ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ ଅଧିକ ସୁଦୃଢ଼ ଓ ସ୍ୱଚ୍ଛ କରିବା…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ ମହାବିଦ୍ୟାଳୟ ପକ୍ଷରୁ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି ପ୍ରଦାନ କରିପାରନ୍ତି। ଏହା ବ୍ୟତୀତ, ଯଦି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ କରିଛି। ଫଳରେ ଜର୍ମାନୀ ବିଶ୍ୱକପରୁ ବାଦ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ପେଟ୍ରୋଲ…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ ଏବଂ କେସିଙ୍ଗା ତହସିଲଦାରଙ୍କ ଉପସ୍ଥିତରେ ସିଲ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି। ୨୦ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା କରାଯାଇଥିଲା। ହିନ୍ଦୁମାନଙ୍କ ଅନ୍ୟତମ ଉପାସନା ପୀଠ ଭାବେ ଉତ୍ତର ଭାରତରେ ରାମ…

ସକାଳୁ ସକାଳୁ ଟ୍ବିନସିଟିରେ ପ୍ରବଳ ବର୍ଷା, ଏହି ଜିଲାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୩୦।୬: ବର୍ଷାରେ ଭିଜିଲା ଟ୍ବିନସିଟି । ସକାଳୁ ସକାଳୁ ଭୁବନେଶ୍ବର ଓ କଟକରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଏହାରି ଭିତରେ ଆଗକୁ ବର୍ଷାର ପରିମାଣ ଆହୁରି ବଢ଼ିପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ।  ଜୁନ…

ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳୁଛି…

ଭୁବନେଶ୍ବର,୩୦।୬: ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ହୁତୁହୁତୁ ହୋଇ ୧୫ରୁ ଅଧିକ ଦୋକାନ ଜଳିଯାଇଥିବା ନେଇ ସୂଚନା ରହିଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛି ।…

ପାକିସ୍ତାନର ଏୟାର ଷ୍ଟ୍ରାଇକକୁ ନିନ୍ଦା କଲା ଭାରତ, ବନ୍ଧୁ ପାଇଁ ବଢାଇଲା ସଯୋଗର ହାତ

ନୂଆଦିଲ୍ଲୀ,୩୦।୬: ଆଫଗାନିସ୍ତାନ ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନର ବିମାନ ଆକ୍ରମଣକୁ ଭାରତ କଡ଼ା ନିନ୍ଦା କରି ଏହାକୁ ଏକ ଉଦ୍ଦେଶ୍ୟମୂଳକ, ବିନା ପ୍ରରୋଚନାରେ ଆକ୍ରମଣ ଏବଂ ଆଞ୍ଚଳିକ ଶାନ୍ତି ଏବଂ ସ୍ଥିରତା ପାଇଁ ସିଧାସଳଖ ବିପଦ ବୋଲି କହିଛି। ପାକିସ୍ତାନ ଆକ୍ରମଣରେ ଅନେକ…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌, ରାୟଗଡ଼ା ତହସିଲ ପ୍ରଶାସନ,ପୋଲିସ ଏବଂ ମନ୍ଦିର ପରିଚାଳନା କମିଟିର ଉପସ୍ଥିତିରେ ହୁଣ୍ଡିଗୁଡ଼ିକ ଖୋଲାଯାଇଛି।…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ କଟକଣା ଉଠାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ୧ ଜୁଲାଇ, ୨୦୨୬ରୁ କାର୍ଯ୍ୟକାରୀ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ ୪ରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ବରଗଡ଼ ଯିବେ। ବରଗଡ଼ରେ ୧୭୫୦ କୋଟି ଟଙ୍କାର…

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ ଜେଲ୍‌ ଦଣ୍ଡ ଦିଆଯାଇଛି। ଏହି ରାୟ ଶୁଣାଇଛନ୍ତି ଯାଜପୁର ଅତିରିକ୍ତ ଜିଲା ଜଜ।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live