ପତ୍ନୀଙ୍କ ନାମ ନେବାରୁ ରାଗିଲେ ଆମେରିକାର ଉପରାଷ୍ଟ୍ରପତି ଭାନ୍ସ, ହେଲେ କାହିଁକି? ଜାଣନ୍ତୁ…

ଓ୍ବାଶିଂଟନ,୧।୯: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ମିଶିଗନର ଡେମୋକ୍ରାଟିକ ସିନେଟ ପ୍ରାର୍ଥୀ ଅବଦୁଲ ଏଲ-ସାୟଦଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ସୋମବାର ଏକ ପ୍ରଚାର ରାଲିରେ ଭାଷଣ ଦେଇ ଭାନ୍ସ କହିଥିଲେ, ‘ମୋ ସ୍ତ୍ରୀଙ୍କ ନାମ…

ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….

ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ହେଲେ…

କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ

ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ ମିଡିଆରେ ତିନୋଟି ଚିଠି ସହିତ ଏକ…

୩ରୁ ଭୁବନେଶ୍ୱରରେ ଆରମ୍ଭ ହେବ ଭୋଟର ସର୍ଭେ

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ବଚ୍ଛ ଏବଂ ନିର୍ଭୁଲ ଓ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର ତାଲିକାରେ ଥିବା ତ୍ରୁଟି ଦୂର କରିବା…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର ସାଂସ୍କୃତିକ କଳା। ଅଗଷ୍ଟ ୪ ଓ…

BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର ସମ୍ମିଳନୀର ଶେଷରେ ସମସ୍ତ ଦେଶ ଦ୍ୱାରା…

ଭେନେଜୁଏଲା ତୈଳ

ଭନେଜୁଏଲାର ତତ୍କାଳୀନ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ସ୍ତ୍ରୀଙ୍କୁ ୮ ମାସ ତଳେ ଆମେରିକା ସେନା ଉଠାଇ ନେଇଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ କ୍ରମେ ଏହା କରାଯାଇଥିଲା ଓ ମାଦୁରୋଙ୍କ ଉପରେ ଅଭିଯୋଗ ଅଣାଯାଇଥିଲା ଯେ, ସେ…

ଗ୍ରେଟର ହାଇଦ୍ରାବାଦ୍‌ ଭଳି ଗ୍ରେଟର ଭୁବନେଶ୍ୱର ଆଶା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୌର ପ୍ରଶାସନକୁୁ ନିର୍ଦ୍ଦେଶ ଦେଇଛନ୍ତି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ସୋମବାର ଆୟୋଜିତ ରାଜ୍ୟସ୍ତରୀୟ…

ପାଣିପାଗ ବିଭାଗର ବଡ଼ ସୂଚନା, ଆଜି ୧୮ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୧ା୯(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଉପରେ ଥିବା ସ୍ପଷ୍ଟ ଭାବେ ଚିହ୍ନିତ ଲଘୁଚାପ କ୍ଷେତ୍ରଟି ସେହି ଅଞ୍ଚଳରେ ରହିଛି । ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬…

୩ରେ ରାଜ୍ୟ କ୍ୟାବିନେଟ୍, ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର ୩ରେ ରାଜ୍ୟ କ୍ୟାବିନେଟ୍‌ ଅନୁଷ୍ଠିତ ହେବ । ଲୋକସେବା ଭବନର ତୃତୀୟ ମହଲାରେ ସନ୍ଧ୍ୟା ୬ଟା ୩୦ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଲାଗିଲା ବଡ଼ ଝଟକା, ବଢିଲା ଗ୍ୟାସ ଦର

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ଆରମ୍ଭରୁ ଏଲପିଜି ଗ୍ରାହକମାନେ ଏକ ବଡ଼ ଝଟକା ପାଇଛନ୍ତି। ସେପ୍ଟେମ୍ବର ୧ ରେ ଜାରି ହୋଇଥିବା ନୂତନ ଦର ଅନୁସାରେ, 19 କିଲୋଗ୍ରାମ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରାଯାଇଛି; ତଥାପି, ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଦେବାକୁ ପଡ଼ିବନି…

