BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ ଟେଷ୍ଟ ଏବଂ ODI ଅଧିନାୟକ ଶୁବମନ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର ସେ ସୂଚନା ଦେଇଛନ୍ତି। ଆସନ୍ତା ଅକ୍ଟୋବର…

ଦିଦିଙ୍କ ଅଲଟିମେଟମ: ’କହିଲେ ଭାଜପା ନେତାଙ୍କ ଘର ବାହାରେ ଧାରଣା ଦେବି’

କୋଲକାତା,୩।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଟିଏମସି କାର୍ଯ୍ୟାଳୟରେ ଭଙ୍ଗାରୁଜାକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯଦି ଟିଏମସି ବିରୋଧରେ ଅତ୍ୟାଚାର ବନ୍ଦ ନହୁଏ, ତେବେ ସେମାନେ…

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ କରିବାକୁ ସେପ୍ଟେମ୍ବର ୨୨ ପର୍ଯ୍ୟନ୍ତ ସମୟ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ, ଦୁର୍ଘଟଣା ଜନିତ ଜରୁରୀକାଳୀନ ପରିସ୍ଥିତି ଭଳି…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ ୱିକେଟକିପର-ବ୍ୟାଟସମ୍ୟାନ ଏବଂ ପୂର୍ବତନ ଚେନ୍ନାଇ ସୁପର…

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି ଯେ ଗ୍ରାଉଣ୍ଡ ରିପୋର୍ଟ, ଉପଲବ୍ଧ ତଥ୍ୟ ଏବଂ ଆନ୍ଦୋଳନରେ ସାମିଲ ଯୁବକମାନଙ୍କ ସହ…

ଦିଲ୍ଲୀ ଜଳ ବୋର୍ଡ ଦୁର୍ନୀତି, ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ମିଳିଲା ବେଲ୍, ୨ ଲକ୍ଷ…

ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (AAP) ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି । ଦିଲ୍ଲୀ ଜଳ ବୋର୍ଡର STP ଘୋଟାଲା ସହ ଜଡ଼ିତ ମାମଲାରେ କୋର୍ଟ ତାଙ୍କୁ…

ମଝି ଆକାଶରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ପାଇଲଟ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୩।୯: ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନ 6E 1302 ଗୁରୁବାର ମସ୍କଟରେ ସୁରକ୍ଷିତ ଜରୁରୀକାଳୀନ ଅବତରଣ କରିଛି। ଯାତ୍ରା ସମୟରେ ପାଇଲଟ ହଠାତ୍‌ ଅସୁସ୍ଥ ହୋଇପଡ଼ିବା ପରେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବିମାନକୁ ମସ୍କଟକୁ ସ୍ଥାନାନ୍ତର କରାଯାଇଥିଲା। ବିମାନଟି ମସ୍କଟ…

ପଞ୍ଜାବ ଭୋଟର ଲିଷ୍ଟରୁ କଟିଲା ରାଘବ ଚଢାଙ୍କ ନାଁ! ବଡ଼ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩।୯: ଆମ ଆଦମୀ ପାର୍ଟିର ପୂର୍ବତନ ନେତା ତଥା ରାଜ୍ୟ ସଭା ସାଂସଦ ରାଘବ ଚଢାଙ୍କ ନାଁ ଡ୍ରାଫ୍ଟ ଭୋଟର ଲିଷ୍ଟରୁ କଟିଥିବା ଅଭିଯୋଗ ହୋଇଛି। ନିଜେ ରାଘବ ଚଢା ଏନେଇ ସୂଚନା ଦେଇଛନ୍ତି। ତାଙ୍କ ଅଭିଯୋଗ ଅନୁସାରେ, ରାଜନୈତିକ ପ୍ରତିଶୋଧ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରଣାଳୟ (MoSPI) ପକ୍ଷରୁ ଜାରି ହୋଇଥିବା ତଥ୍ୟ ଅନୁସାରେ, ୨୦୨୭ ଆର୍ଥିକ ବର୍ଷର…

ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…

କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା। ବୁଧବାର, ସଂସଦରେ ଉଦ୍‌ବୋଧନ ଦେଇ ସେ କହିଛନ୍ତି ଯେ, ଏଭଳି ବଡ଼ ବିପର୍ଯ୍ୟୟ…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର ଖଣି କ୍ଷେତ୍ରରେ ଟିକସ ବ୍ୟବସ୍ଥା ଓ ନିରୀକ୍ଷଣକୁ ନିୟନ୍ତ୍ରଣ କରିବ। ଅର୍ଥାତ୍‌ ଖଣି…

ଟିମ ଇଣ୍ଡିଆରେ ହେଲା ବଡ଼ ଓଲଟପାଲଟ: ବୈଭବଙ୍କୁ ମିଳିଲା ସ୍ଥାନ, ୩ ବଡ଼ ଖେଳାଳି ପଡିଲେ ବାଦ୍‌

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱରେ ୧୫ ଜଣିଆ ଦଳରେ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ସ୍ଥାନ ମିଳିଛି। ନିକଟରେ ଇଂଲଣ୍ଡ ବିପକ୍ଷରେ…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି। ସମୁଦ୍ର ପତନ ବୃଦ୍ଧି ହେବା କାରଣରୁ କୋଲକାତା ଏବଂ ମୁମ୍ୱାଇରେ ବାସ କରୁଥିବା…

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି କୌଣସି ରାଜ୍ୟରେ ଏହି ମାମଲାକୁ ନେଇ ଅନ୍ୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live