ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ ହୋଇଆସୁଛି। ଗୋଚର ଜମି ଚିହ୍ନଟ କରି…

ରାଜନୀତିରେ ବଡ଼ ହଲଚଲ: ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ TMCର ବିଦ୍ରୋହୀ, କହିଲେ- ଆପଣ ଲଢ଼ିଲେ ଆମେ…

କୋଲକାତା,୧୦।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି। ନନ୍ଦୀଗ୍ରାମରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ନ୍ତୁ ବୋଲି TMCର ବିଦ୍ରୋହୀ ଗୋଷ୍ଠୀ ଆହୱାନ ଦେଇଛି।…

ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା ବିଭିନ୍ନ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବାବେଳେ…

ହାତୀକୁ ଧକ୍କା ଦେଲା ଟ୍ରେନ୍‌: ଚାଲିଗଲା ଜୀବନ

ମୁନିଗୁଡ଼ା/ବିଷମକଟକ,୧୦।୯(ନନ୍ଦ କିଶୋର ପଟ୍ଟନାୟକ/ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲାର ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ବିଷମକଟକ ବ୍ଲକର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରେନ ଇଞ୍ଜିନ ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ବିଷମକଟକ ଓ…

ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର ଅଞ୍ଚଳ ଅନ୍ଧକାରମୟ ହୋଇପଡ଼ିଛି। ଲଗାଣ ବର୍ଷା…

‘ମୋତେ ଲାଜ ଲାଗୁଛି’, ଏମିତି କାହିଁକି କହିଲେ ନୀତିନ ଗଡକରୀ, ଯାହାକୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍‌ଲୀ,୧୦।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମୁମ୍ୱାଇ-ଗୋଆ ହାଇୱେ ପ୍ରକଳ୍ପରେ ହୋଇଥିବା ବିଳମ୍ୱକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗୋଆର ଏକ କାର୍ଯ୍ୟକ୍ରମ ଅବସରରେ ସେ କହିଛନ୍ତି…

ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ ଭାବରେ ପରୀକ୍ଷାନିରୀକ୍ଷା ଚଳାଇବ। କମ୍ପାନୀ ଏହାକୁ ପ୍ରାୟ ୨୦ ବର୍ଷ ପର୍ଯ୍ୟନ୍ତ ଚଳାଇବାକୁ…

ଯୁକ୍ତ୨ରେ ଯୋଡ଼ିହେଲା ୨ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ

ଭୁବନେଶ୍ୱର,୧୦ା୯(ସୁଚିସ୍ମିତା ସାହୁ): ରାଜ୍ୟର ଯୁକ୍ତ୨ ଶିକ୍ଷା ବ୍ୟବସ୍ଥାରେ ଛାତ୍ରୀଛାତ୍ରଙ୍କ ପାଇଁ ଆଉ ଦୁଇଟି ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ସାମିଲ କରାଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ପାଇଁ ହେଲ୍‌ଥକେୟାର ଏବଂ ଆପାରେଲ୍ସକୁ…

୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୦।୯: ସିବିଏସ୍‌ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍‌ ଦେବାକୁ ବିଚାର କରିବାକୁ କହିଛନ୍ତି। ଭାରତର ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତଙ୍କ ନେତୃତ୍ୱରେ ଗଠିତ ଏକ…

୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍‌ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର

ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ ପକ୍ଷରୁ ଦାବି ହୋଇ ଆସୁଥିବାବେଳେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର…

ଓଡ଼ିଶା ସମେତ ୫ ରାଜ୍ୟରେ ମଲ୍ଟିଟ୍ରାକ୍‌ ପ୍ରକଳ୍ପ ପାଇଁ ୧୦,୭୮୩ କୋଟି ଟଙ୍କା ମଞ୍ଜୁର; ଖଡ଼ଗପୁର-ଝାରସୁଗୁଡ଼ା…

ନୂଆଦିଲ୍ଲୀ,୧୦ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ବୁଧବାର ଦେଶର ୮ଟି ପ୍ରମୁଖ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପ ପାଇଁ ୨୦,୮୦୪ କୋଟି ଟଙ୍କା ଅନୁମୋଦନ କରିଛି। ଏହାମଧ୍ୟରୁ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ମଧ୍ୟପ୍ରଦେଶ…

ହର୍ମୁଜ୍‌ ସମୁଦ୍ର ତଳେ ଚାଲୁଥିବା ଆମେରିକା ଡ୍ରୋନ୍‌କୁ କବ୍‌ଜା କରିଛି ଇରାନ, ଦାବି କରି କହିଲା…

ଓ୍ବାଶିଂଟନ,୯ା୯: ହର୍ମୁଜ୍‌ ଜଳପଥର ପ୍ରବେଶପଥଠାରେ ଆମେରିକାର ଏକ କର୍ମଚାରୀବିହୀନ ସମୁଦ୍ର ତଳ ଯାନ (ଡ୍ରୋନ୍‌)କୁ କବ୍‌ଜା କରିଥିବା ଇରାନର ରିଭଲ୍ୟୁଶନାରି ଗାର୍ଡସ ଦାବି କରିଛି। ସାମରିକ କାର୍ଯ୍ୟାନୁଷ୍ଠାନରେ ଗଭୀର ଜଳରାଶିରୁ କିପରି ଡ୍ରୋନ୍‌ ବ୍ୟବହାର ହେଉଛି, ଏହା ତା’ର ବିରଳ ଦୃଶ୍ୟ।…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା ଓ ବୈଠକ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ବ୍ୟବସାୟିକ ୟୁନିଟ୍‌ ଓ ଗ୍ରୁପ…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଦିଗରେ ସରକାର ୭ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି। ନିଜ ପରିଚୟ ପ୍ରମାଣ କରିବା ପାଇଁ ତାଙ୍କୁ ଶୁଣାଣିରେ ଉପସ୍ଥିତ ହେବାକୁ ନୋଟିସ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା କରିଥାନ୍ତି। ହେଲେ ବିଗତ କିଛି ବର୍ଷ ହେବ ବିଭିନ୍ନ କାରଣରୁ ନ୍ୟାୟବ୍ୟବସ୍ଥା ଉପରୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live