Odisha Elections 2024

ପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବଲାଙ୍ଗୀର, ୧୯ା୫( ସୁନୀଲ କୁମାର ମହାନ୍ତି): ନିର୍ବାଚନ ପାଇଁ ପୋଲିଂ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିକ୍ଷକଙ୍କ ନାଁ ସୁଶୀଲ କୁମାର ଆଚାର୍ଯ୍ୟ। ଆଗଲପୁର ବ୍ଳକ୍ ପଟୁଆପାଲି...

ରାତି ପାହିଲେ ନିର୍ବାଚନ: ପୁରୁଷୋତ୍ତମପୁରର ୧୪୭ ବୁଥ୍‌ରେ ୧ ଲକ୍ଷ ୪୧ ହଜାର ୭୬୬ ଜଣ କରିବେ ମତଦାନ

ପୁରୁଷୋତ୍ତମପୁର,୧୯ା୫(ସିମାଞ୍ଚଳ ମିଶ୍ର): ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ରବିବାର ପ୍ରସ୍ତୁତି ଚୂଡ଼ାନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ସକାଳୁ ମତଦାନ ଆରମ୍ଭ ହେବ।...

CSKର ପରାଜୟକୁ ହଜମ କରିପାରିଲେନି ରାୟୁଡୁ, ଅଧାରୁ ଛାଡିଲେ ମାଇକ…

ନୂଆଦିଲ୍ଲୀ,୧୯।୫: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ଇତିହାସରେ ସବୁଠାରୁ ସଫଳ ଦଳ। ଏହି ଦଳ ପାଞ୍ଚ ଥର ଟାଇଟଲ ଜିତିଛି ଏବଂ ପ୍ଲେ ଅଫରେ ସର୍ବାଧିକ ଥର ପହଞ୍ଚିଛି। ତେଣୁ ଶନିବାର ଚେନ୍ନାଇ...

ପ୍ରେମିକଙ୍କୁ ଭେଟିବା ପାଇଁ ୧୫୦୦ କିଲୋମିଟର ଗଲେ ଯୁବତୀ, ବିମାନରୁ ଓହ୍ଲାଇବା ପରେ ଯାହା ଘଟିଲା, ଜାଣିଲେ…

ଅନଲାଇନ ଡେଟିଂ ସବୁବେଳ ପାଇଁ ବିପଦପୂର୍ଣ୍ଣ ଅଟେ। ଅନେକ ଯୁବତୀ/ଯୁବକଙ୍କ ପାଇଁ ଏହା ବହୁତ ମଜାଦାର ହୋଇଥିବା ବେଳେ ଆଉ କିଛି ଯୁବତୀ ଯୁବକ ଏଥିରେ ଫସିଯାଇଥାନ୍ତି। ଏବେ ସେମିତି ଘଟଣା ଜଣେ...

ଦେବଦୂତ ସାଜିଲେ ମହିଳା ଡାକ୍ତର, ସିପିଆର ଦେଇ ବଞ୍ଚାଇଲେ ୬ ବର୍ଷ ଶିଶୁର ଜୀବନ

ଅମରାବତି,୧୯।୫: ଆନ୍ଧ୍ରପ୍ରଦେଶର ବିଜୟୱାଡା ଠାରେ ଜଣେ ୬ବର୍ଷର ଶିଶୁ ଏକ ବୈଦ୍ୟୁତିକ ଆଘାତ ପାଇ ଚେତାଶୂନ୍ୟ ହୋଇଗଲା। ଏହା ପରେ ଶିଶୁଟିର ବାପା ତାଙ୍କୁ ଡାକ୍ତରଖାନା ନେବାକୁ ରାସ୍ତାରେ କାନ୍ଦୁଥିବାର ଦେଖାଯାଇଥିଲା। ସେହି...

IPLରେ ମଧ୍ୟ ଆରକ୍ଷଣ ବ୍ୟବସ୍ଥା ହେଉ, କେବଳ ନାଁ ରଖିଦେବା ଦୁର୍ଭାଗ୍ୟର କଥା: କଂଗ୍ରେସ ନେତା କଲେ ଏଭଳି ଦାବି 

ନୂଆଦିଲ୍ଲୀ,୧୯।୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୬ତମ ସିଜନ୍‌ ଏବେ ଅନ୍ତିମ ସୋପାନରେ ପହଞ୍ଚିଛି। କେଉଁ କେଉଁ ଟିମ୍‌ ପ୍ଲେ ଅଫ୍‌ ଖେଳିବ ତାହା ସ୍ପଷ୍ଟ ହୋଇଛି। ଏହି ଟୁର୍ନାମେଣ୍ଟରେ ଭିନ୍ନ ଭିନ୍ନ ରାଜ୍ୟ...

ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର, ଜୁନ୍‌ ପହିଲାରୁ ହେବ ଲାଗୁ; ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୯।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ ନାହିଁ। ଏଣିକି ବେସରକାରୀ ସଂସ୍ଥା ଡ୍ରାଇଭିଂ ଟେଷ୍ଟ କରୀବା ଏବଂ ସାର୍ଟିଫିକେଟ୍‌ ଜାରି...

