୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ ବିଡ୍‌ ଦାଖଲ କରିବାକୁ ଯାଉଛି। ସେହି...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା ଗଣବଳାତ୍କାରର ଶିକାର ହୋଇଛନ୍ତି। ନାବାଳିକାଙ୍କୁ ଡାଟା...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ ବଢ଼ାନ୍ତୁ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ହାଦିଙ୍କ...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ ହଜାର ହଜାର ଗାଡ଼ି ପଞ୍ଜୀକରଣ ହେଉଥିବାରୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ ଜିଲାରେ ମାଓବାଦୀଙ୍କୁ ଦମନ କରିବା ପାଇଁ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ ଓ ପରିବର୍ତ୍ତନ ପାଇଁ ଷ୍ଟାଣ୍ଡିଂ କମିଟିକୁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି କରିଥିଲେ। ସେହି ଭୋଜିରେ କିନ୍ତୁ କେହି ସେମିତି ନିଜକୁ ବରିଷ୍ଠ ବା ରାଜ୍ୟସ୍ତରୀୟ...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶନିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ବର୍ତ୍ତମାନ ଦାୟିତ୍ୱ ତୁଲାଉଥିବା ୧୯୯୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ ଘରୋଇ ସ୍କୁଲ ବସ ନିୟନ୍ତ୍ରଣ ହରାଇ ଡିଭାଇଡରରେ ଧକ୍କା ଦେଇ ଓଲଟି ପଡ଼ିଥିଲା।...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି। ହାତୀପଲ ଖାଦ୍ୟ ଓ ଜଳ ଅନ୍ୱେଷଣରେ ଯାଉଥିବାବେଳେ ଦ୍ରୁତ ଧାବମାନ ଟ୍ରେନ୍‌ ଧକ୍କାରେ...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା ବେଳେ ଅକ୍ଷର ପଟେଲଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରାଯାଇଛି। ଏହି ଟୁର୍ନାମେଣ୍ଟ ଫେବୃଆରୀ...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି। ଅନ୍ତର୍ଜାତୀୟ ଇନ୍ଦିରା ଗାନ୍ଧୀ ବିମାନବନ୍ଦରରେ ଏହି ଉଡ଼ାଣ ବାତିଲ ହୋଇଛି। ବିମାନବନ୍ଦରକୁ ଆସିବାକୁ...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ ଆଉ ସେମାନଙ୍କ ଔଷଧ ପାଇଁ ବିଶ୍ୱର ଯେକୌଣସି ସ୍ଥାନରେ ନିଆଯାଇଥିବା ସର୍ବନିମ୍ନ ମୂଲ୍ୟଠାରୁ...

ଇମ୍ରାନଙ୍କ ସହ ସ୍ତ୍ରୀଙ୍କୁ ୧୭ ବର୍ଷ ଜେଲ୍‌, ଏହି କାରଣ ପାଇଁ କୋର୍ଟ…

ଇସଲାମାବାଦ,୨୦ା୧୨: ତୋଶାଖାନା-୨ ମାମଲାରେ ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଏବଂ ପିଟିଆଇ ପ୍ରତିଷ୍ଠାତା ଇମ୍ରାନ ଖାନ ଏବଂ ତାଙ୍କ ସ୍ତ୍ରୀ ବୁଶ୍‌ରା ବିବିଙ୍କୁ ୧୭ ବର୍ଷ ଜେଲ୍‌ଦଣ୍ଡ ଦିଆଯାଇଛି। ଶନିବାର ଏକ ସ୍ବତନ୍ତ୍ର ଫେଡେରାଲ ତଦନ୍ତ ଏଜେନ୍ସି (FIA) କୋର୍ଟ ସେମାନଙ୍କୁ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା ଦେଇଥିବା ଜଣାପଡିଛି । ଧକ୍କା ଏତେ ଭୟଙ୍କର ଥିଲା ଯେ ଇଞ୍ଜିନ ଏବଂ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୭ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୧୬ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୧୪ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୧୨ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୯ ଡିସେମ୍ବର, ୨୦୨୫ )

View

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri

ଜାତିଭିତ୍ତିକ ଜନଗଣନାକୁ ଅନୁମତି | Caste Census | Historic Decision | Dharitri Live