ଭୁବନେଶ୍ୱର,୧ା୯(ସୁନିତ୍‌ ମିଶ୍ର): ରାଜ୍ୟର ଅନୁସୂଚିତ ଜାତି (ଏସ୍‌ସି) ଓ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗର ମେଧାବୀ ଗରିବ ଛାତ୍ରୀଛାତ୍ରମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି। ସରକାରୀ ମେଡିକାଲ ଓ ଇଞ୍ଜିନିଅରିଂ କଲେଜଗୁଡ଼ିକରେ ନାମଲେଖା (ଆଡ୍‌ମିଶନ) ବେଳେ ଏବଂ ଆଡ୍‌ମିଶନର ପ୍ରଥମ ୬ ମାସ…

ଆମେରିକା ସେନା ଘାଟି ଉପରେ ଇରାନ୍‌ର ଆକ୍ରମଣ

ଓ୍ବାଶିଂଟନ/ତେହରାନ୍‌,୧ା୯: କିଛିଦିନର ବିରତି ପରେ ଆମେରିକା ସେନା ରବିବାର ରାତିରେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଇରାନୀୟ ରକେଟ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କରିଛି। ଏହାର ଜବାବରେ ଇରାନ ଜୋର୍ଡ଼ାନରେ ଥିବା ଆମେରିକା ସେନା ଘାଟି ଉପରେ ପ୍ରତିଆକ୍ରମଣ କରିଥିବା କହିଛି। ଲାରାକ…

ଭାଙ୍ଗିଲା ପୁରୁଣା ରେକର୍ଡ, ୧୯୦୧ ପରେ ଚଳିତବର୍ଷର ଅଗଷ୍ଟ ସବୁଠୁ ଉତ୍ତପ୍ତ

ନୂଆଦିଲ୍ଲୀ,୧ା୯(ପି.ଟି.): ୧୯୦୧ ପରେ ଗତ ଅଗଷ୍ଟ ସବୁଠାରୁ ଅଧିକ ଉତ୍ତପ୍ତ ରହିଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ରେକର୍ଡରୁ ଜଣାପଡ଼ିଛି । ଆଇଏମ୍‌ଡି ପକ୍ଷରୁ ପ୍ରକାଶିତ ମାସିକ ପୂର୍ବାନୁମାନ ଅନୁଯାୟୀ, ପ୍ରଶାନ୍ତ ମହାସାଗରରେ ସକ୍ରିୟ ଥିବା ଶକ୍ତିଶାଳୀ ‘ଏଲ୍‌ ନିନୋ’ ପ୍ରଭାବ…

ପ୍ରଧାନମନ୍ତ୍ରୀ ମୋଦି-ପୁଟିନଙ୍କ କାର କୂଟନୀତି: ଚାହିଁ ରହିଗଲା ସାରା ବିଶ୍ୱ

ବିଶ୍କେକ୍‌,୧ା୯: ବିଶ୍କେକ୍‌ରେ ଅନୁଷ୍ଠିତ SCO ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଦୁଇ ନେତା ବର୍ତ୍ତମାନର ବିଶ୍ୱ ପରିସ୍ଥିତି ଉପରେ ଆଲୋଚନା କରିଛନ୍ତି। ଏହି ସମୟରେ ମୋଦି ଏବଂ ପୁଟିନଙ୍କ ମଧ୍ୟରେ ‘କାର କୂଟନୀତି’…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି ସେ ଆର୍ଜେଣ୍ଟିନାର ଜର୍ସିରେ ମଇଦାନକୁ ଓହ୍ଲାଇବେ ନାହିଁ। ମେସି ନିଜର ଇନଷ୍ଟାଗ୍ରାମ ମାଧ୍ୟମରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live