ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ ବଢ଼ିସାରିଛନ୍ତି ବୋଲି ଆଲୋଚନା ହେଉଛି। ଯଦିଓ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ ଶ୍ରୀଲଙ୍କାରେ ଆୟୋଜିତ ହେବାର ଥିଲା। କିନ୍ତୁ…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ ପ୍ରଥା କିମ୍ବା ବ୍ୟକ୍ତିଗତ ଆଇନ ଉପରେ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫ ଅନୁସାରେ, ଗତବର୍ଷ ସରକାରୀ ସଂସ୍ଥାଗୁଡ଼ିକ ବିରୋଧରେ…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ । ଏନେଇ ମୃତକଙ୍କ ମା’ ବୁଧବାର…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିଯୁକ୍ତ କରାଯାଇଛି।…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରଣାଳୟ (MoSPI) ପକ୍ଷରୁ ଜାରି ହୋଇଥିବା ତଥ୍ୟ ଅନୁସାରେ, ୨୦୨୭ ଆର୍ଥିକ ବର୍ଷର…

ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…

କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା। ବୁଧବାର, ସଂସଦରେ ଉଦ୍‌ବୋଧନ ଦେଇ ସେ କହିଛନ୍ତି ଯେ, ଏଭଳି ବଡ଼ ବିପର୍ଯ୍ୟୟ…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର ଖଣି କ୍ଷେତ୍ରରେ ଟିକସ ବ୍ୟବସ୍ଥା ଓ ନିରୀକ୍ଷଣକୁ ନିୟନ୍ତ୍ରଣ କରିବ। ଅର୍ଥାତ୍‌ ଖଣି…

ଟିମ ଇଣ୍ଡିଆରେ ହେଲା ବଡ଼ ଓଲଟପାଲଟ: ବୈଭବଙ୍କୁ ମିଳିଲା ସ୍ଥାନ, ୩ ବଡ଼ ଖେଳାଳି ପଡିଲେ ବାଦ୍‌

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱରେ ୧୫ ଜଣିଆ ଦଳରେ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ସ୍ଥାନ ମିଳିଛି। ନିକଟରେ ଇଂଲଣ୍ଡ ବିପକ୍ଷରେ…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି। ସମୁଦ୍ର ପତନ ବୃଦ୍ଧି ହେବା କାରଣରୁ କୋଲକାତା ଏବଂ ମୁମ୍ୱାଇରେ ବାସ କରୁଥିବା…

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି କୌଣସି ରାଜ୍ୟରେ ଏହି ମାମଲାକୁ ନେଇ ଅନ୍ୟ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ! ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା, ସନ୍ଦେହଜନକ ଅବସ୍ଥାରେ…

କୋଲକାତା,୧।୯: ପଶ୍ଚିମବଙ୍ଗର ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା। ତାଙ୍କର ମୃତଦେହ ମଙ୍ଗଳବାର ବୀରଭୂମ ଜିଲାର ରାମପୁରହାଟରେ ରହସ୍ୟଜନକ ପରିସ୍ଥିତିରେ ଉଦ୍ଧାର ହୋଇଥିବା ପୋଲିସ କହିଛି। ମୃତକଙ୍କ ପରିଚୟ ବୃଷ୍ଟି ମୁଖାର୍ଜୀ ଘଟକ ଭାବେ ଜଣାପଡ଼ିଛି। ତାଙ୍କ ମୃତ୍ୟୁର ପ୍ରକୃତ…

ଭେନେଜୁଏଲା ତୈଳ

ଭନେଜୁଏଲାର ତତ୍କାଳୀନ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ସ୍ତ୍ରୀଙ୍କୁ ୮ ମାସ ତଳେ ଆମେରିକା ସେନା ଉଠାଇ ନେଇଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ କ୍ରମେ ଏହା କରାଯାଇଥିଲା ଓ ମାଦୁରୋଙ୍କ ଉପରେ ଅଭିଯୋଗ ଅଣାଯାଇଥିଲା ଯେ, ସେ…

ଗ୍ରେଟର ହାଇଦ୍ରାବାଦ୍‌ ଭଳି ଗ୍ରେଟର ଭୁବନେଶ୍ୱର ଆଶା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୌର ପ୍ରଶାସନକୁୁ ନିର୍ଦ୍ଦେଶ ଦେଇଛନ୍ତି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ସୋମବାର ଆୟୋଜିତ ରାଜ୍ୟସ୍ତରୀୟ…

ପାଣିପାଗ ବିଭାଗର ବଡ଼ ସୂଚନା, ଆଜି ୧୮ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୧ା୯(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଉପରେ ଥିବା ସ୍ପଷ୍ଟ ଭାବେ ଚିହ୍ନିତ ଲଘୁଚାପ କ୍ଷେତ୍ରଟି ସେହି ଅଞ୍ଚଳରେ ରହିଛି । ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live