ କରିଛି; ଏହାର ଜବାବରେ, ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ବାହାରିନରୁ କୁୱେତ…

୨୪ ଘଣ୍ଟାରେ ଦ୍ୱିତୀୟ ଥର ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ତେହରାନ,୨୮।୬: ପଶ୍ଚିମ ଏସିଆରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ଶନିବାର ଇରାନ ବିରୁଦ୍ଧରେ ଆଉ ଏକ ସାମରିକ ଆକ୍ରମଣ କରିଛି। ହର୍ମୁଜ ପ୍ରଣାଳୀ ନିକଟରେ ପାନାମା-ପତାକାଯୁକ୍ତ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ସିଚେଲ୍ସକୁ ପାଟ୍ରୋଲ ଜାହାଜ ଦେଲେ ମୋଦି

ଭିକ୍ଟୋରିଆ,୨୮ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିିଆ ସିଚେଲ୍ସ ଗସ୍ତରେ ଯାଇ ଶନିବାର ସେଠାରେ ପହଞ୍ଚତ୍ଥିବାବେଳେ ଏହାର ତଟସୁରକ୍ଷା ପାଇଁ ଭାରତ ନିର୍ମିତ ପାଟ୍ରୋଲ ଜାହାଜ ହସ୍ତାନ୍ତର କରିଛନ୍ତି। ସିଚେଲ୍ସର ସାମୁଦ୍ରିକ ସୁରକ୍ଷା କ୍ଷମତା ବଢ଼ାଇବା ପାଇଁ ନୂଆଦିଲ୍ଲୀ ପ୍ରତିଶ୍ରୁତିବଦ୍ଧ ବୋଲି…

ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ : ପୋଲିସର ତଦନ୍ତ ଜାରି

ଛତ୍ରପୁର,୨୭।୬ ଦିଲ୍ଲୀପ ସାମଲ : ଚମାଖଣ୍ଡି ଥାନା ଅଧୀନ କାଳିଆବାଲି ଛକ ନିକଟସ୍ଥ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କାଳିଆବାଲି ଗ୍ରାମର ଏସ୍. ଦାଲେୟା ରେଡ୍ଡୀ (୪୮) ବୋଲି ଜଣାପଡ଼ିଛି। ସୂଚନା…

ହର୍ମୁଜ ଦେଇ ଯାଉଥିବା ଜାହାଜଗୁଡ଼ିକୁ ଦେବାକୁ ପଡ଼ିବ ଟ୍ୟାକ୍ସ! ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ କହିଲା…

ମସ୍କାଟ,୨୭ା୬: ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ ହର୍ମୁଜ ପ୍ରଣାଳୀ ଆଉ ପୂର୍ବ ପରି ଚାଲିପାରିବ ନାହିଁ। ରଣନୈତିକ ସମୁଦ୍ର ପଥରେ ପରିବହନ କରୁଥିବା ଜାହାଜଗୁଡ଼ିକୁ ଭବିଷ୍ୟତରେ କୌଣସି ପ୍ରକାରର ଟ୍ୟାକ୍ସ ବା ଶୁଳ୍କ ଦେବାକୁ ପଡ଼ିପାରେ ବୋଲି ଓମାନ କହିଛି। ଏହି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live