ଗର୍ଜିଲା ଶୁଭମନଙ୍କ ବ୍ୟାଟ୍‌; ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ କଲେ ଏମିତି କାରନାମା, ସବୁ ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୧୭।୬: ଲକ୍ଷ୍ନୌରେ ଖେଳାଯାଉଥିବା ଭାରତ ବନାମ ଆଫଗାନିସ୍ତାନ ଦ୍ୱିତୀୟ ଦିନିକିଆ (ODI) ମ୍ୟାଚରେ ଶୁଭମନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ସେ ୭୭ ବଲରେ ନିଜର ଶତକ ପୂରଣ କରିଛନ୍ତି, ଯାହାକି…

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ ନେଇ ବୁଧବାର ଅପରାହ୍ନରେ ନାବାଳିକାଙ୍କ ମା-ବାପା…

ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଖୋଲା ଧମକ: ‘ସର୍ତ୍ତ ନ ମାନିଲେ ସିଧା ମୁଣ୍ଡ ଉପରେ ପକାଇବୁ ବୋମା’

ନୂଆଦିଲ୍ଲୀ,୧୭।୬: ଇରାନ ସହିତ ଚାଲିଥିବା ଆଲୋଚନା ଏବଂ ଚୁକ୍ତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ବୟାନ ପୁଣି ଥରେ ଯୁଦ୍ଧ ଚିନ୍ତାକୁ ବଢ଼ାଇ ଦେଇଛି। ଟ୍ରମ୍ପ କହିଛନ୍ତି ଯେ ଯଦି ଇରାନ…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌ ପ୍ରତିଯୋଗିତା ମଙ୍ଗଳାବର ରାତିରେ ଶେଷ ହୋଇଛି।…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ ବାଇକ୍‌ ପିଟି ହୋଇ ଜଣଙ୍କର ମୃତ୍ୟୁ…

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ ଉଭାନ ହୋଇଯାଉଛି। ମୌସୁମୀ ଉପକୂଳ ଓଡ଼ିଶାକୁ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା ପାଇଁ କର୍ତ୍ତୃପକ୍ଷ ଏହି ପଦକ୍ଷେପ ନେଇଛନ୍ତି। ତେବେ ଏହି ମେସେଜିଂ ଆପର ପ୍ରତିଷ୍ଠାତା…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ ରାଷ୍ଟ୍ରପତିଙ୍କୁ କହୁଥିବାର ଶୁଣାଯାଉଛି, “ମୁଁ ହେଉଛି ବସ।” ଭିଡିଓଟି ପ୍ୟାରିସର ଏକ ରିସର୍ଟରେ…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା ହୋଇଥିଲା। ଏବେ ପୁଣିଥରେ ସିଜେଆଇ ବୁଧବାର ଦିନ ଏକ ମାମଲାର ଶୁଣାଣି ବେଳେ…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ…

ଲୋଭ ଘାରୁଛି

କ୍ଷମତା ଓ ସମ୍ପତ୍ତି ଲୋଭ ମଣିଷ ଜାତିକୁ ଆଦିମ ଯୁଗରୁ ହନ୍ତସନ୍ତ କରିଆସିଛି। ଅଧିକ ଜମି ପାଇବା ପାଇଁ ବିଶ୍ୱବ୍ୟାପୀ ରାଜା ମହାରାଜାମାନେ ଯୁଗଯୁଗରୁ ଯୁଦ୍ଧ କରିଆସୁଥିଲେ। ପରବର୍ତ୍ତୀ ସମୟରେ ବ୍ୟବସାୟ ଓ ଲୁଣ୍ଠନ କରିବା ନାମରେ ଉପନିବେଶ ଚିନ୍ତାଧାରା ଜନ୍ମନେଲା,…

ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ କରିବା ସହ ସ୍ବଳ୍ପ ସମୟ କଥା ହୋଇଛନ୍ତି। ଭାରତ ଓ ଆମେରିକା ମଧ୍ୟରେ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବୌଦ୍ଧ, ସମ୍ବଲପୁର ଏବଂ ସୁନ୍ଦରଗଡ଼ର ଅଳ୍ପ ଅଂଶ, କୋରାପୁଟର କିଛି ଅଂଶ, ରାୟଗଡ଼ା,…

ଟ୍ରମ୍ପଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ବାର୍ତ୍ତା, G7 ଶିଖର ସମ୍ମିଳନୀରେ ଉଠାଇଲେ ଭାରତୀୟ ନାବିକଙ୍କ ମୃତ୍ୟୁ ପ୍ରସଙ୍ଗ, କହିଲେ…

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଫ୍ରାନ୍ସର ବିଆରଟିଜ୍ ସହରରେ ଅନୁଷ୍ଠିତ G-7 ସମ୍ମିଳନୀରେ ଯୋଗ ଦେଇଥିଲେ। G7 ନେତାଙ୍କ ସରକାରୀ ଗୋଷ୍ଠୀ ଫଟୋଗ୍ରାଫରେ ପ୍ରଧାନମନ୍ତ୍ରୀ ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ…

ବିଜ୍ଞାନର ଆଶ୍ଚର୍ଯ୍ୟଜନକ ଚମତ୍କାର! କେବଳ ରକ୍ତ ପରୀକ୍ଷାରୁ ଜଣାପଡ଼ିବ ଆପଣଙ୍କ କେଉଁ ଅଙ୍ଗ କେତେ ବୟସ୍କ, ରୋଗ ହେବା ପୂର୍ବରୁ ମିଳିବ ସୂଚନା

ନୂଆଦିଲ୍ଲୀ,୧୭।୬(ପି.ଟି.): ମଣିଷର ପ୍ରକୃତ ବୟସ ତୁଳନାରେ ତା’ ଶରୀରର ଭିତର ଅଙ୍ଗଗୁଡ଼ିକ ଭିନ୍ନ ଭିନ୍ନ ଗତିରେ ବୃଦ୍ଧ ହୋଇଥାନ୍ତି। ଏହି ଜୈବିକ ବୟସକୁ ମାପିବା ପାଇଁ ବୈଜ୍ଞାନିକମାନେ ଏବେ ଏକ ଅଭିନବ ରକ୍ତଭିତ୍ତିକ ସୂଚକାଙ୍କ ବା ଇଣ୍ଡିକେଟର ବିକଶିତ କରିଛନ୍ତି। ଏହି…

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସ୍ବୀକାର କରିବା ସହ ଏହା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଜୁନ୍ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମେ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live