”କହିଲା ପରେ ବି ଶୁଣିଲେନି”, ଷ୍ଟାର ସ୍ପୋର୍ଟସ ଉପରେ ବର୍ଷିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୯।୫: ନିକଟରେ ଏକ ଆଇପିଏଲ ମ୍ୟାଚ୍ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଖେଳାଳି ଧାୱଲ କୁଲକର୍ଣ୍ଣି ଏବଂ ଅନ୍ୟମାନଙ୍କ ସହ ତାଙ୍କ କଥା ହେବାର ଅଡିଓ ରେକର୍ଡିଂ କରିବା ଏବଂ ଏହାକୁ ପ୍ରସାରଣକୁ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

ଅଖିଳେଶ-ରାହୁଲଙ୍କ ଜନସଭାରେ ହଙ୍ଗାମା: ଭାଷଣ ନ ଦେଇ ଫେରିଲେ ଦୁଇ ନେତା

ପ୍ର୍ରୟାଗରାଜ,୧୯।୫: ଉତ୍ତରପ୍ରଦେଶର ପ୍ରୟାଗରାଜରୁ ବଡ଼ ଖବର ସାମ୍ନାକୁ ଆସିଛି। ଫୁଲପୁର ଲୋକ ସଭା ଆସନରେ ଆୟୋଜିତ କଂଗ୍ରେସ ଏବଂ ସମାଜବାଦୀ ପାର୍ଟୀର ମିଳିତ ଜନସଭାରେ ହଠାତ ଲୋକଙ୍କ ହଙ୍ଗାମା ଦେଖିବାକୁ ମିଳିଥିଲା। ସେତେବେଳେ ମଞ୍ଚ ଉପରେ ଅଖିଳେଶ ଯାଦବ ଏବଂ...

ହାଇଭୋଲ୍‌ଟେଜ୍‌ ଡ୍ରାମାର ନୀରବତା ଭାଙ୍ଗିଲେ କେଜ୍‌ରିଓ୍ବାଲ, କହିଲେ…

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟ ଆଡ଼କୁ ଗତି କରୁଛି, ରାଜନୈତିକ କାର୍ଯ୍ୟକଳାପ ଚରମସୀମାରେ ରହିଛି। କିନ୍ତୁ ଗତ ୩-୪ ଦିନ ମଧ୍ୟରେ ଗଣମାଧ୍ୟମ ସମେତ ଦେଶର ଲୋକଙ୍କ ଦୃଷ୍ଟି ଆକର୍ଷଣ ସାଜିଥିବା ସ୍ବାତୀ ମାଲିଓ୍ବାଲ...

ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…

ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଧ୍ୟାହ୍ନ ୧୨ଟା ୫୫ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ...

ପ୍ରେମ ପାଇଁ କାଙ୍ଗାଳ ହେଲେ କୋଟିପତିଙ୍କ ପୁଅ, ହରାଇଲେ ୭୦ କୋଟି ଟଙ୍କାର ସମ୍ପତ୍ତି

ଜୟପୁର,୧୯ା୫: ରାଜସ୍ଥାନର ଏଆର୍‌ଏଲ ଗ୍ରୁପ ଏବଂ ଅକ୍ଷତ ବିଲଡର୍ସଙ୍କ ବିରୋଧରେ ଆୟକର ବିଭାଗ ଦ୍ୱାରା କରାଯାଇଥିବା ଚଢ଼ାଉରେ ପ୍ରିୟଜନଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଥିବା ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଅକ୍ଷତ ବିଲଡର୍ସ ଗ୍ରୁପ୍ର ଅକ୍ଷତ ଜୈନଙ୍କ ସମ୍ପତ୍ତି ତାଙ୍କ ନିଜ...

ଏଏପି ଛାଡ଼ିବେ ସ୍ବାତୀ ମାଲିଓ୍ବାଲ! ଦଳ ଛାଡିଲେ ହରେଇବେ ରାଜ୍ୟ ସଭା ସିଟ୍‌

ନୂଆଦିଲ୍ଲୀ,୧୯।୫: ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲ ଏବଂ ତାଙ୍କ ପାର୍ଟି ଆମ ଆଦମୀ ମଧ୍ୟରେ ସମ୍ପର୍କ ଧିରେଧିରେ ବିଗିଡିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ PA ବୈଭବ କୁମାର, ମାଲିୱାଲଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତେବେ...

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଲଗାତର ତିନିଦିନ କରିବେ ପ୍ରଚାର

ଭୁବନେଶ୍ୱର,୧୯।୫: ପୁଣି ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଥର ରାହୁଲ ଓଡ଼ିଶାରେ ବଡ଼ ଛାପ ଛାଡିବାକୁ ଯୋଜନା କରିଛନ୍ତି। କେବଳ ରାହୁଲ ନୁହନ୍ତି, ତାଙ୍କ ସହିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ...

ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ, ଆପଣ ତ ଭେଜିଟେରିଆନ ଅଟନ୍ତି ମୋଦିଜୀ…

ନୂଆଦିଲ୍ଲୀ,୧୯।୫: ପୁଣି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ଦିଲ୍ଲୀରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ସେ ମୋଦିଙ୍କୁ ନିଶାନା କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋ ସହିତ ଗୋଟିଏ ବିତର୍କ କରିପାରୁ ନାହାନ୍ତି। ଚଳିତ...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି କରୁଛନ୍ତି। ସିଟ୍‌ ଗଣିବାରେ ବ୍ୟସ୍ତ। କିନ୍ତୁ ଗୋଟିଏ ଗଣିତ ଅଛି, ଯେଉଁଥିରେ ଭାରତ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୫ ମେ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମେ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ ( ୧୩ ମେ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମେ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମେ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୯ ମେ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ ( ୮ ମେ, ୨୦୨୪)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ଜୀବନଚର୍ଯ୍ୟା

ଅପରାଧ

Video News

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ବାଲିରେ ବଡସିଂହାର ବେଶ

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଛୋଟ ବେଳେ ମୁଁ ଧରିତ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲି

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