ଶୁକ୍ରବାର ରାତିରେ ରାଶି ପରିବର୍ତ୍ତନ କରିବେ ଚନ୍ଦ୍ର: ବୃଷ-ସିଂହ ସହ ଏହି ରାଶିଙ୍କୁ ଫାଇଦା ହିଁ ଫାଇଦା, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬ ରାତି ୭ଟା ୮ ମିନିଟ୍‌ରେ ଚନ୍ଦ୍ର ସିଂହ ରାଶି ଛାଡ଼ି କନ୍ୟା ରାଶିରେ ପ୍ରବେଶ କରିବେ। ଏହି ଗୋଚର ୧୪ ସେପ୍ଟେମ୍ବର ରାତି ୧ଟା…

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ ଏକ ଯାତ୍ରା କମିଟି ଗଠନ କରାଯାଇଛି।…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ କରାଯାଇ କେଉଁଠି ନା କେଉଁଠି ଆନ୍ଦୋଳନ…

ସୂର୍ଯ୍ୟଙ୍କ ଗୋଚର: ୩ ରାଶିଙ୍କୁ ମିଳିବ ଲାଭ, ଚାକିରିରେ ବଡ଼ ଅଫର୍‌କୁ ଧନଲାଭର ଖୋଲିଲା ଯୋଗ

ସୂର୍ଯ୍ୟ ଗ୍ରହ ୧୩ ସେପ୍ଟେମ୍ୱର ୨୦୨୬ ରବିବାର ରାତି ୯ଟା ୫୩ ମିନିଟରେ ପୂର୍ୱାଫାଲଗୁନୀ ନକ୍ଷତ୍ରରୁ ପୂର୍ୱାଫାଲଗୁନୀ ନକ୍ଷତ୍ରକୁ ପ୍ରବେଶ କରିବେ। ଏହି ଗୋଚର ପ୍ରଭାବରୁ ଭାଗ୍ୟଶାଳୀ ରାଶିମାନଙ୍କୁ ଭାଗ୍ୟର ସାଥ ମିଳିବ। ଆସନ୍ତୁ…

ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…

ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ। ଗୃହ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଏବଂ…

ବୁଧାଦିତ୍ୟ ରାଜଯୋଗରେ ମାଲାମାଲ ହେବେ ୪ ରାଶି: ଚାକିରିରେ ପଦୋନ୍ନତି ସହ ବ୍ୟବସାୟରେ ଅଚାନକ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ଦେବ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ସେହି ସମୟରେ କନ୍ୟା ରାଶିରେ ବୁଧଙ୍କ ଉପସ୍ଥିତି ରହିବ। ଫଳରେ ସୂର୍ଯ୍ୟ…

ଯୁକ୍ତ୨ରେ ଯୋଡ଼ିହେଲା ୨ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ

ଭୁବନେଶ୍ୱର,୧୦ା୯(ସୁଚିସ୍ମିତା ସାହୁ): ରାଜ୍ୟର ଯୁକ୍ତ୨ ଶିକ୍ଷା ବ୍ୟବସ୍ଥାରେ ଛାତ୍ରୀଛାତ୍ରଙ୍କ ପାଇଁ ଆଉ ଦୁଇଟି ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ସାମିଲ କରାଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ପାଇଁ ହେଲ୍‌ଥକେୟାର ଏବଂ ଆପାରେଲ୍ସକୁ…

୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୦।୯: ସିବିଏସ୍‌ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍‌ ଦେବାକୁ ବିଚାର କରିବାକୁ କହିଛନ୍ତି। ଭାରତର ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତଙ୍କ ନେତୃତ୍ୱରେ ଗଠିତ ଏକ…

୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍‌ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର

ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ ପକ୍ଷରୁ ଦାବି ହୋଇ ଆସୁଥିବାବେଳେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର…

ଓଡ଼ିଶା ସମେତ ୫ ରାଜ୍ୟରେ ମଲ୍ଟିଟ୍ରାକ୍‌ ପ୍ରକଳ୍ପ ପାଇଁ ୧୦,୭୮୩ କୋଟି ଟଙ୍କା ମଞ୍ଜୁର; ଖଡ଼ଗପୁର-ଝାରସୁଗୁଡ଼ା…

ନୂଆଦିଲ୍ଲୀ,୧୦ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ବୁଧବାର ଦେଶର ୮ଟି ପ୍ରମୁଖ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପ ପାଇଁ ୨୦,୮୦୪ କୋଟି ଟଙ୍କା ଅନୁମୋଦନ କରିଛି। ଏହାମଧ୍ୟରୁ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ମଧ୍ୟପ୍ରଦେଶ…

ହର୍ମୁଜ୍‌ ସମୁଦ୍ର ତଳେ ଚାଲୁଥିବା ଆମେରିକା ଡ୍ରୋନ୍‌କୁ କବ୍‌ଜା କରିଛି ଇରାନ, ଦାବି କରି କହିଲା…

ଓ୍ବାଶିଂଟନ,୯ା୯: ହର୍ମୁଜ୍‌ ଜଳପଥର ପ୍ରବେଶପଥଠାରେ ଆମେରିକାର ଏକ କର୍ମଚାରୀବିହୀନ ସମୁଦ୍ର ତଳ ଯାନ (ଡ୍ରୋନ୍‌)କୁ କବ୍‌ଜା କରିଥିବା ଇରାନର ରିଭଲ୍ୟୁଶନାରି ଗାର୍ଡସ ଦାବି କରିଛି। ସାମରିକ କାର୍ଯ୍ୟାନୁଷ୍ଠାନରେ ଗଭୀର ଜଳରାଶିରୁ କିପରି ଡ୍ରୋନ୍‌ ବ୍ୟବହାର ହେଉଛି, ଏହା ତା’ର ବିରଳ ଦୃଶ୍ୟ।…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା ଓ ବୈଠକ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ବ୍ୟବସାୟିକ ୟୁନିଟ୍‌ ଓ ଗ୍ରୁପ…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଦିଗରେ ସରକାର ୭ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି। ନିଜ ପରିଚୟ ପ୍ରମାଣ କରିବା ପାଇଁ ତାଙ୍କୁ ଶୁଣାଣିରେ ଉପସ୍ଥିତ ହେବାକୁ ନୋଟିସ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା କରିଥାନ୍ତି। ହେଲେ ବିଗତ କିଛି ବର୍ଷ ହେବ ବିଭିନ୍ନ କାରଣରୁ ନ୍ୟାୟବ୍ୟବସ୍ଥା ଉପରୁ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ଜଣେ ଡ୍ରାଇଭର ମହିଳା ରୋଷେୟାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଉଭୟ ଥାନା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live