ଲଞ୍ଚ ହେଲା iPhone 18 Pro- Pro Max: ଦାମ୍‌, ଫିଚର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: Apple ନିଜର ସେପ୍ଟେମ୍ବର ଲଞ୍ଚ ଇଭେଣ୍ଟରେ iPhone 18 Pro ଓ iPhone 18 Pro Maxକୁ ବଜାରକୁ ଆଣିଛି। ନୂଆ Pro ମଡେଲର କ୍ୟାମେରା, ପରଫର୍ମାନ୍ସ ଓ ବ୍ୟାଟେରୀ ସହ AI…

ସିଜେପି ବିକ୍ଷୋଭକାରୀଙ୍କୁ ନୋଟିସ ପଠାଇବାକୁ କିପରି ସାହସ କଲ

ନୂଆଦିଲ୍ଲୀ,୧୦ା୯: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ପରିଚାଳିତ ବିକ୍ଷୋଭରେ ଭାଗ ନେଇଥିବା ଜଣେ ଛାତ୍ରଙ୍କୁ ନୋଟିସ ଜାରି କରିଥିବାରୁ ଗ୍ରେଟର ନଏଡ଼ାର କାର୍ଯ୍ୟନିର୍ୱାହୀ ମାଜିଷ୍ଟ୍ରେଟ୍‌ଙ୍କୁ ସୁପ୍ରିମକୋର୍ଟ ବୁଧବାର ତୀବ୍ର ଭର୍ତ୍ସନା କରିଛନ୍ତି। ଆନ୍ଦୋଳନକାରୀ…

ସକାଳୁ ସକାଳୁ ତେଲ ବଜାରରେ ହଲଚଲ, ପେଟ୍ରୋଲକୁ ନେଇ ଆସିଲା ବଡ଼ ଅପଡେଟ୍‌!

ନୂଆଦିଲ୍ଲୀ,୧୦।୯: ଅନ୍ତର୍ଜାତୀୟ ବଜାରରେ କଚ୍ଚା ତେଲ (ଅଶୋଧିତ ତେଲ)ର ମୂଲ୍ୟ ବର୍ତ୍ତମାନ ବ୍ୟାରେଲ ପିଛା ୧୦୦ ଡଲାର ପାର୍‌ କରିଛି। ଏହାଯୋଗୁଁ ଭାରତୀୟ ତୈଳ ବିପଣନ କମ୍ପାନୀଗୁଡ଼ିକର ଲିଟର ପିଛା ପେଟ୍ରୋଲ ଏବଂ ଡିଜେଲ…

ଜେଲେନସ୍କିଙ୍କ ବିମାନକୁ ଧକ୍କା ଦେଇଥାନ୍ତା ଡ୍ରୋନ! ଅଳ୍ପକେ ବର୍ତ୍ତିଲେ ୟୁକ୍ରେନ ରାଷ୍ଟ୍ରପତି, ସୁରକ୍ଷାରେ ବଡ଼ ତ୍ରୁଟି

ଓସ୍ଲୋ: ୟୁକ୍ରେନ୍‌ର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ବିମାନ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିବା ଖବର ସାମ୍ନାକୁ ଆସିଛି। ମୋଲଦୋଭାରୁ ନରୱେ ଯାଉଥିବା ସମୟରେ ତାଙ୍କ ବିମାନ ଏକ ଅଜଣା ଡ୍ରୋନ୍‌ର ନିକଟ ସଂସ୍ପର୍ଶରେ…

ICC ଟି-୨୦ ରାଙ୍କିଙ୍ଗ୍‌ରେ ବୈଭବ ଚିତ୍‌ପଟାଙ୍ଗ, ଉପରକୁ ଉଠିଲେ ଏହି ଖେଳାଳି: ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦।୯: ଦୁଲୀପ ଟ୍ରଫି ଫାଇନାଲ ଖେଳୁଥିବା ଭାରତର ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଏହାପରେ ତୁରନ୍ତ ଦିଲ୍ଲୀରେ ଭାରତୀୟ ଦଳ ସହ ଯୋଗ ଦେବେ। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଓ ଆଫଗାନିସ୍ତାନ…

ମାର୍ବଲ୍ ମନ୍ଦିରର ଉତ୍ଥାନ

ର୍ୱଲ ମନ୍ଦିରଗୁଡ଼ିକୁ ଦେଖିଲେ ପ୍ରଥମେ ଏହା ଚାରିପାଖର ପରିବେଶ ନଜରକୁ ଆସେ। ଭିକ୍ଟୋରିଆନ୍‌ ଶୈଳୀର ଲନ୍‌, ମୋଗଲ ଆମୋଦପ୍ରମୋଦ ବଗିଚାର ଭ୍ରମ ସୃଷ୍ଟି କରୁଥିବା ଝରଣା ଏବଂ ପଦ୍ମଫୁଲ ଆକାରର ପୋଖରୀ ଦେଖିବାକୁ ମିଳେ।…

୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୦।୯: ସିବିଏସ୍‌ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍‌ ଦେବାକୁ ବିଚାର କରିବାକୁ କହିଛନ୍ତି। ଭାରତର ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତଙ୍କ ନେତୃତ୍ୱରେ ଗଠିତ ଏକ…

୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍‌ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର

ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ ପକ୍ଷରୁ ଦାବି ହୋଇ ଆସୁଥିବାବେଳେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର…

ଓଡ଼ିଶା ସମେତ ୫ ରାଜ୍ୟରେ ମଲ୍ଟିଟ୍ରାକ୍‌ ପ୍ରକଳ୍ପ ପାଇଁ ୧୦,୭୮୩ କୋଟି ଟଙ୍କା ମଞ୍ଜୁର; ଖଡ଼ଗପୁର-ଝାରସୁଗୁଡ଼ା…

ନୂଆଦିଲ୍ଲୀ,୧୦ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ବୁଧବାର ଦେଶର ୮ଟି ପ୍ରମୁଖ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପ ପାଇଁ ୨୦,୮୦୪ କୋଟି ଟଙ୍କା ଅନୁମୋଦନ କରିଛି। ଏହାମଧ୍ୟରୁ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ମଧ୍ୟପ୍ରଦେଶ…

ହର୍ମୁଜ୍‌ ସମୁଦ୍ର ତଳେ ଚାଲୁଥିବା ଆମେରିକା ଡ୍ରୋନ୍‌କୁ କବ୍‌ଜା କରିଛି ଇରାନ, ଦାବି କରି କହିଲା…

ଓ୍ବାଶିଂଟନ,୯ା୯: ହର୍ମୁଜ୍‌ ଜଳପଥର ପ୍ରବେଶପଥଠାରେ ଆମେରିକାର ଏକ କର୍ମଚାରୀବିହୀନ ସମୁଦ୍ର ତଳ ଯାନ (ଡ୍ରୋନ୍‌)କୁ କବ୍‌ଜା କରିଥିବା ଇରାନର ରିଭଲ୍ୟୁଶନାରି ଗାର୍ଡସ ଦାବି କରିଛି। ସାମରିକ କାର୍ଯ୍ୟାନୁଷ୍ଠାନରେ ଗଭୀର ଜଳରାଶିରୁ କିପରି ଡ୍ରୋନ୍‌ ବ୍ୟବହାର ହେଉଛି, ଏହା ତା’ର ବିରଳ ଦୃଶ୍ୟ।…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା ଓ ବୈଠକ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ବ୍ୟବସାୟିକ ୟୁନିଟ୍‌ ଓ ଗ୍ରୁପ…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଦିଗରେ ସରକାର ୭ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି। ନିଜ ପରିଚୟ ପ୍ରମାଣ କରିବା ପାଇଁ ତାଙ୍କୁ ଶୁଣାଣିରେ ଉପସ୍ଥିତ ହେବାକୁ ନୋଟିସ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା କରିଥାନ୍ତି। ହେଲେ ବିଗତ କିଛି ବର୍ଷ ହେବ ବିଭିନ୍ନ କାରଣରୁ ନ୍ୟାୟବ୍ୟବସ୍ଥା ଉପରୁ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ଜଣେ ଡ୍ରାଇଭର ମହିଳା ରୋଷେୟାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଉଭୟ ଥାନା…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବୁଧବାରଠାରୁ ବର୍ଷାର ପରିମାଣ ବଢ଼ିବା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live